-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ବିଜେପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସରରେ ସୃଷ୍ଟି ଓ ପାଳନ କର୍ତ୍ତା ବିଶ୍ୱକର୍ମା ପୂଜା ଅନୁଷ୍ଠିତ

16-Sep-2024



ବରଗଡ଼:l(ନିରଞ୍ଜନ ତ୍ରିପାଠୀ )- ଆଜି ପବିତ୍ର ଶୁକ୍ଳପକ୍ଷ ତ୍ରୟୋଦଶୀ ସୋମବାର କନ୍ୟା ସଂକ୍ରାନ୍ତି ତିଥି ରେ ସୃଷ୍ଟି ଓ ପାଳନ କର୍ତ୍ତା ବିଶ୍ୱକର୍ମା ପ୍ରଭୁଙ୍କ ପୂଜାର୍ଚ୍ଚନା କାର୍ଯ୍ୟ ରିତିନୀତି ଅନୁଯାୟୀ ବରଗଡ ଜିଲ୍ଲା ବିଜେପୁର ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପରିସର ମଧ୍ୟରେ ଥିବା ଅନ୍ତଃ ବିଭାଗ ଅସ୍ତ୍ରୋପଚାର କକ୍ଷରେ ଷ୍ଟାଫ୍ ନର୍ସ ଶ୍ରୀମତୀ କମଳିନୀ ସାହୁଙ୍କ ତତ୍ତ୍ଵାବଧାନରେ ସମସ୍ତ କର୍ମଚାରୀଙ୍କୁ ନେଇ ପୂଜାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା। ପଣ୍ଡିତ ସୁରେନ୍ଦ୍ର ମହାପାତ୍ର ମନ୍ତ୍ରପାଠ ସହ ହୋମ ଯଜ୍ଞ ପୂଜାକାର୍ଯ୍ୟ ସମ୍ପାଦନ କରିଥିବାବେଳେ, କର୍ତ୍ତା ଭାବେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା.ପୂର୍ଣ୍ଣ ଶଙ୍କର ମେହେର ଦାୟିତ୍ଵ ନିର୍ବାହ କରିଥିଲେ। ପଣ୍ଡିତ ଶ୍ରୀ ମହାପାତ୍ର ମନ୍ତ୍ର ଉଚ୍ଚାରଣ କରୁଥିବାବେଳେ, ହୁଳହୁଳିରେ ତାଳେ ତାଳେ ଜୟ ବିଶ୍ୱକର୍ମା ଦେବ ନମଃ ଗୁଞ୍ଜରଣରେ ବେଶ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବାର ଦେଖାଯାଇଥିଲା।ଏ ଅବସରରେ ଡ଼ା.ମିନାକ୍ଷୀ ମେହେର, ମହିଳା ସ୍ୱାସ୍ଥ୍ୟ ପରିଦର୍ଶିକା ଶ୍ରୀମତୀ କବିତାଞ୍ଜଳୀ ଦାଶ, କବିତା ଲୁଗୁନ୍ ,ପ୍ରିୟବତୀ ନାୟକ, ରୀନା ସୁନା,ଆଶା କଲ୍ୟାଣୀ ପଧାନ, ସନ୍ତୋଷିନୀ ସାହୁ, ତପସ୍ଵିନୀ ବେହେରା, ରାକେଶ ଷଣ୍ଢ,ସିକ୍ୟୁରିଟି ଅନିଲ ସ୍ୱାଇଁ, ସୁରେନ୍ଦ୍ର ଲୁହା ପ୍ରମୁଖ ଉପସ୍ଥିତ ରହି ବିଶ୍ଵକର୍ମାଙ୍କ ଠାରେ ପୁଷ୍ପାଞ୍ଜଳୀ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk