-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||     

HOME   ଜିଲ୍ଲା

ପ୍ରଧାନମନ୍ତ୍ରୀ ମୋଦିଜୀ ଙ୍କ ଜନ୍ମଦିନ ରେ ମିଳିବ ପ୍ରଥମ କିସ୍ତି ସୁଭଦ୍ରା ଯୋଜନା* *କନ୍ଧମାଳ ଜିଲ୍ଲାରେ ମୋଟ 142917 ମହିଳା ଆବେଦନ କାରି*

16-Sep-2024



ଫୁଲବାଣୀ ( ଶ୍ରୀ କ୍ଷୀରୋଦ କୁମାର ସାହାଣୀ) ରାଜ୍ୟରେ ଗତ ସାଧାରଣ ନିର୍ବାଚନ ସମୟରେ ଭାରତୀୟ ଜନତା ପାର୍ଟି ନିର୍ବାଚନ ପ୍ରତିଶୃତି ଅନୁଯାଇ ପ୍ରଥମ କରି ମହିଳା ମାନଙ୍କ ବିକାଶ ତଥା ମହିଳା ଭୋଟ ବ୍ୟାଙ୍କ କୁ ହାତ ମୁଠାରେ ରଖିବା ପାଇଁ ସୁଭଦ୍ରା ଯୋଜନା ମଧ୍ୟରେ ପାଞ୍ଚ ବର୍ଷରେ 50 ହଜାର ଟଙ୍କା ଦେବାପାଇଁ ନିଷ୍ପତ୍ତି ନେଇଛନ୍ତି |  ବର୍ଷକୁ ଦୁଇଟି କିସ୍ତିରେ ମହିଳା ମାନଙ୍କ ଜମା ଖାତାକୁ ସୁଭଦ୍ରା ଯୋଜନା ଟଙ୍କା ଜୀବ ବୋଲି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରତିଭା ପରିଡା ଘୋଷଣା କରିଛନ୍ତି  |  ଏବଂ ଆସନ୍ତାକାଲି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି ଜିଙ୍କ ଜନ୍ମଦିନ ରେ ଭୁବନେଶ୍ୱର ରେ ସୁଭଦ୍ରା ଯୋଜନା ର ଶୁଭାରମ୍ଭ କରିବେ ସ୍ୱୟଂ ନିଜେ ପ୍ରଧାନମନ୍ତ୍ରୀ ମୋଦିଜୀ, ସେଇଥିପାଇଁ ରାଜ୍ୟସରକାର ଙ୍କ ତରଫରୁ ସମସ୍ତ ପ୍ରକାର କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଇ ସାରିଥିବା ଜଣାପଡିଛି | ଓଡିଶା ବାସୀଙ୍କୁ ପ୍ରଧାନମନ୍ତ୍ରୀ ଙ୍କ ଜନ୍ମଦିନ ରେ ରାଜ୍ୟରେ ମୋହନ ସରକାର ଙ୍କର ପ୍ରଥମ ଭେଟି ଭାବେ ସୁଭଦ୍ରା ଯୋଜନା ଅର୍ଥ 5000 ଟଙ୍କା ଲେଖାଏଁ ପ୍ରଦାନ କରାଯିବ ବୋଲି ସରକାର ସମସ୍ତ ପ୍ରସ୍ତୁତି ଶେଷ କରିଛି | 
          ପ୍ରଥମ କିସ୍ତି ସୁଭଦ୍ରା ଯୋଜନା ଅର୍ଥ ପାଇବା ପାଇଁ କନ୍ଧମାଳ ଜିଲ୍ଲାରେ ମହିଳା ମାନଙ୍କ ମଧ୍ୟରେ ଏକ ପ୍ରକାର ନୂତନ ଉତ୍ସାହ ଦେଖିବାକୁ ମିଳୁଛି | ବର୍ତ୍ତମାନ ସୁଦ୍ଧା କନ୍ଧମାଳ ଜିଲ୍ଲାର 12 ଗୋଟି ବ୍ଲକ ଓ ଗୋଟିଏ ମୁନିସିପାଲିଟି ଓ ଦୁଇଟି ଏନ ଏ ସି ରେ ଆଜି ସୁଦ୍ଧା ମାତ୍ର 142917 ଜଣ ମହିଳା ଆବେଦନ କରିପାରିଥିବା ସୂଚନା ମିଳିଛି |  ବାଲିଗୁଡା 11571 ଜଣ,ଚକାପାଦ 9953 ଜଣ,ଦାରିଙ୍ଗବାଡି 23590 ଜଣ,ଜି ଉଦୟଗିରି 5400 ଜଣ, କ ନୂଆଗାଁ 12343 ଜଣ, ଖଜୁରୀପଡା 11471 ଜଣ, କୋଟଗଡ଼ 8063 ଜଣ, ଫିରିଙ୍ଗିଆ 15073 ଜଣ, ଫୁଲବାଣୀ 8274 ଜଣ, ରାଇକିଆ 10277 ଜଣ, ଟିକାବାଲି 8621 ଜଣ, ତୁମୁଡିବନ୍ଧ 8478 ଜଣ ଆବେଦନ କରିଥିବା ବେଳେ ବାଲିଗୁଡା ଏନଏସି ରେ 3675 ଜଣ, ଜି ଉଦୟଗିରି ଏନଏସି ରେ 1568 ଜଣ ଓ ଫୁଲବାଣୀ ମୁନିସିପାଲିଟି ରେ  4560 ଜଣ ଆବେଦନ କରିପାରିଥିବା ଖବର ମିଳିଛି | ରାଜ୍ୟ ସରକାର ଙ୍କ ପ୍ରସ୍ତୁତି ପ୍ରକାରେ କନ୍ଧମାଳ ଜିଲ୍ଲାର 142917ଜଣ ମହିଳା ପ୍ରଥମ କିସ୍ତି  ସୁଭଦ୍ରା ଯୋଜନା ଅର୍ଥ ପାଇପାରିବେ ବୋଲି ସରକାରୀ ସୂତ୍ରରେ ଆକଳନ କରାଯାଇଛି | କନ୍ଧମାଳ ଜିଲ୍ଲାରେ ଜିଲ୍ଲାପାଳ ଶ୍ରୀ ଅମୃତ ଋତୁରାଜ ସୁଭଦ୍ରା ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମ ଭରଚୁଆଲ ମାଧ୍ୟମରେ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦିଜୀ ଙ୍କର ଉଦଘାଟନ କାର୍ଯ୍ୟକ୍ରମ ରେ ଜନସାଧାରଣ ଅଂଶ ଗ୍ରହଣ କରିବାପାଇଁ ପ୍ରସ୍ତୁତି କରିଥିବା ଦେଖିବାକୁ ମିଳିଛି | ଦେଖାଯାଉ ଆସନ୍ତାକାଲି କନ୍ଧମାଳ ଜିଲ୍ଲାର ଆବେଦନ କରିଥିବା 142917 ଜଣ ମହିଳା ମାନଙ୍କ ମଧ୍ୟରୁ କେତେଜଣ ମହିଳାଙ୍କ ଜମା ଖାତାକୁ ଦେବୀ ସୁଭଦ୍ରା ପ୍ରବେଶ କରୁଛନ୍ତି ତାହା ଆଗାମୀ ଦିନରେ ଦେଖିବାକୁ ମିଳିବ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026

You Might Also Like