-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   (22-Aug-2026)       ||      ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ    (22-Aug-2026)       ||      ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||     

HOME   ରାଜ୍ୟ

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ଘୋଷଣା: ସ୍କୁଲ୍ ସହିତ ହଷ୍ଟେଲ୍ ବି ଖୋଲିବ

03-Jan-2021



ଭୁବନେଶ୍ବର (ପ୍ରେରଣା ଖବର): ସ୍କୁଲ୍ ଖୋଲିବା ନେଇ ନିଷ୍ପତ୍ତି ନିଆଯିବା ପରେ ଆଜି ହଷ୍ଟେଲ୍ ଖୋଲିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଘୋଷଣା କରିଛନ୍ତି। ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ ସ୍କୁଲ୍ ଖୋଲିବା ପରେ ହଷ୍ଟେଲ୍ ନ ଖୋଲିଲେ ସେଥିରେ ରହୁଥିବା ଛାତ୍ରଛାତ୍ରୀମାନେ ହାଇରାଣ ହେବେ। ତେଣୁ ଯେଉଁ ସବୁ ସ୍କୁଲରେ ହଷ୍ଟେଲ୍ ରହିଛି, ସେଗୁଡ଼ିକୁ ଖୋଲିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। କେବଳ ଗଣଶିକ୍ଷା ବିଭାଗ ନୁହେଁ, ବରଂ ଯେଉଁଠି ଟିଆର୍ଡବ୍ଲୁ ସ୍କୁଲରେ ହଷ୍ଟେଲ୍ ରହିଛି, ସେଗୁଡ଼ିକ ବି ଖୋଲିବ ବୋଲି ସେ କହିଛନ୍ତି। ହଷ୍ଟେଲରେ କିପରି କୋଭିଡ ନିୟମ ପାଳନ କରାଯିବ, ସେଥିପ୍ରତି ଧ୍ୟାନ ଦିଆଯିବ ଏବଂ ଏନେଇ ଖୁବ୍ ଶୀଘ୍ର ନୂଆ ଏସ୍ଓପି ଜାରି କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଦଶମ ଓ ଦ୍ୱାଦଶ ଶ୍ରେଣୀର ଛାତ୍ରଛାତ୍ରୀମାନଙ୍କ ପାଇଁ ଜାନୁଆରୀ ୮ ତାରିଖରୁ ସ୍କୁଲ୍ ଖୋଲିବାକୁ ଗତକାଲି ସରକାର ଘୋଷଣା କରିଥିଲେ। ଆଉ ଆଜି ହଷ୍ଟେଲ ଖୋଲିବା ନେଇ ଘୋଷଣା କରିଛନ୍ତି। ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କୋଭିଡ୍ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମାସରୁ ବନ୍ଦ ଥିବା ବେଳେ ଆସନ୍ତା ୮ତାରିଖରୁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବେ। ଆସନ୍ତା ମେ’ ମାସରେ ହେବାକୁ ଥିବା ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ସହ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ବାକି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନରେ ପାଠପଢ଼ା ଜାରି ରହିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜସ୍ୱ ବିଭାଗର ବରିଷ୍ଠ ଅଧିକାରୀ ବୈଠକରେ ରାଜସ୍ବ ସେବା ପ୍ରଦାନରେ ସଂସ୍କାର ଉପରେ ଗୁରୁତ୍ବ   22-Aug-2026
  ଜିଲ୍ଲା  
ବ୍ରାଉନ୍ ସୁଗାର ସହ ଗଞ୍ଜେଇ, ନଗଦ ଟଙ୍କା ଓ ମୋବାଇଲ ଜବତ : କିଙ୍ଗ୍ ପିନ୍ ଗିରଫ   22-Aug-2026
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026

You Might Also Like