-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଟିକ୍ରାପଡା ଗାନ୍ଧି ପାଠାଗାର ରେ ନୁଆଁଖାଇ ଭେଟଘାଟ

16-Sep-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ସହର ସ୍ଥିତ ଟିକ୍ରାପଡା ଗାନ୍ଧି ପାଠାଗାର ରେ ନୁଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଯାଇଛି ପାଠାଗାର ସଭାପତି ପ୍ରକାଶ ନେପାକ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ବନ୍ଧୁ ମିଳନ ଉତ୍ସବ ରେ ମୁଖ୍ୟ ଅତିଥି ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ, ଉପସଭାପତି ସନ୍ତକ ବହିଦାର, ସମ୍ପାଦକ ପ୍ରଦୀପ ସାହୁ, ବରିଷ୍ଠ ସଭ୍ୟ ଭଗବାନ ବଗର୍ତି, ପୂର୍ବତନ ପୌରାଧ୍ୟାକ୍ଷା ଦମୟନ୍ତୀ ବାଗ, ମହିଳା ଶାଖା ସଭାପତି ବନେଶ୍ୱରୀ ବେହେରା

ପ୍ରମୁଖ ପଶ୍ଚିମ ଓଡିଶା ର ଗଣପର୍ବ ଆମ ସମାଜ ରେ ଭାଇଚାରା ର ବାର୍ତ୍ତା ବହନ କରିବା ସହ ଏକତା ର ସନ୍ଦେଶ ଦିଏ ବୋଲି ମତ ପ୍ରକାଶ କରିଥିଲେ l ଏହି ଉତ୍ସବ ରେ ମହିଳା ସଭ୍ୟା ସବିତା ବେହେରା, କଲ୍ୟାଣୀ ସାହୁ,,ମଞ୍ଜୁଳା ମିଶ୍ର, ସୀମା ପଣ୍ଡା, ପ୍ରତିମା ମଟାରୀ ଏବଂ ବରିଷ୍ଠ ସଭ୍ୟ ନୀଳମଣି ମିଶ୍ର, ନାଗରିକ କମିଟି ସମ୍ପାଦକ ମଧୁସୂଦନ ନାୟକ, ବୈଷ୍ଣବ ସାହୁ, ରାଜେନ୍ଦ୍ର ମିଶ୍ର, ରବି ବହିଦାର,ବାବୁଲା ରଥ,ହରିଶଙ୍କର ପଣ୍ଡା,ଅଜିତ ପଣ୍ଡା, ଦିଲୀପ ସାହୁ, ଋତୁରାଜ ସିଂ, ବିଧୁଭୂଷଣ ତ୍ରିପାଠୀ, ଚିତ୍ତରଞ୍ଜନ ସାହୁ, ରାଜେନ୍ଦ୍ର ପାଣି, ମୁନା ଖାନ,ପ୍ରମୋଦ ସାହୁ,ଶାନ୍ତିପ୍ରକାଶ ବଢିଆ, ରିଆଜ଼ ଖାନ, ଦୁର୍ଗା ସାହୁ, ସଂଗଠକ ବୁଲୁ ବେହେରା ନୁଆଁଖାଇ ଶୁଭେଚ୍ଛା ଜଣାଇଥିଲେ l ଏହି ଭେଟଘାଟ କାର୍ଯ୍ୟକ୍ରମ ଆୟୋଜନ

କରିବାରେ ଜିତେନ୍ଦ୍ର ନାଗ, ସୁରୁ ସାହୁ, ବାଦଲ ସାହୁ, ଦାଶରଥି ସାହୁ, ବାବୁ ଶ୍ରୀଚନ୍ଦନ ପ୍ରମୁଖ ବିଶେଷ ସହଯୋଗ କରିଥିଲେ l ଆସନ୍ତା ନବରାତ୍ର ଦୁର୍ଗାପୂଜା ରେ ସମସ୍ତ ସଭ୍ୟ ଏବଂ ସଭ୍ୟା ତଥା ଜନସାଧାରଣ ସହଯୋଗ କରିବା ପାଇଁ ପାଠାଗାର ସଭାପତି ପ୍ରକାଶ ନେପାକ ନିବେଦନ କରିଥିଲେ l ଏହି ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ରେ ପାଠାଗାର ର ଶତାଧିକ ସଭ୍ୟ ଅଂଶ ଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like