-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||     

HOME   ଜିଲ୍ଲା

ନୂଆଁଦିଲ୍ଲୀ ରେ ଆୟୋଜିତ ସାତ ଦିବସୀୟ ଜାତୀୟ ସ୍ତରୀୟ କମ୍ୟୁନିଟି ସଙ୍ଗୀତ କାର୍ଯ୍ୟକ୍ରମରେ ଯୋଗଦେଲେ ଗାଇଡ କ୍ୟାପଟେନ ଅନସୂୟା ଦେବତା

16-Sep-2024



ଅତାବିରା/ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ନୂଆଁଦିଲ୍ଲୀ ସ୍ଥିତ ଭାରତ ସ୍କାଉଟ ଗାଇଡ ର ଜାତୀୟ ମୁଖ୍ୟ କାର୍ଯ୍ୟାଳୟରେ  ଦୀର୍ଘ ସାତ ଦିନ ଧରି ଜାତୀୟସ୍ତରୀୟ କାମ୍ୟୁନିଟି ସଙ୍ଗୀତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ଏଥିରେ  ଭାରତର ବିଭିନ୍ନ ରାଜ୍ୟରୁ ୧୬ ଜଣ ଅଂଶଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମରେ  ଓଡ଼ିଶା ରାଜ୍ୟ ଭାରତ ସ୍କାଉଟ୍  ଗାଇଡ ପକ୍ଷରୁ  ଦୁଇଜଣ   ପ୍ରତିନିଧିତ୍ଵ କରିଥିଲେ ।ତନ୍ମଧ୍ୟରୁ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ,ଟୋପ ର  ବିଜ୍ଞାନ ଶିକ୍ଷୟତ୍ରୀ, ଗାଇଡ

କ୍ୟାପଟେନ ତଥା ସମାଜ ସେବୀ ପ୍ରକୃତି ବନ୍ଧୁ ଅନସୂୟା୍ ଦେବତା ଯୋଗ ଦେଇ  ସଙ୍ଗୀତ ଶିକ୍ଷା କରି ସେଥିରେ କୃତିତ୍ୱ ଲାଭ କରି   ମାନପତ୍ର  ପ୍ରାପ୍ତ କରିଥିଲେ । । ମାନ୍ୟତା ପ୍ରାପ୍ତ ଭାଷା ଗୁଡ଼ିକୁ  ସମ୍ମାନ ଜଣାଇ  ସଙ୍ଗୀତ ମାଧ୍ୟମରେ ସମସ୍ତ  ଭାରତୀୟ  ଙ୍କ ମଧ୍ୟରେ ବିଶ୍ଵ ଭାତୃତ୍ୱର , ଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ରହିଥିଲା ।ଏଥିରେ ହିନ୍ଦୀ, ମରାଠୀ, ମାଲାୟାଲାମ, ଉର୍ଦ୍ଦୁ, ଖାସି, ନେପାଳୀ, ଆସାମୀ, ତେଲୁଗୁ ଆଦି  ଭାଷାରେ କମ୍ୟୁନିଟି ସଙ୍ଗୀତ ଶିକ୍ଷା ଦିଆଯାଇଥିଲା । ଏହି କାର୍ଯ୍ୟକ୍ରମ ର ଉଦଘାଟନୀ ଉତ୍ସବରେ ଭାରତ ସ୍କାଉଟ୍ ଗାଇଡ ର ନିର୍ଦ୍ଦେଶିକା ଦର୍ଶନା ପାଭାସ୍କର ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ଉପ ନିର୍ଦ୍ଦେଶକ ଅରୁପ ସରକାର, ଉପ ନିର୍ଦ୍ଦେଶକ  ସ୍କାଉଟ୍  ଅମର ,ବି, ଛେତି, ଉପ ନିର୍ଦ୍ଦେଶକ ଗାଇଡ  ସୁରେଖl  ଶ୍ରୀବାସ୍ତବ, ସହକାରୀ ନିର୍ଦ୍ଦେଶକ ବାବଲୁ  ଗୋସ୍ୱାମୀ, 

ସିଭାଙ୍ଗି   ସକ୍ସେନା  ଓ  କୁମୁଦ ମେହେରା ସମ୍ମାନିତ  ଅତିଥି ଭାବରେ ଯୋଗ ଦେଇ ଏହି କାର୍ଯ୍ୟକ୍ରମକୁ  ଉଦଘାଟନ କରିଥିଲେ । ଉପ ନିର୍ଦ୍ଦେଶକ  ଅରୁପ ସରକାର  ଏହି   ସ୍ବତନ୍ତ୍ର  କାର୍ଯ୍ୟକ୍ରମର ମୁଖ୍ୟ  ଥିଲେ। ତାମିଲନାଡୁର ମିନାକ୍ଷୀ ବିଶ୍ୱନାଥନ, ଉତ୍ତର ପ୍ରଦେଶ ର  ଅଞ୍ଜନି କୁମାର ମିଶ୍ର,  ଏମ୍, ପି ଠାକୁର, ମଧ୍ୟପ୍ରଦେଶର ରେଖା ଭଦୋରିଆ ପ୍ରମୁଖ ସଙ୍ଗୀତ ଶିକ୍ଷା ଦେଇଥିଲେ ।  ଜାତୀୟ ମୁଖ୍ୟ କାର୍ଯ୍ୟାଳୟ, ଭାରତ  ସ୍କାଉଟ୍ ଗାଇଡ ର ସମସ୍ତ କର୍ମକର୍ତ୍ତା ଏଥିରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026

You Might Also Like