-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବିଦ୍ୟୁତ ବିଭାଗ ଶାଖା ରେଙ୍ଗାଲିକ୍ୟାମ୍ପ ପକ୍ଷରୁ ଦେବଶିଳ୍ପୀ ବିଶ୍ଵକର୍ମା ଙ୍କ ପୂଜା ପାଳିତ

16-Sep-2024



ଅତାବିରା/ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ବ୍ଲକ ଅନ୍ତର୍ଗତ ରେଙ୍ଗ।ଲିକ୍ୟାମ୍ପ ବିଦ୍ୟୁତ୍ ଶାଖା ପକ୍ଷରୁ କନିଷ୍ଠ ଯନ୍ତ୍ରୀ   ବାସୁଦେବ ରାୟଗୁରୁଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ପାଳିତ ହୋଇଯାଇଛି।  ଶ୍ରୀ ରାୟଗୁରୁ କର୍ତ୍ତା ଦାୟିତ୍ଵ ତୁଲାଇଥିବା ବେଳେ ପଣ୍ଡିତ ବାବୁଲାଲ ପାଣ୍ଡିଆ ଓ ସାଥୀଙ୍କ ମନ୍ତ୍ରପlଠରେ ଛକସ୍ଥିତ ମୁଖ୍ୟ କେନାଲରୁ ଘଣ୍ଟଶଙ୍ଖ ଦ୍ଵାରା ପୂର୍ଣ୍ଣ କଳସ ଅଣାଯାଇ ପୂଜା ମଣ୍ଡପରେ ସ୍ଥାପନ କରାଯାଇଥିଲା ।ଏହା ପରେ ରୀତିନୀତି ଅନୁଯାୟୀ ଷୋଡ଼ଶ ପୂଜା, ଆରତୀ ହୋମ ଓ ପୁଷ୍ପାଞ୍ଜଳି କରାଯାଇଥିଲା । ମାନସ ସାହୁ ଓ ରଜତ କୁମାର ପ୍ରଧାନ ପୂଜା ଦାୟିତ୍ଵ ତୁଲାଇ ଥିଲେ। ସୌମ୍ୟରଞ୍ଜନ ବେହେରା ସାଜସଜ୍ଜା ଦାୟିତ୍ୱରେ ରହିଥିଲେ।ଏହି ପୂଜା କମିଟିର ସମ୍ପାଦକ  ପ୍ରକାଶ

ଚନ୍ଦ୍ର ପ୍ରଧାନ, କୋଷାଧ୍ୟକ୍ଷ ଟିକେନାଥ ବାଦି, ଉପସଭାପତି ଡି.ଜି ରାଓ, ଅଶୋକ ମହନ୍ତ, ଅଶ୍ଵିନୀ ନାଏକ, ଡିଲେଶ୍ୱର୍  ଥାଟି, ନରୋତ୍ତମ ମାହାର, ସୁନିଲ ବିଶୋଇ, ଦେବ କାଲସେ 
 ପ୍ରମୁଖ ସହଯୋଗ କରିଥିଲେ । ୨୦୦୫ ମସିହାରୁ ଆରମ୍ଭ ହୋଇ ଦୀର୍ଘ ବର୍ଷ ଧରି ଏଠାରେ ଏହି ପୂଜା କୁ ଅତ୍ୟନ୍ତ ଆଡମ୍ବର ସହକାରେ ପାଳନ କରାଯାଇଥାଏ । ଏହିପରି ଟ୍ରକ୍ ଚାଲକ  ସଂଘ୍  ରେଙ୍ଗାଲିକ୍ୟାମ୍ପ,ଲାଦର ପାଲି ବିଦ୍ୟୁତ୍ କାର୍ଯ୍ୟାଳୟ, ଅତାବିରା ବିଦ୍ୟୁତ୍ ବିଭାଗ,,ଟେକ୍ସସି ସଂଘ, ଦୂର ସଂଚାର ବିଭାଗ,ଟ୍ରକ୍ ମାଲିକ ସଂଘ୍, ଅଟୋ ଚାଳକ ସଂଘ  ପକ୍ଷରୁ  ଆଜି  ନୀତିନିୟମରେ ପୂଜା ହୋଇଥିଲା । ତେବେ ବିଭିନ୍ନ ସ୍ଥାନ ମାନଙ୍କ ରେ ଏହି ପୂଜା ପାଳିତ ହୋଇଯାଇଛି । ରଙ୍ଗୀନ  ଆଲୋକମାଳାରେ ଅତାବିରାରୁ ରେଙ୍ଗlଲିକ୍ୟାମ୍ପ ପର୍ଯ୍ୟନ୍ତ   ସହରଟା ଝଲସି ଉଠୁଥିଲା । ଚାରିଆଡ଼େଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ପାଇଁ ମଣ୍ଡପ ଗୁଡ଼ିକ  ପ୍ରତିଯୋଗିତା ମୂଳକ ଭାବରେ  ଆକର୍ଷଣୀୟ  କରାଯାଇ ଥିଲା। କେତେକ ସ୍ଥାନରେ  ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ  କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like