-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଆଦିମ ଜନଜାତି ଡଙ୍ଗରିଆ କନ୍ଧ ହୁଣ୍ଡାଡି ୱଡାକାଙ୍କୁ ପ୍ରଧାନମନ୍ତ୍ରୀ ଦେବେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ରାୟଗଡ଼ା ଜିଲ୍ଲା ପାଇଁ ଗର୍ବର ଦିନ

16-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂବନେଶ୍ୱରରେ ଶୁଭଦ୍ରା ଯୋଜନାର ଶୁଭାରମ୍ଭ କରିବା ସହ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ପ୍ରଦାନ କରିବେ । ଏହି ଅବସରରେ ରାୟଗଡ଼ା ଜିଲ୍ଲାର ଶ୍ରୀମତୀ ହୁଣ୍ଡାଡି ୱଡାକା ସିଧାସଳଖ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଭାବ ବିନିମୟ କରିବା ଅବସରରେ ଗ୍ରହଣ କରିବେ ଯୋଜନାର ପ୍ରଥମ କିସ୍ତି ପ୍ରାପ୍ୟ । ସୂଚନା ଥାଉକି ଜିଲ୍ଲାର ବିଷମକଟକ ବ୍ଲକ୍ ଅନ୍ତର୍ଗତ ଖଜୁରୀ ଗ୍ରାମର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ବର୍ଗର ଡମ୍ବରୁ ୱ।ଡାକାଙ୍କ ପତ୍ନୀ ହୁଣ୍ଡାଡି ୱଡାକା ଚଳିତ ମାସ ୬ତାରିଖରେ ଶୁଭଦ୍ରା ଯୋଜନା ପାଇଁ ଆବେଦନ କରିଥିଲେ । ରାଜ୍ୟସ୍ତରରୁ ନିର୍ଦ୍ଦେଶକ୍ରମେ ଜିଲ୍ଲା

ମମତା ସଂଯୋଜକ ଜିତେନ୍ଦ୍ର କୁମାର ମହାପାତ୍ର ଓ ବାଲ୍ୟବିବାହ ନିଷେଧ ଜିଲ୍ଲା ପରାମର୍ଶଦାତା ରତ୍ନେଶ୍ୱର ସାହୁ ୧୪ତାରିଖ ଦିନ ଶ୍ରୀମତୀ ୱ।ଡାକାଙ୍କ ଗ୍ରାମକୁ ଯାଇ ତାଙ୍କ ପାରିବାରିକ ବୀବରଣୀ ସଂଗ୍ରହ କରିବା ସହ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ନିମନ୍ତେ ଭୂବନେଶ୍ୱର ଯିବା ପାଇଁ ପରାମର୍ଶ ଭିତ୍ତିକ ନିମନ୍ତ୍ରଣ କରି ଆସିଥିଲେ । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ପ୍ରତିମା ପ୍ରଧାନଙ୍କ ସହ ୧୫ତାରିଖ ଦିନ ଶ୍ରୀମତୀ ୱ।ଡାକା ଭୂବନେଶ୍ୱର ଯାଇଛନ୍ତି । ଶ୍ରୀମତୀ ୱ।ଡାକାଙ୍କ ବୟସ ୫୮ହୋଇଥିବା ବେଳେ ପରିବାରରେ ତାଙ୍କର ୩ପୁଅ ଏବଂ ଗୋଟିଏ ଝିଅ ଅଛନ୍ତି । ସେ ସାଧାରଣତଃ ଜଙ୍ଗଲଯାତ ଦ୍ରବ୍ୟ ସଂଗ୍ରହ, ସପୁରୀ ଚାଷ ତଥା ଜନଜାତି ପାରମ୍ପରିକ ପୋଷାକ (କାପଡ଼-ଗୁନ୍ଦା) ତିଆରି କରି ଜୀବନ ଅତିବାହିତ କରୁଥିବା ବେଳେ, ସୁଭଦ୍ରା ଯୋଜନାରେ ମିଳିବାକୁ ଥିବା ପ୍ରଥମ କିସ୍ତିର ଅର୍ଥରାଶି ତାଙ୍କୁ ନିକଟ ବଜାର ଚାଟିକଣା ଏବଂ ବିଷମକଟକ ଆଦିକୁ ପରିବହନ ତଥା ଯାତାୟତ ନିମନ୍ତେ ସହାୟକ ହେବ ବୋଲି ସେ ଯଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like