-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା ରେ ଉପକୃତ ହେଲେ ମହିଳା

17-Sep-2024



ହରଭଙ୍ଗା (ଦେବବ୍ରତ ଦାଶ):-ସୁଭଦ୍ରା ଯୋଜନା ରେ ଉପକୃତ ହେଲେ ମହିଳା । ରାଜ୍ୟସରକାର ଆଜି ମହିଳାମାନଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଧାନ କରିଛନ୍ତି । ବର୍ଷ ରେ ଦୁଇଟି କିସ୍ତି ରେ ୧୦ହଜାର ଟଙ୍କା ପାଇବେ ବୋଲି ଆଜି ପ୍ରଥମ କିସ୍ତି ୫ହଜାର ଟଙ୍କା ରାଜ୍ୟ ସରକାର ପ୍ରଦାନ କରିଛନ୍ତି । ଜିଲ୍ଲାରେ ୯୧୬୨୭ଜଣ ହିତାଧିକାରୀଙ୍କ ସୁଭଦ୍ରା ଫର୍ମ ଗ୍ରହଣ ହୋଇଥିବା ବେଳେ ଏମାନଙ୍କୁ ମିଳିଛି ପ୍ରଥମ କିସ୍ତି ଟଙ୍କା । ଏଥିପାଇଁ ଜିଲ୍ଲାର ହରଭଙ୍ଗା, ବୌଦ୍ଧ, କଣ୍ଟାମାଳ ବ୍ଲକ ରେ ଏକ ସଭାର ଆୟୋଜନ କରାଯାଇ ସୁଭଦ୍ରା ଯୋଜନା ଲୋକାର୍ପଣ ଉତ୍ସବ ର ସିଧାପ୍ରସାରଣ କରାଯାଇଥିଲା । ହରଭଙ୍ଗା ବ୍ଲକ ଚାରିଛକ ହାଇସ୍କୁଲ ପଡିଆ ଠାରେ ହୋଇଥିବା ଏହି ସୁଭଦ୍ରା ଯୋଜନା

ଶୁଭାରମ୍ଭ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଉପଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା,ସମ୍ମାନିତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷା ସ୍ନେହଲତା ପ୍ରଧାନ, ବିଡ଼ିଓ ଶରତ କୁମାର ସେଠି, ତହସିଲଦାର ବିଭୁ ପ୍ରସାଦ ସିଂ, ଉପାଧ୍ୟକ୍ଷ କାଁହୁ ଚରଣ ନାଥ ଉପସ୍ଥିତ ରହି ସୁଭଦ୍ରା ଯୋଜନା ଉପରେ ମତ ରଖିଥିଲେ l

ଅନ୍ୟ ପଟେ ବ୍ଲକ ପ୍ରଶାସନ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ବ୍ଲକର  ନୂତନ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ଜାରି ପ୍ରମାଣ ପତ୍ର ଏବଂ କାର୍ଯ୍ୟ ସଂପୂର୍ଣ୍ଣ କରିଥିବା ହିତାଧିକାରୀଙ୍କୁ ଗୃହ ପ୍ରବେଶ ଚାବି  ପ୍ରଦାନ କରାଯାଇଥିଲା l ଏହି ସମସ୍ତ କାର୍ଯ୍ୟକ୍ରମରେ ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ, crp, mbk, ଆଶାକର୍ମୀ, ଅଙ୍ଗନବାଡି କର୍ମୀ, ମିଶନ ଶକ୍ତି ଓ ହଜାର ହଜାର ମହିଳା ହିତାଧିକାରୀ ଉପସ୍ଥିତ ରହିଥିଲେ l ଅନ୍ୟପଟେ ପ୍ରଥମ କିସ୍ତି ରେ ୫ହଜାର ମିଳିଥିବା ବେଳେ ଦ୍ୱିତୀୟ କିସ୍ତି ରେ ପୁଣି ୫ହଜାର ମିଳିବ ବୋଲି ଉପଜିଲ୍ଲାପାଳ କହିଛନ୍ତି । ସେପଟେ ସୁଭଦ୍ରା ଅର୍ଥ ପାଇବା ପରେ ହିତାଧିକାରୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଥିବା ବେଳେ ଏହି ଅର୍ଥ କୁ ନେଇ ସେମାନେ ବିଭିନ୍ନ କୌଳିକ କାର୍ଯ୍ୟ ରେ ବିନିଯୋଗ କରିବେ ବୋଲି ମହିଳାମାନେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like