-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ଠାରେ ଯଶ୍ୱସୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜି ଙ୍କ 74 ତମ ଜନ୍ମଦିନ ଅବସରରେ ଭରଚୁଆଲ ମୋଡ଼ ରେ ସୁଭଦ୍ରା ଯୋଜନା ର ଶୁଭାରମ୍ଭ

17-Sep-2024



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ବ୍ଲକ ଅନ୍ତର୍ଗତ  କଲେଜ ପଡିଆ ଠାରେ ଜସ୍ୱସୀ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜି ଙ୍କ 74 ତମ ଜନ୍ମଦିନ ଅବସରରେ ଭରଚୁଆଲ ମୋଡ଼ ରେ ସୁଭଦ୍ରା ଯୋଜନା ର ଶୁଭାରମ୍ଭ ହୋଇଯାଇଛି l ଏହି ଅବସରରେ ବଲାଙ୍ଗୀର ପିଡି ଡିଆରଡ଼ିଏ ପ୍ରଭାତ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଲୋଇସିଂହା ବିଡ଼ିଓ ଅକ୍ଷୟପାଣି ଉଦ୍ଦୁ, ସିଡିପିଓ ଗାୟତ୍ରୀ ବାରିକ, ଜିପିଓ କିଶୋରଚନ୍ଦ୍ର ମାନସିଂହ, ଯୋଗାଣ ଅଧିକାରୀ ସୋମ୍ୟରଞ୍ଜନ ମହାନନ୍ଦ, ଏ. ଇ ସିଦ୍ଧାର୍ଥ ପାଢ଼ୀ ସମେତ ଅନେକ କର୍ମଚାରୀ ଯୋଗ ଦେଇଥିଲେ ଏହି ପରିପ୍ରେକ୍ଷୀରେ ଏମବିକେ, ଆଶା, ଅଙ୍ଗନବାଡି, ଏସଏଚଜି ମହିଳା ବହୁ ସଂଖ୍ୟାରେ ଯୋଗ ଦେଇଥିବା ବେଳେ ବିଜେପି ର ଲୋଇସିଂହା ବିଧାୟକ ତଥା କ୍ୟାବିନେଟ ମନ୍ତ୍ରୀ ଙ୍କ ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ସାଂସଦ ପ୍ରତିନିଧି ବାଲକୃଷ୍ଣ ଧରୁଆ ସମେତ ବହୁ ସଂଖ୍ୟାରେ ବିଜେପି କର୍ମକର୍ତା ଉପସ୍ଥିତ ଥିଲେ l ଆଜିର କାର୍ଯ୍ୟକ୍ରମ ରେ ଅନେକ ମହିଳା ନିଜ ନିଜର ମତାମତ ରଖିବା ସହ କିଭଳି ସ୍ୱାବଲମ୍ବୀ ହେଲେ ସେ ବାବଦରେ ପ୍ରକାଶ କରିଥିଲେ l ଏହାସହ କେତେକ କୃତି ଛାତ୍ରଛାତ୍ରୀ ଙ୍କୁ ବିଡ଼ିଓ ଙ୍କ ଦ୍ୱାରା ପୁରସ୍କାର ବିତରଣ କରାଗଲା l ଯଶ୍ୱସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ଜନ୍ମଦିନ ଅବସରରେ ସୁଭଦ୍ରା ଯୋଜନା ସହିତ ଅନେକ ଗୁଡିଏ ଜନକଲ୍ୟାଣୀ ଯୋଜନା ର ଶୁଭାରମ୍ଭ କଲେ l ଦଳିତ, ମହିଳା, ଆଦିବାସୀ ଙ୍କ ଉନ୍ନତି ସକାଶେ ସବୁବେଳେ ରହିବେ ବୋଲି ପ୍ରଧାନମନ୍ତ୍ରୀ ନିଜ ଅଭିଭାଷଣ ରେ ପ୍ରକାଶ କଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026

You Might Also Like