-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ବିଜେପୁରରେ ମହିଳା ଆଭାସି ମାଧ୍ୟମରେ ଦେଖିଲେ ସୁଭଦ୍ରା ଯୋଜନାର ଲୋକାର୍ପଣ 

17-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ସ୍ଥିତ ଏମ ଗଣ୍ଡପାଲି ଷ୍ଟାଡିୟମ ଠାରେ ଅନୁଷ୍ଠିତ ହୋଇଯାଇଛି ସୁଭଦ୍ରା ଯୋଜନାର ଲୋକାର୍ପଣ ଉତ୍ସବ। ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଗସ୍ତରେ ଆସି ରାଜ୍ୟସରକାର ଘୋଷଣା କରିଥିବା ସୁଭଦ୍ରା ଯୋଜନାକୁ ଆନୁଷ୍ଠାନିକ ଭାବେ ଲୋକାର୍ପଣ କରିଛନ୍ତି। ଏହି ଲୋକାର୍ପଣ ଉତ୍ସବକୁ ଆସିବା ନିମନ୍ତେ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନୁସାରେ ସ୍ଥାନୀୟ ଖେଳ ପଡିଆ ଠାରେ ଟେଲିଭିଜନ ଲଗାଇ ବିଜେପୁର ଅଞ୍ଚଳର ହଜାର ହଜାର ମହିଳା ଦେଖିବା ନିମନ୍ତେ ବିଜେପୁର ବ୍ଲକ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଥିଲା। ଏହି ଲୋକାର୍ପଣ ଉତ୍ସବରେ ବିଧାୟକ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ  ପ୍ରମୁଖ ଉପସ୍ଥିତ ରହି ଯୋଜନା ସମ୍ପର୍କରେ ଉପସ୍ଥିତ ମହିଳା ମାନଙ୍କୁ ବୁଝାଇଥିଲେ।ରାଜ୍ୟ ସରକାର ଏହି ସୁଭଦ୍ରା ଯୋଜନା ମାଧ୍ୟମରେ ୨୧ ବର୍ଷରୁ ୬୦ ବର୍ଷ ମଧ୍ୟରେ ରାଜ୍ୟର ଏକ କୋଟି ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସ୍ୱାବଲମ୍ବୀ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ବୋଲି ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଗଡତୀୟା ମତବ୍ୟକ୍ତ କରିଥିଲେ। ଆଜି ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ୭୪ବର୍ଷ ପବିତ୍ର ଜନ୍ମ ଦିବସ ଅବସରରେ ଏହି ଯୋଜନା ରାଜ୍ୟରେ ଆରମ୍ଭ ହୋଇ ଆଗାମୀ ୫ବର୍ଷ ମଧ୍ୟରେ ବର୍ଷକୁ ଦୁଇ କିସ୍ତି ଭାବେ ମହିଳା ମାନଙ୍କ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ପ୍ରଦାନ କରାଯିବ ବୋଲିି ଘୋଷଣା କରାଯାଇଛି।ଏ ଅବସରରେ ବିଧାୟକ PMAY Rural ବଣ୍ଟନ ଓ ୧୦ ଜଣଙ୍କୁ ଗୃହ ପ୍ରବେଶ ଚାବି ପ୍ରଦାନ କରିବା ସହ ସ୍ୱଚ୍ଛତାର ଶପଥ ପାଠ କରାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like