-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

କୋଶଲି ଅସ୍ମିତା ରଥ: କୋଶଲି ଭାଷାକୁ ଶୀଘ୍ର ସାମ୍ବିଧାନିକ ମାନ୍ୟତା ଦାବୀ

17-Sep-2024



ବଲାଙ୍ଗିର: କୋଶଲି ଭାଷାକୁ ଭାରତୀୟ ସମ୍ବିଧାନ ଅଷ୍ଟମ ପରିଚ୍ଛେଦରେ ମାନ୍ୟତା ଦେବାରେ ଅଯଥା ବିଳମ୍ବ ଯୋଗୁଁ ଓଡିଶାର ଶିଶୁମାନେ ପ୍ରାଥମିକ ସ୍ତରରେ ନିଜ ମାତୃ ଭାଷାରେ ଶିକ୍ଷା ପାଇ ପାରୁନାହାନ୍ତି । ଫଳରେ ସେମାନଙ୍କର ବୌଦ୍ଧିକ ବିକାଶ ହୋଇପାରୁନାହିଁ । ଏ ଅଂଚଳରୁ ଅପାଠୁଆ ତଥା ଅଧାରୁ ପାଠ ଛାଡୁଥିବା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ଦୃତଗତିରେ ବଢି ଯାଉଛି । ଯାହାକି ଭାରତ ମଧ୍ୟରେ ଓଡିଶା ରାଜ୍ୟ ରେ ଶତକଡା ୨୭.୨୯ ସର୍ବାଧିକ ଓ ଅତ୍ୟନ୍ତ ଉଦ୍‌ବେଗ ଜନକ ।

ସେଥି ପାଇଁ ଆଜି କୋଶଲ ଅସ୍ମିତା ରଥଯାତ୍ରା ସମୟରେ ବଲାଙ୍ଗିର ଜିଲ୍ଲାପାଳ  ସମ୍ମୁଖରେ ବିଭିନ୍ନ ଦାବିକୁ ନେଇ ଏକ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ବିଭିନ୍ନ ଅତିଥିମାନେ କୋଶଲି ଭାଷାକୁ ସାମ୍ବିଧାନିକ ମାନ୍ୟତା, ପଶ୍ଚିମ ଓଡିଶାର ଶିଶୁମାନଙ୍କୁ କେନ୍ଦ୍ର ସରକାରଙ୍କ ନୂତନ ଶିକ୍ଷାନିତି ମତେ ମାତୃଭାଷାରେ ଶିକ୍ଷା ଦିଆଯିବା ଓ କୋଶଲି ଭାଷାକୁ ଓଡିଶାର ଦ୍ୱିତୀୟ ସରକାରୀ ଭାଷାରେ ଗ୍ରହଣ କରାଯିବା ଇତ୍ୟାଦି ଦାବିର ଯଥାର୍ଥତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି ଆଗାମୀ ଜନଗଣନା ବେଳେ ପଶ୍ଚିମ ଓଡିଶାର ସମସ୍ତ ଭାଇ ଉଉଣୀ ନିଜ ମାତୃଭାଷା କୋଶଲି ବୋଲି ଉଲ୍ଲେଖ କରିବାକୁ ନିବେଦନ କରିଥିଲେ । ଉକ୍ତ ସଭାରେ କୋଶଲ ସାହିତ୍ୟ ସଂସ୍କୃତ ଏକାଡେମୀର ସାଧାରଣ ସଂପାଦକ ତଥା ସାମ୍ବାଦିକ ଗୋରଖନାଥ ସାହୁ ଅଧ୍ୟକ୍ଷତା କରିଥିଲେ । ସମ୍ମାନିତ ଅତିଥି ଭାବେ କୋଶଲବାଦୀ ନେତା ତଥା ଶିକ୍ଷାବିଦ୍ ମନୋରଂଜନ ସାହୁ, ଭାରତୀୟ ବୟନ ଶିଳ୍ପ କର୍ମଚାରୀ ସଂଘ ସଭାପତି ପ୍ରଫୁଲ୍ଲ ମହାପାତ୍ର ଓ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସଭାପତି ଗୋବିନ୍ଦ ଚନ୍ଦ୍ର ଶତପଥି ଯୋଗ ଦେଇଥିବା ବେଳେ ସାଂସ୍କୃତିକ ଏକାଡେମୀର ସଂପାଦକ ସରୋଜ କୁମାର ଭୁୟାଁ ଏବଂ ଯୁଗ୍ମ ସଂପାଦକ ତଥା ଭାଷାବିଦ୍ ସକେତ ଶ୍ରୀଭୂଷଣ ସାହୁ ସଭାକୁ ସଂଯୋଜନା କରିଥିଲେ । ଶେଷରେ  ଏକ ଦାବୀପତ୍ର ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟରେ ସ୍ଥାନୀୟ

ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ସେଠିଙ୍କୁ ହସ୍ତାନ୍ତର କରିଥିଲେ । ପାଟଣାଗଡ ସ୍ଥିତ ମାଁ କୋଶଳେଶ୍ୱରୀଙ୍କର ପୂଜା ଅର୍ଚ୍ଚନା ପରେ କୋଶଳ ଅସ୍ମିତା ରଥଯାତ୍ରା ଆରମ୍ଭ ହୋଇଥିଲା । ଏହି ରଥ ପଶ୍ଚିମ ଓଡିଶାର ୧୦ଟି ଜିଲ୍ଲା ମଧ୍ୟରେ ଅତିକ୍ରମ କରିବା ପରେ ସୁବର୍ଣ୍ଣପୁର ଜିଲ୍ଲାର ବୈଦ୍ୟନାଥ ଗ୍ରାମରେ ଥିବା କୋଶଳେଶ୍ୱର ମନ୍ଦିର ଠାରେ ସମାପ୍ତ ହେବାର କାର୍ଯ୍ୟକ୍ରମ ରହିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like