-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂସ୍କୃତ ସମ୍ଭାଷଣ ଉଦଯାପିତ    (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ସୁଭଦ୍ରା ଯୋଜନା ର ଲୋକାର୍ପଣ : ଜିଲ୍ଲାର ସମସ୍ତ ୬ ଗୋଟି ବ୍ଲକରେ ଅନୁଷ୍ଠିତ ହେଲା ବିଶେଷ ସମାବେଶ :

17-Sep-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)
ମହିଳାଙ୍କୁ ଆର୍ଥିକ ସଶକ୍ତ ଓ ସେମାନଙ୍କ ବିକାଶ ନିମନ୍ତେ ରାଜ୍ୟରେ ପ୍ରଣୟନ ଯୁଗାନ୍ତକାରୀ ସୁଭଦ୍ରା ଯୋଜନାର କୁ ମାନ୍ୟବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ୱର ଜନତା ମଇଦାନରେ ଶୁଭ ଲୋକାର୍ପଣ କରିଛନ୍ତି । କାର୍ଯ୍ୟକ୍ରମର ସିଧା ପ୍ରସାରଣ ଜିଲ୍ଲାର ସମସ୍ତ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମ ରେ ପ୍ରସାରିତ ହୋଇଥିବା ବେଳେ  ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ୬ ଗୋଟି ବ୍ଲକ ସ୍ତରରେ ଆଜି ପୂର୍ବାହ୍ନ ରେ ସୁଭଦ୍ରା ଲୋକାର୍ପଣ ଉତ୍ସବ ନିମନ୍ତେ ସମାବେଶ ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ସୋନପୁର ବ୍ଲକ ଅନ୍ତର୍ଗତ ହରଡ଼ଖୋଲ ଠାରେ ଅନୁଷ୍ଠିତ ବ୍ଲକ ସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରି ଉପସ୍ଥିତ ମାଁ ମାନଙ୍କୁ ଯୋଜନା ର ଲକ୍ଷ୍ୟ ଓ ଉଦେଶ୍ୟ ତଥା ପ୍ରାପ୍ତ କିସ୍ତି ଟଙ୍କାର ଉପଯୁକ୍ତ ବିନିଯୋଗ ଉପରେ ସୁପରାମର୍ଶ ଦେଇଥିଲେ। ପୁନଶ୍ଚ କାର୍ଯ୍ୟକ୍ରମ ଅବସରରେ ସେପ୍ଟେମ୍ବର ୧୭ ଠାରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସ୍ୱଚ୍ଛ ଭାରତ ଅଭିଯାନ ନିମନ୍ତେ ଉପସ୍ଥିତ ସମସ୍ତେ ଶପଥ ପାଠ କରିଥିଲେ। ଜିଲ୍ଲାପାଳ ଶ୍ରୀମତୀ ଦାସ ସମସ୍ତେ ନିଜ ନିଜର ସ୍ୱଛତା ସହ ପାରିପାର୍ଶ୍ଵିକ ଓ ସମାଜ ର ସ୍ୱଛତା ପ୍ରତି ବିଶେଷ ଯତ୍ନବାନ ହେବାକୁ ପରାମର୍ଶ ଦେଇ ଚଳିତ ବର୍ଷର ଶୀର୍ଷକ ସ୍ଵଭାଵ ସ୍ୱଛତା -ସଂସ୍କାର ସ୍ୱଛତା ଉପରେ ନିଜର ମତବ୍ୟକ୍ତ କରିଥିଲେ l ଏହି ଅବସରରେ ଜିଲ୍ଲାପାଳ ତଥା ଅନ୍ୟାନ୍ୟ ଅତିଥି ବୃନ୍ଦ  ସୋନପୁର ବ୍ଲକଅଂଚଳର ୪୦ ଜଣ ହିତାଧିକାରୀଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ପ୍ରଦାନ କରିଥିଲେ l  ସମାବେଶରେ ସିଡିଓ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଅଧ୍ୟକ୍ଷା ସୋନପୁର ପୌରପରିଷଦ ତାମସୀ ତାମସ୍ମିତା ନାଏକ, ବିଡ଼ିଓ ସୌମ୍ୟରଞ୍ଜନ ସ୍ୱାଇଁ , ସି୍ଡ଼ିପିଓ ସାଗରୀକା ସ୍ୱାଇଁ, ବିପିସି ସୁଭାଷ ଚନ୍ଦ୍ର ବିଶି ସୋନପୁର ଅତିଥି ଭାବରେ ଯୋଗଦେଇଥିଲେ।  ବ୍ଲକର ସମସ୍ତ କର୍ମଚାରୀ ପରିଚାଳନାରେ ସହଯୋଗ କରିଥିବା ବେଳେ ଏହି ସମାବେଶରେ ୩ ହଜାରରୁ ଉର୍ଦ୍ଧ ମହିଳା ଯୋଗଦେଇଥିଲେ l  ପରେ ପରେ ଶାଶ୍ୱତ ତ୍ରିପାଠୀ ଓ ସାଥି କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂସ୍କୃତ ସମ୍ଭାଷଣ ଉଦଯାପିତ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like