-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||     

HOME   ଜିଲ୍ଲା

କୋକସରା ଠାରେ ସୁଭଦ୍ରା ଯୋଜନା ଶୁଭାରମ୍ଭ। ମହିଳା ଙ୍କ ମନରେ ଖୁସିର ଲହର l

17-Sep-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
 କଥା ଦେଇ କଥା ରଖିଲେ ସରକାର l ଗତ ସାଧାରଣ  ନିର୍ବାଚନ ରେ ଇସ୍ତାହାର ରେ ଭାରତୀୟ ଜନତା ପାର୍ଟି ମହିଳା ଙ୍କୁ ସ୍ବାବଲମ୍ବୀ କରିବା ଉଦ୍ଦେଶ୍ୟରେ  ମହିଳା ଙ୍କ ଖାତା କୁ ପଚାଶ ହଜାର ଟଙ୍କା ଦେବାକୁ କହିଥିଲେ ଆଜି ତାହା ସାକାର ହୋଇଛି l ଆଜି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୀ ଙ୍କ ଜନ୍ମ ଦିନରେ ଏନ୍, ଡି, ଏ ସରକାର ଙ୍କ ତୃତୀୟ ପାଳି ର ଶହେ ଦିନ ପୂର୍ତ୍ତି ଅବସରରେ ମୋଦୀ ଜୀ ଭୁବନେଶ୍ୱର ଆସି ମୂଖ୍ୟମନ୍ତ୍ରୀ ମହୋନ ଚରଣ ମାଝୀ ଉପ ମୂଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡ଼ା, କେ, ବି, ସିଂ ଦେଓ ସମସ୍ତ ମନ୍ତ୍ରୀ ପରିଷଦ ବିଧାୟକ ଙ୍କ ଉପସ୍ଥିତି ରେ ସୁଭଦ୍ରା ଯୋଜନା ର ଶୁଭାରମ୍ଭ ହୋଇ ଥିଲା l  ଆଜି ରାଜ୍ୟ ବ୍ୟାପୀ ଏହି କାର୍ଯ୍ୟକ୍ରମ ଆୟୋଜନ ହୋଇଥିବା ବେଳେ କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ୍ ପ୍ରଶାସନ ପକ୍ଷରୁ ସୁଭଦ୍ରା ଯୋଜନା ର ଶୁଭାରମ୍ଭ ହୋଇଥିଲା l ମୂଖ୍ୟ ଅତିଥି ଭାବରେ ଧର୍ମଗଡ଼ ବିଧାୟକ ସୁଧୀରରଞ୍ଜନ ପଟ୍ଟଯୋଶୀ ବ୍ଲକ୍ ଉପାଦକ୍ଷ  ରାଜୀବ କୁମାର ଅଗ୍ରୱାଲ , ବି ଡି ଓ  ସ୍ବେହା ପ୍ରଭା ମାଝୀ, ସି ଡି ପି ଓ  ସରୋଜା ଲତା ଦେଇ, ଓ  ସୋନିଆ ହେମ୍ରମ,କୋକସରା ତହସିଲଦାର,ବିଜେପି ନେତା ତ୍ରିନାଥ ଶବର ମଞ୍ଚାସୀ ନ ଥିଲେ l ମଞ୍ଚାସୀନ ଅତିଥି ବୃନ୍ଦ  ମୋହନ ସରକାର ଙ୍କ ଯୁଗାନ୍ତକାରୀ ଯୋଜନା ମହିଳାଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସହାୟକ ହେବ ବୋଲି କହିଥିଲେ l  ଏହି କାର୍ଯ୍ୟକ୍ରମରେ  କୋକସରା ବ୍ଲକର   ସମସ୍ତ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଅଙ୍ଗନୱାଡି କର୍ମୀ, ଏମ ବି କେ, ସି ଆର ପି  ଦିଦି,ବହୁ ସଂଖ୍ୟାରେ ଯୋଗ ଦେଇଥିଲେ,ସିଧା ପ୍ରସାରଣ ମାଧ୍ୟମ ରେ ଭୁବନେଶ୍ବରରୁ ଆୟୋଜିତ ହୋଇଥିବା ସୁଭଦ୍ରା ଯୋଜନା ଓ ଆବାସ ଯୋଜନା ଗୃହ ପ୍ରବେଶ ବିଭିନ୍ନ ବିକାଶ ଯୋଜନା ଶିଳାନ୍ୟାସ ଶୁଭାରମ୍ଭ କାର୍ଯ୍ୟକ୍ରମକୁ ପ୍ରଦର୍ଶିତ କରାଯାଇ ଥିଲା lଏବଂ ଏହି କାଯ୍ୟକ୍ରମ କୁ ଦୀପକ କୁମାର ବେହେରା ସଭା ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026

You Might Also Like