-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ    (22-Aug-2026)       ||      ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   (22-Aug-2026)       ||      "ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   (22-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   (22-Aug-2026)       ||      ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   (22-Aug-2026)       ||      ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   (22-Aug-2026)       ||      ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   (22-Aug-2026)       ||      ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   (22-Aug-2026)       ||      ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   (22-Aug-2026)       ||      ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||     

HOME   ଜିଲ୍ଲା

ରୂପ୍ରା ରୋଡ଼ ଠାରେ ପ୍ରଥମ କଳାପାହାଡ଼ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ

03-Jan-2021



ନର୍ଲା: (ସଞ୍ଜୀବ ଦାସ)ନର୍ଳା ବ୍ଲକ ଅନ୍ତର୍ଗତ ରୂପ୍ରାରୋଡ଼ ଉଚ୍ଚ ବିଦ୍ୟାଳୟ ଖେଳ ପଡ଼ିଆରେ ପ୍ରଥମ କଳାପାହାଡ଼ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଅଛି। ଏଠାରେ ମୁଖ୍ଯ ଅତିଥି ଭାବରେ ବ୍ଳକ ଅଧ୍ଯକ୍ଷା ଶ୍ରୀମତୀ ମନୋରମା ମହାନ୍ତି ଏବଂ ଉପାଧକ୍ଷ ଶ୍ରୀ ଦୁର୍ଗା ପ୍ରସାଦ ମହାନ୍ତି ଯୋଗଦାନ କରିଥିଲେ। ବହୁଦିନୁ ରୂପ୍ରାରୋଡ କ୍ରିକେଟ ଏକ ଜନ ଆହୁତ ଖେଳ ହୋଇଥିଲେ ସୁଦ୍ଧା ବର୍ତ୍ତମାନ ତାହା ଲୋପ ପାଇଯିବାକୁ ବସିଥିବା ସମୟରେ ଆଜିର ଯୁବପିଢି ଆଗକୁ ଆସି ଏଭଳି ଏକ ଟୁର୍ଣ୍ଣାମେଣ୍ଟ ଆୟୋଜନ କରିଥିବା ହେତୁ ମୁଖ୍ଯ ଅତିଥି ତାଙ୍କ ବକ୍ତବ୍ଯ ମାଧ୍ଯମରେ ଆୟୋଜକ ମାନଙ୍କୁ ଧନ୍ଯବାଦ ଜଣାଇଥିଲେ। ଆଜିର ଏହି ଉଦ୍ଘାଟିତ ଦିବସରେ ୨ ଗୋଟି ମ୍ୟାଚ୍ ଖେଲାଯାଇଥିଲା। ପ୍ରଥମଟି ଲାଖପଦର ଏବଂ ଦହି ଖାଲ ମଧ୍ଯରେ ହୋଇଥିଲା ଏବଂ ଦ୍ବିତୀୟଟି କମର୍ଦ୍ଧା ଏବଂ ହରେକୃଷ୍ଣପୁର ମଧ୍ଯରେ ହୋଇଥିଲା। ଏହି ସମସ୍ତ କାର୍ଯ୍ୟକୁ ଶ୍ରୀ ନିରଜ ଶର୍ମା, ମିଟୁ ଡାକୁଆ, ଲୋକନାଥ ନାଏକ, ରିଜେଶ ଅଗ୍ରୱାଲ, ସାମ୍ବାଦିକ ଦିପକ ମହାନ୍ତି, ସାମ୍ବାଦିକ ରଂଜନ ମହାନ୍ତି ଏବଂ ସମସ୍ତ କର୍ମ କର୍ତ୍ତା ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ଓ ଛାତ୍ରୀମାନଙ୍କୁ ସଶକ୍ତ କରିବା, ସେମାନଙ୍କ ଆଇନଗତ ଅଧିକାର, ସୁରକ୍ଷା ଓ ଆତ୍ମନିର୍ଭରତା ସମ୍ପର୍କରେ ସଚେତନ କରିବା ପାଇଁ କାର୍ଯ୍ୟକ୍ରମ   22-Aug-2026
  ରାଜ୍ୟ  
ମିଶନ ଜିରୋ-ସଫେଇ କାର୍ଯ୍ୟରେ ମୃତାହତ ଘଟଣାର ଅବସାନ ଶୀର୍ଷକ ଜାତୀୟ କର୍ମଶାଳାର ଆୟୋଜନ ♦️ମୋଦୀ ଜୀଙ୍କ ନେତୃତ୍ୱରେ ଦେଶର ଅର୍ଥନୀତି, ପ୍ରତିରକ୍ଷା ଏବଂ ବିଦେଶ ନୀତି ସହିତ ସମାନ ଗୁରୁତ୍ୱ ପାଇଛି ସ୍ୱଚ୍ଛତା   22-Aug-2026
  ଜିଲ୍ଲା  
"ସାଇବର ସଚେତନତା ହିଁ ଡିଜିଟାଲ୍‌ ସୁରକ୍ଷାର ପ୍ରଥମ ପଦକ୍ଷେପ"   22-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ୍ ଲିଗ, ଖୁର୍ଡିଆବାହଲ ଚାମ୍ପିଅନ   22-Aug-2026
  ଜିଲ୍ଲା  
ଜିଲ୍ଲାପାଳ ମଧୁସୂଦନ ଦାସଙ୍କ ଖଡ଼ିଆଳ ଓ ବୋଡ଼େନ ଗସ୍ତ .ଅକ୍ସିଜେନ ବ୍ୟାଙ୍କ ଓ ସାପ୍ତାହିକ ବଜାର ଉଦଘାଟନ .ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ଉଦଘାଟନ ଓ ବୃକ୍ଷ ରୋପଣ   22-Aug-2026
  ଜିଲ୍ଲା  
ଦଣ୍ଡ ମୁକ୍ତ ଅଂଚଳ ରେ ଶିକ୍ଷକ ଙ୍କ ମାଡ଼ରେ ନବମ ଶ୍ରେଣୀ ଜନଜାତି ଛାତ୍ରଙ୍କ ହାତ ପାପୁଲି ଫୁଲିଲା ,   22-Aug-2026
  ଜିଲ୍ଲା  
ବିନିକା ବ୍ଲକ ବିଜେଡି ସଭାପତିଙ୍କ ମାତୃ ବିୟୋଗ   22-Aug-2026
  ଜିଲ୍ଲା  
ଟ୍ରେନ ରୁ ଖସିପଡି ଦଣ୍ଡପାଟ ଅଞ୍ଚଳ ଦାଦନ ଶ୍ରମିକ ଙ୍କ ମୃତ୍ୟୁ ।   22-Aug-2026
  ଜିଲ୍ଲା  
ମହାନଦୀ ବ୍ରିଜ ଉପରୁ ମହାନଦୀ ପାଣିକୁ ଡେଇଁ ୨ନାବାଳିକାଙ୍କ ଆତ୍ମହତ୍ୟା ଉଦ୍ୟମ   22-Aug-2026
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026

You Might Also Like

                               
  ଜିଲ୍ଲା  

ଖବର ଆଜିର