-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଉଚ୍ଚ ବିଦ୍ୟାଳୟରେ ସ୍ବଚ୍ଛତା ପକ୍ଷ ପାଳନ ଉଦଯାପିତ

18-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଇକୋ କ୍ଲବ୍ ଓ ଜୁନିଅର ରେଡ଼କ୍ରସର ମିଳିତ ଆନୁକୁଲ୍ୟରେ ସ୍ବଚ୍ଛତା ପକ୍ଷ ପାଳନ ହୋଇଯାଇଛି।  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମକୁ ଜୁନିଅର୍ ରେଡ଼କ୍ରସ୍ କାଉନସିଲର ବନମାଳୀ ମେହେର ସଂଯୋଜନା କରିଥିଲେ। ଏହି ପରିପ୍ରେକ୍ଷୀରେ ସ୍ଵଚ୍ଛତା ଶପଥ ପାଠ ସହ ଦୀର୍ଘ ୧୫ ଦିନ ବ୍ୟାପୀ ବିଦ୍ୟାଳୟ ପରିଷ୍କାର ପରିଚ୍ଛନ୍ନ କରାଯାଇଥିଲା,,ସବୁଜ,ସ୍ୱଚ୍ଛ ଓ ପଲିଥିନ୍ ମୁକ୍ତ ବିଦ୍ୟାଳୟର ସ୍ବପ୍ନ ନେଇ ସମସ୍ତଶ୍ରେଣୀ କୋଠରୀ, ଆଲମାରୀ ,ପଙ୍ଖା ମଧ୍ୟ ସଫା  କରାଯାଇଥିଲା ଓ ହାତ ଧୋଇବା ପଦ୍ଧତି ତାଲିମ ଦିଆଯାଇଥିଲା ,ବିଦ୍ୟାଳୟ  ପ୍ରାଙ୍ଗଣରେ ବୃକ୍ଷରୋପଣ କରାଯାଇଥିଲା ।ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଥିଲା। 
ଶୋଭାଯାତ୍ରା ବିଦ୍ୟାଳୟ ପରିସରରୁ ବାହାରି କଣ୍ଟାମାଳ ଗ୍ରାମ ପରିକ୍ରମା କରିବା ସହ ଛାତ୍ରଛାତ୍ରୀମାନେ ବିଭିନ୍ନ ନାରା ଦେଇ ସହରବାସୀଙ୍କୁ ସଚେତନତା ବାର୍ତ୍ତା ପ୍ରଦାନ କରିଥିଲେ। ବ୍ୟକ୍ତିଗତ ପରିଚ୍ଛନ୍ନତା ଠାରୁ ଆରମ୍ଭ କରି ଆମ ପରିବେଶ

ପରିଚ୍ଛନ୍ନତା ଓ ସ୍ୱଚ୍ଛ ପରିବେଶ ,ସୁସ୍ଥ ଜୀବନ ଦ୍ଵାରା କିପରି ଦେଶର ବିକାଶ ହୋଇପାରିବ ଛାତ୍ରଛାତ୍ରୀ ଜନସାଧାରଣଙ୍କୁ ସଚେତନ କରାଇଥିଲେ।  ଏହି କାର୍ଯ୍ୟକ୍ରମକୁ ଇକୋ କ୍ଲବ୍ ଇନଚାର୍ଜ  ସୁଜିତ୍ କୁମାର ତରିଆ ସୁଚାରୁ ରୂପେ ସମ୍ପାଦନା ସହ ପରିଚାଳ ନା କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ  ତଥା କର୍ମଚାରୀ ଉପସ୍ଥିତ ରହି ସହଯୋଗ କରିଥିଲେ। ପରିଶେଷରେ ଜୁନିୟର ରେଡ଼କ୍ରସ୍ ସ୍ଵେଚ୍ଛାସେବୀ ଦେବୀସ୍ମିତା ସେଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like