-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ପଦ୍ମପୁର ଶାନ୍ତି ନଗରରେ ଅନନ୍ତ ମୁଖି ବ୍ରତ ପାଳନ 

18-Sep-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ପଦ୍ମପୁର ଶାନ୍ତି ନଗର ସ୍ଥିତ ମାଉସୀ ମାଁ ମନ୍ଦିର ଗୃହ ରେ ଶାନ୍ତି ନଗର ମାଉସି ମାଁ ମାନଙ୍କ ତତ୍ୱାବଧାନରେ ଅନନ୍ତ ମୁଖୀ ବ୍ରତ ଉତ୍ସବ ମହା ଆଡମ୍ବର ସହକାରେ ପାଳନ ହୋଇଯାଇଛି । ପୂଜକ ଶ୍ରୀଯୁକ୍ତ ଅତ୍ରାହୀ ଭଞ୍ଜନ ପାଣିଗ୍ରାହୀ ସମସ୍ତ ପୂଜାକାର୍ଯ୍ୟ ତୁଲାଇଥିବା ବେଳେ ପଣ୍ଡିତ ଜୟନ୍ତ ପଣ୍ଡା,ପ୍ରଦୀପ କୁମାର ରଥ,କାନ୍ତି ଦାଶ,ଯଦୁମଣି ଦାଶ,ସତ୍ୟପ୍ରକାଶ ପାଣିଗ୍ରାହୀ,ସନ୍ତୋଷ ପଣ୍ଡା,ସନ୍ତୋଷ ମିଶ୍ର, ସୁରେନ୍ଦ୍ର ପାଣିଗ୍ରାହୀ, ଆଶୁତୋଷ ପାଣିଗ୍ରାହୀ,କମଳାକାନ୍ତ ପାଣିଗ୍ରାହୀ ଙ୍କ ସହିତ ସର୍ବମୋଟ ଅଠର ଜଣ ପଣ୍ଡିତ ପୁରାଣ ପଠନ କରିଥିଲେ ,ଶ୍ରଦ୍ଧାଳୁ ଗଣ ପୁରାଣ ଶ୍ରବଣ କରି ଆତ୍ମତୃପ୍ତି ଲାଭ କରିଥିଲେ । ସମସ୍ତ କାର୍ଯ୍ୟକ୍ରମ କୁ ଶ୍ରୀମତୀ ଶ୍ୟାମାମଣି ରଥ,ନୂରାବତୀ ପଣ୍ଡା,ଆରତୀ ପ୍ରଧାନ,ସୌଦାମିନୀ ପାଣିଗ୍ରାହୀ,ରାଣୀ ପାଠୀ,ମୀରା ବେହେରା,ସୁଜାତା ନାଥ,ସଂଯୁକ୍ତା ବେହେରା,ଅନୀତା ବାବୁ,ବିଜୟା ପଣ୍ଡା,ପୁର୍ଣିମା ପାଢ଼ୀ, ସଶ୍ମିତା ପାଣିଗ୍ରାହୀ ରାଜକୁମାରୀ ତ୍ରିବେଦି ଙ୍କ ତତ୍ୱାବଧାନ ରେ ଓ ଶାନ୍ତିନଗର ପୂଜା କମିଟି ର ବରିଷ୍ଠ ସଦସ୍ୟ ଡ଼. ଗଦାଧର ରଥ,ଡ଼.ଅର୍ଜୁନ ଦେବତା, 
ଜଗବନ୍ଧୁ ପୋଥାଳ, ଶାନ୍ତନୁ ପାଣିଗ୍ରାହୀ, ଅକ୍ଷୟ ମିଶ୍ର,ସିତାଂଶୁ ପଣ୍ଡା ,ଶରତ ପାଣିଗ୍ରାହୀଙ୍କ ସହଯୋଗରେ ସୁଚାରୁରୂପେ ଅନନ୍ତ ବ୍ରତ ସମାପନ ହୋଇଥିଲା,ଶେଷରେ ସମସ୍ତ ଭକ୍ତଙ୍କ ପାଇଁ ଅନ୍ନଭୋଗ ର ବ୍ୟବସ୍ତା କମିଟି ତରଫରୁ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like