-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ପ୍ରକୃତି ବନ୍ଧୁ ସମ୍ମାନରେ ସମ୍ମାନିତ , ବୀରମହାରାଜପୁର ମାଟିର ପୁଅ ନୀଳାମ୍ବର

18-Sep-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବାଗବର ପଞ୍ଚାୟତ ଅନ୍ତର୍ଗତ ଦେଉଳି ଗ୍ରାମର ଛାତ୍ର ନୀଳାମ୍ବର ଦାଶ  ଦିଲ୍ଲୀ ରେ ଥିବା ଜବାହରଲାଲ୍ ନେହେରୁ ବିଶ୍ବବିଦ୍ୟାଳୟ ର ଛାତ୍ର ଅଟନ୍ତି। ସେ ଆଜି ସାରା ଓଡ଼ିଶା ପାଇଁ ତଥା ତାଙ୍କ ନିଜର ଜିଲ୍ଲା ସୋନପୁର ପାଇଁ ପ୍ରକୃତି ବନ୍ଧୁ ସମ୍ମାନ ପାଇ ଗୌରବ ଆଣଛନ୍ତି । ଦିଲ୍ଲୀ ରେ ଥିବା ମିଳନ ପରିବାର ଦ୍ଵାରା ପାଳିତ ହୋଇଥିବା ନୂଆଁଖାଇ ଭେଟଘାଟ ରେ ତାଙ୍କୁ ଉକ୍ତ ସମ୍ମାନ ରେ ସମ୍ମାନିତ କରାଯାଇଥିଲା ।  ନୀଳାମ୍ବର ତାଙ୍କ ବିଶ୍ୱବିଦ୍ୟାଳୟ ରୁ ମିଳିଥିବା ସ୍କୋଲାର୍ଶିପ ପଇସା ରେ ନିଜ ଅଞ୍ଚଳ ବୀରମହାରାଜପୁର ବ୍ଲକ ଦେଉଳି ଗ୍ରାମ ରେ ବିଶାଳ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରିଥିଲେ । ପରିବେଶ ପାଇଁ ଜଣେ ଛାତ୍ର ଦ୍ଵାରା ଏହି କାମ କୁ ଦେଖି ମିଳନ ପରିବାର ର ସଭାପତି ବିଶ୍ଵାମିତ୍ର  ଶ୍ରୀ ଦାଶଙ୍କୁ  ମଞ୍ଚ ଉପରକୁ ଡାକି ପ୍ରକୃତି ସମ୍ମାନରେ ସମ୍ମାନିତ କରିଥିଲେ । ପୂର୍ବରୁ ମଧ୍ୟ ଗତ ଅଗଷ୍ଟ ମାସ ୧୪ ତାରିଖ ରେ ଦିଲ୍ଲୀ ରେ ନିଜେ ଓଡ଼ିଶା ର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମଧ୍ୟ ତାଙ୍କୁ ଶୁଭକାମନା ଦେଇଥିଲେ । ଏହି ସମ୍ମାନ ପାଇ ସେ ବହୁତ୍ ଖୁସି ଅଛନ୍ତି ଆଉ ସମସ୍ତ ଶ୍ରେୟ ସେ ନିଜର ବାପା ବିଶ୍ଵାମିତ୍ର ଦାଶ , ଜେଜେବାପା ପରମେଶ୍ବର ଦାଶ , କାକା ଭରଦ୍ୱାଜ ଦାଶ ତଥା ତାଙ୍କୁ ଏହି କାର୍ଯ୍ୟକ୍ରମ ରେ ବିଶେଷ ରୂପ ରେ ସହଯୋଗ କରିଥିଲେ। ତାଙ୍କ ଗୁରୁ ପ୍ଲାବନ ମହାପାତ୍ର ମହାନଦୀ ଧାରା , ସୋନପୁର, ମାମୁ ଅଶ୍ଵିନୀ ଶତପଥୀ ତଥା ଦେଉଳି ଗ୍ରାମର  ମାନସ ମିଶ୍ର , ଭକ୍ତବନ୍ଧୁ ବୁଡେକ୍ , ସୁଧାଂଶୁ କର୍ଣ୍ଣ , ପିଣ୍ଟୁ ଶତପଥୀ , ଅଜିତ କର୍ମୀ, ଲିପୁନ୍ ପାତ୍ର , ଦେବାଶିଷ ନାଏକ , ରଞ୍ଜିତ କର୍ମୀ ,ସୁବ୍ରତ କର୍ଣ୍ଣ , ଭିଷ୍ମରଥି କର୍ଣ୍ଣ  , ସଞ୍ଜୟ କର୍ମୀ ,ଉତ୍ତମ ଗାଇଗରିଆ , ସୁଜିତ୍ କର୍ମୀ , ପାର୍ଥସାରଥୀ ପଧାନ ପ୍ରମୁଖ ଏହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିବା ସମସ୍ତ ଗ୍ରାମବାସୀ ତଥା ଅଞ୍ଚଳ ବାସି ଙ୍କୁ ସମସ୍ତ ଶ୍ରେୟ ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk