-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର କଲେଜରେ ବିଦାୟ କାଳୀନ ସମ୍ବର୍ନ୍ଧନା ସମାରୋହ

18-Sep-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ଓଡ଼ିଶା ସାଧାରଣ ସେବା ଆୟୋଗ  ଦ୍ବାରା ମନୋନୀତ ହୋଇ ଢେଙ୍କାନାଳ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଯୋଗଦେବାକୁ ଯାଉଥିବା ଶିକ୍ଷା ବିଭାଗର ଅଧ୍ୟାପିକା ସୀମାରାଣୀ ବେହେରାଙ୍କୁ ବୀରମହାରାଜପୁର ମହାବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ ଅଣଶିକ୍ଷା କର୍ମଚାରୀ ମାନଙ୍କ ପକ୍ଷରୁ ବିଦାୟୀ ସମ୍ବର୍ଦ୍ଧନା ଦିଆଯାଇଛି ।  ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିଦାୟ କାଳୀନ ସଭାରେ ପରିଚାଳନା ପରିଷଦର ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରି ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବେଳେ ଇଂରାଜୀ ବିଭାଗ ମୁଖ୍ୟ ଗୀତାଞ୍ଜଳି ପୂଝାରୀ, ଶିକ୍ଷା ବିଭାଗ ମୁଖ୍ୟ ବିଜୟ କୁମାର ପ୍ରଧାନ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ସୁଶ୍ରୀ ବେହେରାଙ୍କ ବହୁମୁଖୀ ପ୍ରତିଭାର ଅବତାରଣା କରିବା ସହ ତାଙ୍କ କାର୍ଯ୍ୟଧାରାର ଭୂୟସୀ ପ୍ରଶଂସା କରିଥିଲେ । ଏହି ସଭାରେ ବିଜୟ କୁମାର ପୁରୋହିତ, ପ୍ରକାଶ କୁମାର ସେଠ, ଡ. ଶିଶିର ବଣିଆ, ସୁପ୍ରଭା ନନ୍ଦ, ହରପ୍ରିୟା ମହାପାତ୍ର, ମାଧବ ପଧାନ, ପ୍ରଭାତ ପୁରୋହିତ, ବଳରାମ ଶତପଥୀ, ସୁବାଶ ଶତପଥୀ, ଗୌରାଙ୍ଗ ଜଗଦଲା  ପ୍ରମୁଖ ସୀମାରାଣୀଙ୍କ କର୍ମମୟ ଜୀବନର ସ୍ମୃତିଚାରଣ କରିଥିଲେ । ପ୍ରତିଉତ୍ତରରେ ସେ ସମସ୍ତ ସହକର୍ମୀଙ୍କୁ କୃତଜ୍ଞତା ଜଣାଇବା ସହ ଏହି ଅନୁଷ୍ଠାନ ତାଙ୍କୁ ବହୁତ ସ୍ନେହ ଶ୍ରଦ୍ଧା ଅର୍ପଣ କରିବା ସହ କର୍ମଯୋଗୀ ହେବାପାଇଁ ପ୍ରେରଣା ଯୋଗାଇଛି ବୋଲି ମତବ୍ୟକ୍ତ କରିଥିଲେ । ଅଧ୍ୟାପିକା ଯାମିନୀ ଦାଶ ସଭା ସଂଯୋଜନା କରିଥିବା ବେଳେ ଅଧ୍ୟାପିକା ହରପ୍ରିୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ । ସଭା ଆୟୋଜନରେ ଜଗଦୀଶ ସାହୁ, ବରୁଣ କଲତା, ଶ୍ରୀରାମ ଦେହୁରୀ, ଦିବାକର ଭୋଇ ପ୍ରମୁଖ ସହଯୋଗ କରିଥିଲେ । ଉଲ୍ଲେଖଯୋଗ୍ୟ ଯେ ଓଡ଼ିଶା କର୍ମଚାରୀ ଚୟନ ଆୟୋଗ (ଏସଏସବି) ଦ୍ବାରା ମନୋନୀତ ହୋଇ ଅଧ୍ୟାପିକା ବେହେରା ୨୦୧୯ ମସିହାରେ ଏହି ମହାବିଦ୍ୟାଳୟରେ ଯୋଗଦେଇ ଅଦ୍ୟାବଧି କାର୍ଯ୍ୟରତ ଥିଲେ । ତାଙ୍କର ଉଚ୍ଚକୋଟୀର ଅଧ୍ୟାପନା ଶୈଳୀ, ଛାତ୍ରବତ୍ସଳତା ତଥା ଅମାୟିକ ବ୍ୟବହାର ଏବଂ କର୍ତ୍ତବ୍ୟ ପରାୟଣତା ପାଇଁ ସଭିଙ୍କ ଶ୍ରଦ୍ଧା ଭାଜନ ହୋଇ ପାରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk