-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଆଧ୍ୟାତ୍ମିକତାର ନିଦର୍ଶନ ବିଜେପୁର ତଲିପଡା ଅନନ୍ତ ପୂଜା

18-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା ବିଜେପୁର ସହରରେ ତା ୧୭.୦୯.୨୦୨୪ ମଙ୍ଗଳବାର ଠାରୁ ଆରମ୍ଭ ହୋଇଥିବା ପଶ୍ଚିମାଞ୍ଚଳର ଅନନ୍ୟ ଅନନ୍ତ ପୂଜା ବହୁ ଆଡମ୍ବର ସହକାରେ ଆରମ୍ଭ ହୋଇ ଯାଇଥିବା ବେଳେ ବିଜେପୁର ତଲିପଡା ସ୍ଥିତ ଅମର ଜ୍ୟୋତି ଯୁବକ ସଂଘ ଅନନ୍ତ ପୂଜାର ୫୦ ବର୍ଷ ପୂର୍ତ୍ତି ଅବସରରେ ଚଳିତ ବର୍ଷ ସୁବର୍ଣ୍ଣ ଜୟନ୍ତୀ ପାଳନ କରିଛି। ଏ ପରିପ୍ରେକ୍ଷୀରେ ଶ୍ରୀଶ୍ରୀ ଅନନ୍ତ ନାରାୟଣ ମହାପ୍ରଭୁଙ୍କ ପୂଜାନୋତ୍ସବ ଭାରତୀୟ ସଂସ୍କୃତି ଓ ପରମ୍ପରାକୁ ଅବଲୋକନ କରାଯିବା ଆଧ୍ୟାତ୍ମିକ ନିଦର୍ଶନର ଏକ ଉଦାହରଣ ଅଟେ। ଦ୍ୱିତୀୟ ଦିବସରେ ତା ୧୮.୦୯.୨୦୨୪ରିଖ ବୁଧବାର ସକାଳ ୭ ଘଣ୍ଟା ସମୟରେ ପୂଜାର୍ଚ୍ଚନା(ବିଶେଷ ଷୋଡଶ ଉପଚାର), ସକାଳ ୮ଘଣ୍ଟାରୁ ବରଗଡ଼ର ପଣ୍ଡିତ ସୁକଦେବ ତ୍ରିପାଠୀ ଏବଂ ତାଙ୍କ ସହଯୋଗୀଙ୍କ କଣ୍ଠରୁ ବିଷ୍ଣୁ ସହସ୍ର ନାମ ସମେତ ଲକ୍ଷ୍ମୀ ସହସ୍ର ହୋମ ଯଜ୍ଞ ଅନୁଷ୍ଠିତ ହୋଇଛି। ସଂଧ୍ୟା ୭ଘଣ୍ଟାରୁ ହଜାର ହଜାର ଭକ୍ତ, ଦର୍ଶକଙ୍କ ପାଇଁ ମହାପ୍ରସାଦ ବଣ୍ଟନ କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକ ତଥା ଅଞ୍ଚଳର ଜଣାଶୁଣା ରେଡିଏନ୍ସ ଶିକ୍ଷାନୁଷ୍ଠାନର ପରିଚାଳକ ଶ୍ରୀଯୁକ୍ତ ଅଜିତ କୁମାର ମେହେର ଆମ ପ୍ରତିନିଧିଙ୍କୁ ଜଣାଇଛନ୍ତି।

ଆଜିକାର ଅନୁଷ୍ଠିତ ହୋମଯଜ୍ଞ ରେ କର୍ତ୍ତା ଭାବେ ଦେବବ୍ରତ ମେହେର ଏବଂ ତାଙ୍କ ସହଧର୍ମିଣୀ ଟିକେଶ୍ୱରୀ ମେହେର, କୈଳାସ ଚନ୍ଦ୍ର ମେହେର ଓ ତାଙ୍କ ଧର୍ମପତ୍ନୀ ଝରଣା ମେହେର, ଖଗେଶ୍ବର ମେହେର ଏବଂ ତାଙ୍କ ସହଧର୍ମିଣୀ ନିରୁପମା ମେହେର, ହେମ ସାଗର ମେହେର ତାଙ୍କ ଧର୍ମପତ୍ନୀ ମମତା ମେହେର,ମୋତିଲାଲ ମେହେର ଏବଂ ତାଙ୍କ ଧର୍ମପତ୍ନୀ ମମତା ମେହେର ଦାୟିତ୍ଵ ତୁଲାଇଥିବା ବେଳେ ଅନନ୍ତ ପୂଜାର କଳସ ଯାତ୍ରା ଆରମ୍ଭରୁ ଦାୟିତ୍ଵ ନେଇଥିବା କେଶେଇପାଲିର ପ୍ରମୋଦ କୁମାର ଦାଶ ରିତିନୀତି ଅନୁଯାୟୀ ପୂଜାକାର୍ଯ୍ୟ ସମ୍ପାଦନ କରୁଥିବା ଦେଖାଯାଇଥିଲା। ଏଠାକାର ଜି.ଏମ ଆର୍ଟସ ର ଗିରିଧାରୀ ମେହେର ଖୁବ୍ ସୁନ୍ଦର ତଥା ନିଖୁଣ ଭାବ ଶ୍ରୀଶ୍ରୀ ଅନନ୍ତ ପୂଜା ମେଢ଼ର ସାଜସଜ୍ଜା କରିବା ଦର୍ଶନକୁ ବିମୋହିତ କରିଦେଇଛି। ଅନନ୍ତ ପୂଜାର ମୁଖ୍ୟ କର୍ତ୍ତା ଭାବେ ଶ୍ରୀମତୀ ଝରଣା ମେହେର ଏବଂ ତାଙ୍କ ସ୍ୱାମୀ କୈଳାସ ଚନ୍ଦ୍ର ମେହେର ଦାୟିତ୍ଵ ନିର୍ବାହ କରୁଛନ୍ତି ବୋଲି ଅମର ଜ୍ୟୋତି ଯୁବକ ସଂଘର ସଦସ୍ୟ ମାନଙ୍କ ଠାରୁ ପ୍ରକାଶ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk