-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ଘଟଣା : ପହଞ୍ଚିଲେ ଡାକ୍ତରୀ ଟିମ : ପରିସ୍ଥିତି ନିୟନ୍ତ୍ରଣାଧୀନ

18-Sep-2024



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଥିଲା। ଆଜି ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍ ପହଞ୍ଚି ଥିଲା। ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। ଗ୍ରାମରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥ‌ିବା ଡାକ୍ତରୀ ଟିମ୍ କହିଛନ୍ତି। ଏ ନେଇ ବାଲିଗୁଡା ଉପଜିଲ୍ଲାପାଳ ଡା.ରୀନା ପ୍ରଧାନ କହିଛନ୍ତି ଯେ, ଏହି ଘଟଣାକୁ ନେଇ ମେଡିକାଲ ଟିମ ସହ ଗ୍ରାମ୍ୟ ପରିମଳ ବିଭାଗ ଟିମ ଗ୍ରାମରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ସ୍ଵାସ୍ଥ୍ୟ ପରୀକ୍ଷା କରିବେ ବୋଲି କହିଛନ୍ତି। ତୁମୁଡିବନ୍ଧ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡାକ୍ତର ଅଭିଶେକ ନାୟକ ଓ ତାଙ୍କ ଟିମ ଏହି ଝିରିପାଣି ପଞ୍ଚାୟତର ବରଗାଁ, ନଳକୁଟି, କୁନାବେଡା, ଘାଟିପଦର, ମାଙ୍କଡ଼ ଚୁଆଁ, ବରଗୁଡା, ସୁରାଙ୍ଗବାରୁ ଗ୍ରାମକୁ ଯାଇ ଅଧିବାସୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ସହ ସେମାନଙ୍କୁ ଚିକିତ୍ସା କରାଇଛି। ଚିକିତ୍ସା କରି ଡାକ୍ତର ଅଭିଷେକ ପ୍ରଧାନ କହିବା ପ୍ରକାରେ ଗାଁରେ ସୁରେନ୍ଦ୍ର ମାଝୀ (୧୬), ରାଡାମାରୁ ମାଝୀ (୬୪) କଣା ମାଝୀ(୨୫), କିଷାନ ମାଝୀ(୧୬) ସାମାନ୍ୟ ଝାଡ଼ାବାନ୍ତିରେ ଆକ୍ରାନ୍ତ ଥିଲେ । କିଛି ଦିନ ମଧ୍ୟରେ କୁନାବେଡା ଗାଁର ବଡଗୁଡି ମାଝୀ (୬୦), ମାଙ୍କଡଚୁଆଁ ଗାଁର ବାକଚୀ ମାଝୀଙ୍କ ମୃତ୍ୟୁ ହୋଇଛି। ମାତ୍ର ଝାଡ଼ାବାନ୍ତି ନୁହେଁ ଅନ୍ୟ କୌଣସି କାରଣରୁ ମୃତ୍ୟୁ ହୋଇଥିବା ଡାକ୍ତର ଅଭିଷେକ କହିଛନ୍ତି । ଗ୍ରାମ୍ୟ ପରିମଳ ବିଭାଗର ଯନ୍ତ୍ରୀ ରାମ ଚନ୍ଦ୍ର ଚୌଧୁରୀ ଓ ଯନ୍ତ୍ରୀ ସ୍ନେହଲତା ପ୍ରଧାନ ଏହି ଗ୍ରାମମାନଙ୍କୁ ଯାଇ ପାଣି କୁ ନେଇ ପରୀକ୍ଷା କରିଛନ୍ତି। ଗ୍ରାମବାସୀ ଯୋଗାଣ ହେଉଥ‌ିବା ବିଶୁଦ୍ଧ ଜଳ ବ୍ୟବହାର କରୁଛନ୍ତି। ଗ୍ରାମରେ କାଁ ଭାଁ ଆକ୍ରାନ୍ତ ହୋଇଛନ୍ତି। ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ଔଷଧ ପ୍ରଦାନ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk