-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଅ!ନ୍ତର୍ଜାତୀୟ ନୀଳ ଆକାଶ ନିମନ୍ତେ ସ୍ୱଚ୍ଛ ବାୟୁ ଦିବସ ପାଳିତ --

18-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ ପିପିଲିପାଲି, ସୁବର୍ଣ୍ଣପୁର ସଭା ଗୃହ ଠାରେ ଅ!ନ୍ତର୍ଜାତୀୟ ନୀଳ ଆକାଶ ନିମନ୍ତେ ସ୍ୱଚ୍ଛ ବାୟୁ ଦିବସ ପ୍ରଧାନ ଶିକ୍ଷକ ଶ୍ରୀ ଅକ୍ଷୟ କୁମାର ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ସଭା ରେ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ମନୋଜ କୁମାର ଅଦlବର ମୁଖ୍ୟ ଅତିଥି,ଅତିରିକ୍ତ ଜ଼ିଲ୍ଲା ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ଜ଼ିଲ୍ଲା ଆବାହକ ଓ ସମ୍ପାଦକ ଯୁବ ରେଡ କ୍ରସ ସୁବର୍ଣ୍ଣପୁର ଉମାକାନ୍ତ ନାଗ,,ସହକାରୀ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ, ଗୀତାଞ୍ଜଳି ମେହେର ସଂଯୋଜକ ଅନଶଂକ୍ରlମ ରୋଗ, ଅନୁପ ରଞ୍ଜନ ଦାଶ ମାନସିକ ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୁଖ ସମ୍ମାନିତ ଅତିଥି ଭାବେ  ମଂଚାସୀନ ଥିଲେ l ଅତିଥି ବୃନ୍ଦ ସୁସ୍ଥ ବାୟୁ ମଣ୍ଡଳ ସୃଷ୍ଟି କରି, ସୁସ୍ଥ ବାୟୁ ଗ୍ରହଣ କରି, ସୁସ୍ଥ ଜୀବନ ଜିଇବା ଓ ସୁନ୍ଦର ନୀଳ ଆକାଶ କୁ ଉପଭୋଗ କରି ସୁସ୍ଥ ସୁନ୍ଦର ସମାଜ ଗଠନ କରିବାରେ ସହାୟକ ହୋଇପାରିବl ଉପରେ ଗୁରୁତ୍ଵା ରୋପ କରିଥିଲେ l 
ଉକ୍ତ ସଭାରେ ସ୍କୁଲ ର ଛାତ୍ର ଛାତ୍ରୀ ବୃନ୍ଦ, କର୍ମକର୍ତ୍ତା , ସ୍ୱାସ୍ଥ୍ୟ ପରିଦର୍ଶକ, ସ୍ୱାସ୍ଥ୍ୟ ଅଧିକାରୀ ଓ ସାମ୍ବାଦିକ ପ୍ରମୁଖ ଉପସ୍ଥିତ ଥିଲେ I ୧୦ ଜଣ କୃତୀ ଛାତ୍ର ଛାତ୍ରୀ ତଥା ରତିପ୍ରଭା ବେହେରା, ନୂତନ ପଧାନ, ସ୍ମୃତିରୁପା ପଧାନ, ଶୁଭମ ସାହୁ, ସବ୍ୟସାଚୀ ପାଣିଗ୍ରାହୀ, ପ୍ରଜ୍ଞା ଭାରତୀ ଦାଶ, ଓମ ଶ୍ରୀ ମେହେର, ସୁଜିତ ସାହୁ, ବିଜିତ ଭୋଇ ଓ ଦୀକ୍ଷାନନ୍ଦ ରଣା ଙ୍କୁ କ୍ୱିଜ଼ ପ୍ରତିଯୋଗିତା କରି ସାର୍ଟିଫିକେଟ ସହିତ ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲାl ଚିତ୍ତରଞ୍ଜନ ଭୋଇ କ୍ଲାଶୀକାଲ  ଶିକ୍ଷକ ଓ ଦିବ୍ୟାଲୋଚନ ପଧାନ, ମୁଖ୍ୟ କିରାଣୀ ସହଯୋଗ କରିଥିଲେ l  ଆଜି ଏହି କାର୍ଯ୍ୟକ୍ରମ ରେ ବୃକ୍ଷ ରୋପଣ ମଧ୍ୟ କରଯାଇଛି l ଶେଷରେ ନିତ୍ୟାନନ୍ଦ ପଧାନ ସଂସ୍କୃତ ଶିକ୍ଷକ ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk