-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ -୨୦୨୪ ବିଜେପୁର ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ............ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାରେ ପିଲାଏ ଦକ୍ଷ ହେଲେ ଦେଶ ଆଗେଇବ:-ବିଧାୟକ ସନତ କୁମାର ଗଡତୀୟା

18-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାରେ ଛାତ୍ରୀ ଛାତ୍ର ଦକ୍ଷ ହେଲେ ଦେଶ ପ୍ରଗତି ପଥରେ ନିଶ୍ଚିତ ଆଗେଇବ। ତେଣୁ ପିଲାଙ୍କ ମଧ୍ୟରେ ଏହି ଦିଗ ପ୍ରତି ଆଗ୍ରହ ସୃଷ୍ଟି ପାଇଁ ଶିକ୍ଷକ ଶିକ୍ଷୟିତ୍ରୀ ସ୍ଵତନ୍ତ୍ର ଦୃଷ୍ଟି ଦେଵା ଆବଶ୍ୟକ। ସୁତରାଂ ଏହି କୁଇଜ୍ ପ୍ରତିଯୋଗିତା ଶିକ୍ଷାର୍ଥୀମାନଙ୍କୁ ବିଜ୍ଞାନ, ଗଣିତ ଅଧ୍ୟୟନ କରିବାରେ ବେଶ ସହାୟକ ହେଵ। ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଚାରପାଲି ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତାରେ ଏହି ମତପ୍ରକାଶ ପାଇଛି । ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାକୁ ବିଜେପୁର ନିର୍ବାଚନ ମଣ୍ଡଳୀର ମାନ୍ୟବର ବିଧାୟକ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ।ବିଜେପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏଙ୍କ ଅଧ୍ୟକ୍ଷତାରେ ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଥିଲା। ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ ଜ୍ୟୋତିକାନ୍ତ ସାହୁ, ସ୍ଥାନୀୟ ସରପଞ୍ଚ ସୁଷମା ସାହୁ, ଅତାବିରା ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ତ୍ତିକ ବାଗ, ଚାରପାଲି ହାଇସ୍କୁଲର ପ୍ରଧାନଶିକ୍ଷକ ଭାର୍ଗବ ନାଏକ, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବାକର ଵରିହା, ପୂର୍ଣ୍ଣଚନ୍ଦ୍ର ପଧାନ,ସୁଶାନ୍ତ କୁମାର ପାଣ୍ଡେ ପ୍ରମୁଖ ମଞ୍ଚାସୀନ ଥିଲେ।

ସ୍ଥାନୀୟ ହାଇସ୍କୁଲର ଛାତ୍ରୀମାନେ ସଂସ୍କୃତରେ ପ୍ରାରମ୍ଭିକ ସଂଗୀତ ପରିବେଷଣ କରି ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରି ଦେଇଥିଲେ। ଏକ୍ରମରେ ବିଧାୟକ ଶ୍ରୀଯୁକ୍ତ ଗଡତୀୟା ସାଇନ୍ସ ଏଣ୍ଡ ଟେକ୍ନୋଲୋଜି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ବ,ବିଜ୍ଞାନ ବିନା ବର୍ତ୍ତମାନ ଚଳିବା ପ୍ରକୃତରେ ଅସମ୍ଭବ ତା ସହିତ  ଛାତ୍ରଛାତ୍ରୀ ମାନେ ବିଜ୍ଞାନ ପାଠ୍ୟକ୍ରମକୁ ବିଶେଷ ଭାବେ ପ୍ରାଧାନ୍ୟ ଦେବା ବିଧେୟ ବୋଲି ତାଙ୍କ ସାରଗର୍ଭକ ଭାଷଣରେ ମତବ୍ୟକ୍ତ କରିଥିଲେ।ସି.ଆର.ସି.ସି ଦୁର୍ଵାଦଳ ବଡଗୋଛିଆ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ତୃତୀୟରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ନେଇ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ତିନି ଶହ ଛାତ୍ର ଛାତ୍ରୀ ସାମିଲ୍ ହୋଇଥିଲେ।ଉପ କନିଷ୍ଠ ବିଭାଗରେ ସୃତିରେଖା ତାଣ୍ଡି ପ୍ରଥମ, ସତ୍ୟ ପଧାନ ଦ୍ଵିତୀୟ,ଜିତ ମେହେର ତୃତୀୟ ସ୍ଥାନ ଅଧିକାର କରିଥିଲେ। କନିଷ୍ଠ ବିଭାଗରେ ରାଜ ବାଗ,ଲୀନା ଭୋଇ,ରାକେଶ ଭୁଏ ଯଥାକ୍ରମେ କୃତିତ୍ଵର ସହିତ ପ୍ରଥମ, ଦ୍ବିତୀୟ, ତୃତୀୟ ସ୍ଥାନ ହାସଲ କରିଥିଲେ। ସେହିପରି ବରିଷ୍ଠ ବିଭାଗରେ ଲିପୁନ ସାହୁ ପ୍ରଥମ, ସମୀକ୍ଷା ପଧାନ ଦ୍ଵିତୀୟ,ଲିଜା ମେହେର ତୃତୀୟ ହୋଇଥିଲେ। ଉଦଯାପନ ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ, ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ  ପୂର୍ଣ୍ଣଚନ୍ଦ୍ର ଚନ୍ଦ୍ର ପଧାନ, ସୁଶାନ୍ତ କୁମାର ପାଣ୍ଡେ, ବରିହା ବାବୁ,ପ୍ରଧାନ ଶିକ୍ଷକ ଭାର୍ଗବ ନାଏକ, ମିଳିତ ପ୍ରାଥମିକ ଶିକ୍ଷକ ସଂଘର ସଭାପତି ବାସୁଦେବ ପଧାନ ପ୍ରମୁଖ ଯୋଗଦେଇ ସଫଳ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଶିକ୍ଷକ ଶଶି ଭୂଷଣ ସାହୁ।ପରେ ଛାତ୍ରୀ ଛାତ୍ରଗଣ ମନୋରମ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ସି.ଆର.ସି.ସି ତଥା ସ୍ଥାନୀୟ ହାଇସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଗଣ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk