-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ସାମାଜିକ ସମୀକ୍ଷାର ଜନ ଶୁଣାଣି କାର୍ଯ୍ୟକ୍ରମ

18-Sep-2024



ବରଗଡ଼/ରେଙ୍ଗାଲିକ୍ୟାମ୍ପ[ଆକାଶ ମିଶ୍ର]: ଆଜି ଅତାବିରା ବ୍ଲକ  କାର୍ଯ୍ୟାଳୟ ପରିସରରେ ଅତିରିକ୍ତ ଜିଲ୍ଲାପାଳ ମହେନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସାମାଜିକ  ସମୀକ୍ଷାର ଜନ ଶୁଣାଣି କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସମୀକ୍ଷକ ଆନନ୍ଦ ପ୍ରଧାନ,  ଅତାବିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ  ସୂର୍ଯ୍ୟ କୁମାର  ନାୟକ, ବ୍ଲକ ଉପାଧ୍ୟକ୍ଷ ଅନନ୍ତ ମେହେର, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଗିରିନ୍ଦ୍ର ସାହୁ , ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ମନିଶିବା ମହାପାତ୍ର, ମଞ୍ଚାସିନ ରହିଥିଲେ। କାର୍ଯ୍ୟକ୍ରମରେ  ଗ୍ରାମ ପଞ୍ଚାୟତ ସ୍ତରୀୟ ସାମାଜିକ ସମୀକ୍ଷା ରେ ପରିଲକ୍ଷିତ ତ୍ରୁଟି ବିଚ୍ୟୁତିକୁ ପୁଙ୍ଖାନୁ ପୁଙ୍ଖ ଭାବେ ଆଲୋଚନା କରାଯାଇଥିଲା। ସେଗୁଡିକୁ ମାର୍ଜିତ କରିବା ପାଇଁ ଶ୍ରୀ ମହାପାତ୍ର କଡାକଡି ଭାବେ ନିର୍ଦ୍ଦେଶ ଦେଇଥିଲେ। ଦୀର୍ଘ ତିନି ଘଣ୍ଟା ଧରି ଗ୍ରାମ୍ୟ ସମ୍ବଳ ବ୍ୟକ୍ତିଙ୍କ ସମୀକ୍ଷା  ବିବରଣୀ ଉପରେ ବିହିତ କାର୍ଯ୍ୟାନୁଷ୍ଠାନ ନେବା ପାଇଁ   ପ୍ରକାଶ କରିଥିଲେ। ମଞ୍ଚାସୀନ  ଅତିରିକ୍ତ ଜିଲ୍ଲାପାଳ 
 ଭି ଆର୍ ପି  ମାନଙ୍କ ପ୍ରଶ୍ନ ଓ ସମସ୍ୟା ଉପରେ ନିଜର ମତ  ପ୍ରକାଶ କରିଥିଲେ। ଏହା ବ୍ୟତୀତ ସେମାନଙ୍କ କାର୍ଯ୍ୟରେ ରହିଥିବା ତ୍ରୁଟିକୁ ନେଇ  ଉଚ୍ଚ ପଦକ୍ଷେପ ନେବା ପାଇଁ  ନିର୍ଦ୍ଦେଶ ଦେଇଥିଲେ । ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ୨୪ ଟି ପଞ୍ଚାୟତର କନିଷ୍ଠ ଯନ୍ତ୍ରୀ, ନିର୍ବାହୀ ଅଧିକାରୀ,  ଜି ଆର୍ ଏସ୍ ,  ଭି ଆର୍ ପି,  ଉପସ୍ଥିତ ଥିଲେ। ଶେଷରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ସାହୁ ଧନ୍ୟବାଦ୍ ଅର୍ପଣ  କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk