-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ବିଜୁ ଜନତା ଦଳ ପକ୍ଷରୁ ନୁଆଁଖାଇ ଭେଟଘାଟ ଓ ବନ୍ଧୁ ମିଳନ

18-Sep-2024



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ବଜରଙ୍ଗ କଲ୍ୟାଣ ମଣ୍ଡପ ଠାରେ ନୁଆଁଖାଇ ଭେଟ ଓ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ବ୍ଲକ ଯୁବ ବିଜେଡି ସଭାପତି ତଥା ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ ତତ୍ବାବଧାନରେ ରେ ଆୟୋଜିତ ସଭାରେ  ଜିଲ୍ଲା ଯୁବ ବିଜେଡି ସଭାପତି ଅଶୋକ ନନ୍ଦ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସଂଗଠନ କୁ ମଜବୁତ କରି ପୂର୍ବ ସ୍ଥିତି ବଜାୟ ରଖିବାକୁ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ l ଉକ୍ତ ବନ୍ଧୁ ମିଳନ ସଭାରେ ବ୍ଲକ ବିଜେଡି ସଭାପତି ଶୟମ୍ଭୁ ନାଥ ଖଣ୍ଡଗିରି,ଜିଲ୍ଲା ବିଜେଡି ଉପ ସଭାପତି କିଶୋର ହୋତା, ସାଧାରଣ ସମ୍ପାଦକ ଧୀରେନ୍ଦ୍ର ନାରାୟଣ ପଣ୍ଡା,ମୁର୍ଷୁଣ୍ଢୀ ସରପଞ୍ଚ ମନୋଜ କୁମାର ସାହୁ,ସଞ୍ଜିବ ଦେହୁରୀ, ଜିଲ୍ଲା ସାଧାରଣ ସମ୍ପାଦକ ଲଳିତ ମୋହନ ପାତ୍ର,ରାଜ୍ୟ ବିଜୁ ମହିଳା ଜନତା ଦଳ ସାଧାରଣ ସମ୍ପାଦିକା ସୁଲୋଚନା ହୋତା, ବ୍ଲକ ଅଧ୍ୟକ୍ଷା ଶାନ୍ତି ଲୁହା, ବିଜୁ ମହିଳା ବ୍ଲକ ସଭାନେତ୍ରୀ ଶ୍ରୀୟା କର୍ମୀ, ଆତ୍ମା ଅଧ୍ୟକ୍ଷ ବିବସ୍ପତି ପଣ୍ଡା, ଭଗବାନ କର୍ଣ୍ଣ, ପୂର୍ବତନ ଆତ୍ମା ଅଧ୍ୟକ୍ଷ ଆଲୋକ ଦେହୁରୀ, ଆଇନଜୀବୀ ପ୍ରଦୀପ ମିଶ୍ର,ଜତିନ ପାଣିଗ୍ରାହୀ,  ଜିଲ୍ଲା ଯୁବ ସାଧାରଣ ସମ୍ପାଦକ ଶେଷଦେବ ବାରିକ,ସୁରୁ ନାରାୟଣ ମହାକୁର ପ୍ରମୁଖ ଯୋଗଦେଇ ଦଳ କୁ ଅଧିକ କ୍ରିୟାଶୀଳ କରିବାପାଇଁ ଆହ୍ୱାନ ଦେଇଥିଲେ l

ଉକ୍ତ ବନ୍ଧୁ ମିଳନ କାର୍ଯ୍ୟକ୍ରମ ରେ ଚମ୍ପାମାଲ ସରପଞ୍ଚ ମହେନ୍ଦ୍ର ଜଗଦଲା,ପିତାମହୁଲ ସରପଞ୍ଚ ଆକସ୍ମିତା ବଢିଆ,ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ,ସପ୍ନ କର୍ମୀ, ବବିତା ବାଘ, ରିତା ଗାର୍ଡିଆ, ଶୈଳ ରଞ୍ଜନ ବାଦୀ, ସମସ୍ତ ସରପଞ୍ଚ, ସମିତି ସଭ୍ୟଙ୍କ ସମେତ ୫ଶହ ରୁ ଉର୍ଦ୍ଧ ବିଜେଡି କର୍ମୀ ଯୋଗଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଦୁର୍ଗେସ ପଣ୍ଡା, ନାରାୟଣ ମଲ୍ଲିକ, ନିରୋଦ ପାଣ୍ଡେ ପ୍ରମୁଖ ସହଯୋଗ କରିଥିଲେ l ଶେଷରେ ଚମ୍ପାମାଲ ସରପଞ୍ଚ ଶ୍ରୀ ଜଗଦଲା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk