-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଶିଶୁ ବୈଜ୍ଞାନିକ ଦିବ୍ୟାଶାଙ୍କ ପ୍ରକଳ୍ପ ଏକାଦଶ ଜାତୀୟ ସ୍ତରୀୟ ପ୍ରଦର୍ଶନୀକୁ ମନୋନୀତ

18-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ଭଟଲି ବ୍ଲକ୍ ଅନ୍ତର୍ଗତ କେଶାଇପାଲି ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ଦିବ୍ୟାଶା ପଧାନଙ୍କ ପ୍ରକଳ୍ପ ଭାରତ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ତଥା ଜାତୀୟ ନବପ୍ରବର୍ତ୍ତନ ପ୍ରତିଷ୍ଠାନ, ଭାରତଙ୍କ ମିଳିତ ଆନୁକୂଲ୍ୟରେ ନୂଆଁଦିଲ୍ଲୀ ସ୍ଥିତ ପ୍ରଗତି ମୈଦାନରେ ହେବାକୁ ଥିବା ଏକାଦଶ ଜାତୀୟ ସ୍ତରୀୟ ପ୍ରଦର୍ଶନୀ ଓ ପ୍ରକଳ୍ପ ପ୍ରତିଯୋଗୀତାରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛି।ବିଜ୍ଞାନ କ୍ଷେତ୍ରରେ ରୁଚି ରଖୁଥିବା ଦିବ୍ୟାଶା  ବିଦ୍ୟାଳୟର ବିଜ୍ଞାନ ଭିତ୍ତିକ ପ୍ରତ୍ୟେକ କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରନ୍ତି।ରାସ୍ତାରେ ଯାତାୟାତ କଲାବେଳେ ଅନେକ ସମୟରେ ସେ ଲକ୍ଷ୍ୟ କରିଛନ୍ତି ଯେ ଜଣେ ସାଇକେଲ ପରି ଦୁଇ ଚକିଆ ଯାନ ସାହାଯ୍ୟରେ କି କି ବ୍ୟବସ୍ଥା କଲେ ଅନେକ ସୁବିଧା ମିଳିପାରିବାର ସମ୍ଭାବନା ରହିଛି। ତାଙ୍କର  ଏହି ଚିନ୍ତାଧାରା ଓ ଅଭିନବତା ବିଷୟରେ ସେ ପ୍ରଥମେ ବିଦ୍ୟାଳୟର ମାର୍ଗଦର୍ଶକ ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଚିସ୍ମିତା ପଧାନଙ୍କୁ ଜଣାଇ ତାଙ୍କ ମାର୍ଗ ଦର୍ଶନରେ ଏକ ପ୍ରକଳ୍ପ ନିମନ୍ତେ ଚୂଡାନ୍ତ ରୂପରେଖ ପ୍ରସ୍ତୁତି କରିବାରେ ଲାଗିପଡିଲେ।ରୂପରେଖ ପ୍ରସ୍ତୁତ କରି ତାହାକୁ କାର୍ଯ୍ୟକ୍ଷମ କରିବା ସହିତ କିପରି ସମସ୍ତେ ଉପକୃତ ହେବେ ପ୍ରୟାସ କଲେ। ପରିଶେଷରେ ଦିବ୍ୟାଶା ଏକ ପ୍ରକଳ୍ପ ପ୍ରସ୍ତୁତି କରିବାରେ ସକ୍ଷମ ହେଲେ ଏବଂ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀରେ ତାଙ୍କ ଦ୍ଵାରା ପ୍ରସ୍ତୁତ ପ୍ରକଳ୍ପ  " ମଲ୍ଟି ପରପୋଜ୍ କେରିଅର୍  ଇନ୍ ଟୁ ହ୍ୱିଲର୍ " କୁ ପ୍ରଦର୍ଶନ କରି କୃତକାର୍ଯ୍ୟ ହାସଲ କରିବା ସହିତ ରାଜ୍ୟସ୍ତରୀୟ ପ୍ରଦର୍ଶନୀରେ ଅଂଶ ଗ୍ରହଣ କରିବା ପାଇଁ ମନୋନୀତ ହେଲେ। ରାଜ୍ୟ ସ୍ତରୀୟ ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ସାରା ଓଡ଼ିଶାର ୨୯୮ ଟି ପ୍ରକଳ୍ପ ମଧ୍ୟରୁ ବିଚାରକ ମଣ୍ଡଳୀଙ୍କ ଦ୍ବାରା ତାଙ୍କ ପ୍ରକଳ୍ପଟି ବେଶ୍ ଆଦୃତ ହୋଇଥିଲା। ଫଳସ୍ୱରୁପ ଦିବ୍ୟାଶା ଚଳିତ ମାସ ୧୭ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଦିଲ୍ଲୀ ସ୍ଥିତ ପ୍ରଗତି ମୈଦାନ ହେବାକୁ ଥିବା ଜାତୀୟ ସ୍ତରୀୟ ପ୍ରଦର୍ଶନୀରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟ ବିବେଚିତ ହୋଇଛନ୍ତି। ଏହି ସଫଳତାର ଶ୍ରେୟ ସେ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ସୁଚିସ୍ମିତା ପଧାନ, ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଆତ୍ମାରାମ ଭୋଇ ଓ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବୋଲି କହନ୍ତି।ଏହି ସଫଳତା ପାଇଁ  ଭଟଲି ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ସରୋଜ କୁମାର ଭୁଏ , ଜିଲ୍ଲା  ଶିକ୍ଷା ଅଧିକାରୀ ରାଧାକାନ୍ତ ଛତ୍ରୀ ଏବଂ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ ଶିଶୁ ବୈଜ୍ଞାନିକ ଦିବ୍ୟାଶାଙ୍କ ସମେତ କେଶାଇପାଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ, ମାର୍ଗ ଦର୍ଶକ ବିଜ୍ଞାନ ଶିକ୍ଷୟିତ୍ରୀ ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk