-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଭଟଲିରେ ବିଶ୍ୱ ବାଉଁଶ ଦିବସ ପାଳିତ

18-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ବରଗଡ ବନଖଣ୍ଡ ଆନୁକୂଲ୍ୟରେ ବୁଧବାର ଦିନ ପିପଲମୁଣ୍ଡା ନର୍ସରୀ ଠାରେ ବିଶ୍ୱ ବାଉଁଶ ଦିବସ-୨୦୨୪ ପାଳନ ହୋଇଯାଇଅଛି । ଏହି ପରିପ୍ରେକ୍ଷୀରେ ମୁଖ୍ୟ ଅତିଥି ଭାବେ ବରଗଡ ଜିଲ୍ଲା ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ, ନୂତନ ଏସିଏଫ୍ ଭାବେ ଯୋଗ ଦେଇଥିବା ହରମୋହନ ରଥ, ଏସିଏଫ୍ ରାଜେନ୍ଦ୍ର କୁମାର ଭୋଇ, ପ୍ରକୃତି ବନ୍ଧୁ ଭୈରବ ପାତ୍ର, ପ୍ରକୃତି ବନ୍ଧୁ ଫିରୋଜ ସାହୁ, ଭଟଲି ବନାଞ୍ଚଳ ଅଧିକାରୀ ତଥା ଏସିଏଫ୍ ସୁବୋଧ କୁମାର ସାହୁ  ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ପ୍ରଥମେ ଅତିଥିମାନଙ୍କ ଦ୍ୱାରା ମାଁ ବନଦୁର୍ଗାଙ୍କୁ ପୂଜା ପୂର୍ବକ ଦୀପ ପ୍ରଜ୍ୱଳନ କରି ସଭାକାର୍ଯ୍ୟର ଶୁଭାରମ୍ଭ କରିଥିଲେ । ଅତିଥିମାନଙ୍କ ଦ୍ୱାରା ପରବର୍ତ୍ତୀ ପିଢ଼ି ପାଇଁ ବାଉଁଶ ଓ ତାର ସମାଧାନ, ଅଭିନବୀକରଣ ଏବଂ ପରିକଳ୍ପନା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ । ବାଉଁଶ ଏକ ଏପରି ଗଛ ଯାହାକି ବହୁ କମ୍ ସୁରକ୍ଷାରେ ଅତି ଶିଘ୍ର ବୃଦ୍ଧି ପାଇଥାଏ ତଥା ଦୀର୍ଘ ସମୟ ପାଇଁ ବଞ୍ଚି ରହେ । ଜଙ୍ଗଲ ସୁରକ୍ଷା ସହିତ ପରିବେଶ ସନ୍ତୁଳନ ପାଇଁ ବାଉଁଶର ବିଶେଷ ଅବଦାନ ରହିଛି ଏଣୁ ଜଙ୍ଗଲରେ ବାଉଁଶ ରୋପଣ କରିବା ଦ୍ଵାରା ବନ୍ୟପ୍ରାଣୀ ଗାଁ ମୁହାଁ ନହୋଇ ଜଙ୍ଗଲରେ ସୁରକ୍ଷିତ ରହିଥାନ୍ତି। କିଭଳି ଆଜିକାର ପରିସ୍ଥିତିରେ ବାଉଁଶ ରୋପଣ ଓ ତାର ସୁରକ୍ଷା ଦେଇ ପାରିବା ସେ ସମ୍ବନ୍ଧରେ ଆଲୋକପାତ କରିଥିଲେ । ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ପଟ୍ଟନାୟକ ବାଉଁଶ କାରିଗର ମାନଙ୍କ ଜୀବିକା କୁ କିପରି ଶୃଙ୍ଖଳିତ ହୋଇ ଆୟ ଦ୍ଵିଗୁଣିତ ହୋଇ ପାରିବ ଏବଂ ବାଉଁଶ ରୋପଣ କରି ସରକାରଙ୍କ ଠାରୁ ପ୍ରୋତ୍ସାହନ ରାଶି କିପରି ପାଇ ପାରିବେ ସେ ଉପରେ ଆଲୋକପାତ କରିଥିଲେ। ଏହି ଅବସରରେ ବରଗଡ ବନଖଣ୍ଡ ଅଧିନସ୍ଥ ସମସ୍ତ ବନ କର୍ମଚାରୀ ମାନଙ୍କ ସହିତ ବିଭିନ୍ନ ଗ୍ରାମର ଭଦ୍ରବ୍ୟକ୍ତି ମାନେ ଉପସ୍ଥିତ ଥିଲେ । ପରିଶେଷରେ ବନ-ପାଳ ରାଜେନ୍ଦ୍ର କୁମାର ସିଂ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk