-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||     

HOME   ଜିଲ୍ଲା

ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ସେବା ତାଲିମ  ଶିବିର

18-Sep-2024



ସମ୍ବଲପୁର,(କୁଚିଣ୍ଡା)[ସଂଜୀବ କୁମାର ପାଣିଗ୍ରାହୀ): ସମନ୍ୱୀତ ୱାଡି ପ୍ରକଳ୍ପ ଲଇମୁରା ପକ୍ଷରୁ ଆଜି କୁଚିଣ୍ଡା ବ୍ଲକର ସାଲେଭଡା ପଞ୍ଚୟାତର ଜଣ୍ଡା ଓ କୁସୁମୀ ପଞ୍ଚାୟତର ରାନୀକେଲା ଠାରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟ ତାଲିମ ଓ ପରୀକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି।

 ଆୟୋଜିତ ୨ଟି ଶିବିରରେ ମାତୃ ଓ ଶିଶୁ ସ୍ୱାସ୍ଥ୍ୟର ଗୁରୁତ୍ୱ ଉପରେ ଜନ ସଚେତନତା ସୃଷ୍ଟି କରାଯିବା ସହିତ ୧ ଶହରୁ ଉର୍ଦ୍ଧ୍ବ ବିଭିନ୍ନ ପିଡିତ ରୋଗୀ ମାନଙ୍କୁ ପରୀକ୍ଷା କରାଯାଇ ନିଶୁକ୍ଲ ଔଷଧ ଦିଆଯାଇଥିଲା। ପ୍ରାରମ୍ଭରେ ବରିଷ୍ଠ ଚିକିତ୍ସକ ଡା.ରାଜାରାମ ଷଡଙ୍ଗୀ ଓ ତାଲିମ ପ୍ରଶିକ୍ଷିକ ଚକ୍ରଧର ନନ୍ଦ ଶିବିରରେ ତାଲିମ ପ୍ରଦାନ କରି ସୁସ୍ଥ୍ୟ ଜୀବନ ଶୈଳୀ ଉପରେ

ବୁଝାଇଥିଲେ। ଦ୍ୱିତୀୟ ପର୍ଯ୍ୟାୟରେ ଡା.ଷଡଙ୍ଗୀ  ସ୍ୱାସ୍ଥ୍ୟ ପରୀକ୍ଷା କରି ନିଶୁକ୍ଲ ଔଷଧ ବଣ୍ଟନ କରିଥିଲେ। ମଧୁମେହ, ରକ୍ତଚାପ ପ୍ରଭୃତି ରୋଗୀଙ୍କୁ ନିୟମିତ ପରୀକ୍ଷା କରି ଔଷଧ ସେବନ କରିବା ସହିତ ନିକଟସ୍ଥ ଡାକ୍ତରଖାନା ଉପରେ ନିର୍ଭର କରିବାକୁ ପରାମର୍ଶ ଦେଇଥିଲେ।ଆୟୋଜିତ ଶିବିରକୁ ପ୍ରକଳ୍ପ ଯୋଜନା ପ୍ରବନ୍ଧକ ମାନସ ମହାନ୍ତି ,ପ୍ରକଳ୍ପ ସଂଯୋଜକ ଭରତ ପ୍ରଧାନ , ସଂଜୀବ ସାହୁ,ପ୍ରମୁଖ ଏହାକୁ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026

You Might Also Like

                       
  ଜିଲ୍ଲା  

Hjk