-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||     

HOME   ଜିଲ୍ଲା

ଜନତା ହାଇସ୍କୁଲରେ ଜୀବଜଗତର ସୁରକ୍ଷାକବଚକୁ ଗୁରୁତ୍ଵ ,  ବିଶ୍ଵ ଓଜୋନ୍ ଦିବସ ପାଳିତ 

18-Sep-2024



ବାୟୁମଣ୍ଡଳରେ ଥିବା ଓଜୋନ୍ ସ୍ତର ଆମ ପାଇଁ ବରଦାନ ସଦୃଶ ଭଳି କାର୍ଯ୍ୟ କରେ ।କିନ୍ତୁ ମାନବୀୟ କାର୍ଯ୍ୟକଳାପ ଯୋଗୁଁ ବାୟୁମଣ୍ଡଳକୁ ସବୁଜ କୋଠରୀ ବାଷ୍ପଗୁଡ଼ିକର ନିର୍ଗମନ ହୋଇ ବାୟୁମଣ୍ଡଳରେ ଥିବା ଓଜୋନ ସ୍ତରକୁ କ୍ରମଶଃ କ୍ଷୟ କରିବାରେ ଲାଗିଛି । ଯାହା ଫଳରେ ସୂର୍ଯ୍ୟଙ୍କର ଅତିବାଇଗଣୀ ରଶ୍ମି ଓଜୋନ ସ୍ତରକୁ ଭେଦ କରି ପୃଥିବୀ ଉପରେ ସିଧାସଳଖ ପଡିବା ଦ୍ବାରା ଚର୍ମ କର୍କଟ ରୋଗ ସୃଷ୍ଟି ହେବା ସହ ଚକ୍ଷୁରେ ମୋତିଆ ବିନ୍ଦୁ ହେଉଛି ।ଜୀବଜଗତର ସୁରକ୍ଷା କବଚ ଓଜୋନ୍ ସ୍ତରର ସୁରକ୍ଷା ବିଷୟରେ ଜନ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ପ୍ରତିବର୍ଷ ସେପ୍ଟେମ୍ବର ୧୬ ତାରିଖକୁ ‘ବିଶ୍ବ ଓଜୋନ ଦିବସ’ ଭାବେ ପାଳନ କରାଯାଏ  । ଚଳିତବର୍ଷ ବିଶ୍ବ ଓଜୋନ ଦିବସର ବିଷୟବସ୍ତୁ ରହିଛି -'ମଣ୍ଟ୍ରିଲ ରାଜିନାମା : ଜଳବାୟୁ ନିମନ୍ତେ କାର୍ଯ୍ୟକ୍ରମର ଆହ୍ୱାନ'।ଓଜୋନ ସ୍ତରର ସୁରକ୍ଷା ଆମର ନୈତିକ ଦାୟିତ୍ଵ। ଏହି ଆଭିମୁଖ୍ୟ ନେଇ ବରଗଡ଼ ଜିଲ୍ଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଭୁକ୍ତା ସ୍ଥିତ ଜନତା ହାଇସ୍କୁଲରେ ବିଶ୍ଵ ଓଜୋନ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦୁର୍ଗାପ୍ରସାଦ ନାୟକଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏକ ବୈଠକରେ ଇକୋ କ୍ଲବ ମାଷ୍ଟର ଟ୍ରେନର ତଥା ଶକ୍ତି କ୍ଲବର ମାର୍ଗ ଦର୍ଶକ ଶିକ୍ଷକ ସଞ୍ଜୟ ଖମାରୀ ବିଶ୍ଵ ଓଜୋନ୍ ଦିବସର ତାତ୍ପର୍ଯ୍ୟ ଏବଂ ସାଂପ୍ରତିକ ପରିସ୍ଥିତିରେ  ଓଜୋନ୍ ସ୍ତରସୁରକ୍ଷାର ଆବଶ୍ୟକତା

ବିଷୟରେ ଆଲୋକପାତ କରିଥିଲେ। ଓଜୋନ ସ୍ତରର ସୁରକ୍ଷା ନିମନ୍ତେ ସମସ୍ତେ ଯଥାସାଧ୍ୟ ଉଦ୍ୟମ କରିବା ଉଚିତ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା।ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ନାୟକ ଓଜୋନ ସ୍ତରର ସଂରକ୍ଷଣ ନିମନ୍ତେ ଛାତ୍ରାବସ୍ଥାରୁ ସମସ୍ତେ ପ୍ରୟାସ କରିବା ଉଚିତ ବୋଲି ମତବ୍ୟକ୍ତ କରିଥିଲେ। ଏହି ଅବସରରେ ଆୟୋଜିତ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି  ମାନସୀ ପଟେଲ, ଡଲି ପଟେଲ, କରିସ୍ମା ପଟେଲ,ଉମାକାନ୍ତ ମହାରଣା, ଅଙ୍କିତା ଦୁଆନ୍, ବର୍ଷା ଦେହେରୀ ଏବଂ ମଞ୍ଜୁ ନାୟକ ସର୍ବଶ୍ରେଷ୍ଠ ପ୍ରଦର୍ଶନ କରିଥିଲେ।ବିଦ୍ଯାଳୟର ବୀର ସୁରେନ୍ଦ୍ର ସାଏ ଇକୋ କ୍ଲବ,ଶକ୍ତି କ୍ଲବ ଓ ଜୁନିଅର୍ ରେଡ୍ କ୍ରସର ସଦସ୍ୟ,ଶିକ୍ଷକ ଶ୍ରୀପତି ସାହୁ, ତେଜରାମ ସା,ଅଙ୍କିତ ମହନ୍ତ, ସୁବାସ ଚନ୍ଦ୍ର ଖମାରୀ, ଆଶୁତୋଷ ଭୋଇ ,ବୋଧରାମ ବିଶ୍ବାଳ,  ଅମୂଲ୍ୟ ଭୋଇ,ପ୍ରଶାନ୍ତ ମହାପାତ୍ର ,ଶିକ୍ଷୟିତ୍ରୀ ଅନୀତା ପଧାନ ଉପସ୍ଥିତ ରହି ସକ୍ରିୟ ସହଯୋଗ କରିଥିଲେ । ଶିକ୍ଷକ ଶ୍ରୀପତି ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026

You Might Also Like

   
  ଜିଲ୍ଲା  

Hjk