-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ରାଜନୀତି

ସିନ୍ଧେକେଲା ସାଇଁ ସେବା ସଂଗଠନ ପକ୍ଷରୁ ଅଯୋଧ୍ୟା ଯାତ୍ରା

18-Sep-2024



ସିନ୍ଧେକେଲା (ଦୀନେଶ ଜୈନ)ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ସାଇଁ ସେବା ସଂଗଠନ ପକ୍ଷରୁ ଅଯୋଧ୍ୟା ଯାତ୍ରା ସମ୍ପନ୍ନ ହୋଇଯାଇଛି । ସାଇଁ ସେବା ସଂଗଠନର ୧୭ ଜଣ ସଦସ୍ୟ ଏକ ଟ୍ରାଭେଲର ଗାଡ଼ିରେ ତାଙ୍କର ଯାତ୍ରା ଆରମ୍ବ କରିଥିଲେ । ସିନ୍ଧେକେଲାରୁ ବାହାରି ସର୍ବ ପ୍ରଥମେ ଅମରକଣ୍ଟକ ସେଠାରୁ ଚିତ୍ରକୁଟ ପରେ ପ୍ରୟାଗରାଜ୍ ପହଞ୍ଚି ସେଠାରେ ବହୁଥିବା ଗଙ୍ଗା ନଦୀରେ ସମସ୍ତେ ସ୍ନାନ କରିଥିଲେ । ତାପରେ ଅଯୋଧ୍ୟା ପହଞ୍ଚି ସେଠାରେ ଭ୍ରମଣ କରି ସେଠାରୁ ବାରାଣସୀ ଯାଇଥିଲେ । ବାରାଣସୀ ରୁ ରାଇଗଡ଼ ଦେଇ ଚନ୍ଦ୍ରପୁର ପହଞ୍ଚି ଚନ୍ଦ୍ରହାସିନୀ ଦର୍ଶନ କରିଥିଲେ । ପରେ ସେଠାରୁ ସିନ୍ଧେକେଲା ପ୍ରତ୍ୟାବର୍ତ୍ତନ କରିଥିଲେ । ସାଇଁ ସେବା ଅନୁଷ୍ଠାନର ମୁନା ସାହୁ ଓ ନବୀନ ଜୈନଙ୍କ ନେତୃତ୍ୱରେ ଆୟୋଜିତ ଉତ୍ତରପ୍ରଦେଶ , ମଧ୍ୟପ୍ରଦେଶ ଓ ଛତିଶଗଡ଼ ଯାତ୍ରା ମୋଟ ନଅ ଦିନର ହୋଇଥିବା ବେଳେ ହାରାହାରି ୨୪୦୦ କିଲୋମିଟର ଦୂରତା ଥିଲା । ଉକ୍ତ ଯାତ୍ରାରେ ଦେଵବ୍ରତ ମିଶ୍ର , ବିଦ୍ୟା ସାଗର ସାହୁ , ଶମ୍ଭୁ ପ୍ରସାଦ ସାହୁ ଦୀନବନ୍ଧୁ ପୁଟେଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like