-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ଜିଲ୍ଲା

ପଲ୍ଲୀଶ୍ରି ହାଇସ୍କୁଲ ରୁପାନ୍ତରୀକରଣ ନାଁରେ ହରି ଲୁଟ୍ ଘଟଣା, ଜନପ୍ରତିନିଧିଙ୍କ ଉଚ୍ଚସ୍ତରୀୟ ତଦନ୍ତ ଦାବି

19-Sep-2024



ସିନ୍ଧେକେଲା (ଅନୀଲ କୁମାର ତ୍ରିପାଠୀ) ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ପଲ୍ଲୀଶ୍ରି ନୋଡାଲ ହାଇସ୍କୁଲ ରେ ୫ ଟି ରୁପାନ୍ତରୀକରଣ ନାଁରେ ହରି ଲୁଟ୍ ହୋଇଥିବା ଜଳଜଳ ହୋଇ ଦେଖାଯାଉଛି। ସେଥିପାଇଁ ତ ପ୍ରେରଣା  ସମେତ ବିଭିନ୍ନ ଖବରକାଗଜରେ ଯେତେବେଳେ ବାରମ୍ବାର ଖବର ପରିବେଷଣ ହେଲା ବଙ୍ଗୋମୁଣ୍ଡା ବିଡ଼ିଓ ବାସନ୍ତୀ ସେଠୀ ନିଜେ ବ୍ଲକର ଏଇ ଏବଂ ଜେଇ ମାନଙ୍କୁ ସାଙ୍ଗରେ ନେଇ ପଲ୍ଲୀଶ୍ରି ନୋଡାଲ ହାଇସ୍କୁଲକୁ ପହଞ୍ଚି ୫-ଟି କାମକୁ ନିଜେ  ଦେଖିଥିଲେ। ବହୁ ପୁରୁଣା କୋଠା ମାନଙ୍କରେ ଚୁନ କଳର ଦେଇ କାମ ସାରିଦେଇ ଥିବା ଉପସ୍ଥିତ ଥିବା ଗଣମାଧ୍ୟମ ପ୍ରତିନିଧି ମାନେ ପଚାରିବାରୁ ସୁଚନା ଦେଇ ସ୍ପଷ୍ଟ କରିଥିଲେ। ପରେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ମଧ୍ୟ ପହଞ୍ଚି ସମସ୍ତ କାମ ଦେଖିବାପରେ ସେ ସମୟରେ ଠିକାଦାର, ଯନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀ ମାନଙ୍କ ମଧୁଚନ୍ଦ୍ରିକା ସ୍କୁଲ କାମରେ ଜଳଜଳ ହୋଇ ଦେଖାଯାଉଛି ବୋଲି କହିଥିଲେ। ଏବଂ ଚଳିତ ଅଧିବେଶନରେ ଏ ବିଷୟରେ ଉଠାଇ ନିରପେକ୍ଷ ତଦନ୍ତ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବି ବୋଲି କହିଥିଲେ ଏବଂ ତାଙ୍କ କହିଥିବା କଥାରଖି ବିଧାନସଭାରେ ୫ ଟି ନାଁ ରେ ହୋଇଥିବା ଦୁର୍ନୀତି ଉପରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିଥିଲେ। ସେପଟେ ୫ ଟି କୁ ନେଇ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ୫ ଟି କାମରେ ଗୋଟିଏ ଗୋଟିଏ ଟଙ୍କାର ହିସାବ ନିଆଯିବ ବୋଲି ଗଣମାଧ୍ୟମକୁ କହିଛନ୍ତି। କିନ୍ତୁ କାହିଁକି କେଜାଣି ପ୍ରଶାସନିକ କଳ ଏଥିପାଇଁ ବୋଧହୁଏ ସଜବାଜ ହୋଇପାରିନାହିଁ। ପୁରୁଣା ସରକାର ବଦଳି ନୁଆ ସରକାର ଆସି ରାଜ୍ୟ ଶାସନ ଭାର ନିଜ ହାତକୁ ନେଇ ସାରିଥିଲେ ହେଁ କିଛି ପ୍ରଶାସନିକ ଅଧିକାରୀ କାହିଁକି କେଜାଣି ଏହାକୁ ସହଜରେ ହଜମ କରିପାରୁ ନାହାନ୍ତି। ଫଳରେ ଏବେ ବି ଭାବୁଛନ୍ତି ବାବୁରାଜ ଚାଳିଛି। ସେପଟେ କିନ୍ତୁ ନିଜେ ମୁଖ୍ୟମନ୍ତ୍ରୀ ୫ ଟି ଉପରେ ଟିପ୍ପଣୀ କରିସାରିଲେଣି, ବିଧାୟକ ମଧ୍ୟ ବିଧାନସଭା ରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବି କରିସାରିଲେଣି। ହେଲେ ଏପଟେ ବଲାଙ୍ଗୀର ଜିଲ୍ଲା ପ୍ରଶାସନ ଚୁପଚାପ୍। କିଛି ବୁଦ୍ଧିଜୀବି ଙ୍କ ମତରେ ଚୁପ୍ ରହିବା ପଛରେ ରହସ୍ୟ ରହିଛି। ଆଉ ସେ ରହସ୍ୟ ହେଉଛି ନିଜେ ନିଜ ପ୍ରଶାସନିକ ଅଧିକାରୀ, ଯନ୍ତ୍ରୀ ଓ ଠିକାଦାର ମାନଙ୍କ ଉପରେ କିଭଳି ପଦକ୍ଷେପ ନେବେ। ଯଦି ପଦକ୍ଷେପ ନେବେ ତା ହେଲେ ସେମାନେ ଯୋଉ ଜିଲ୍ଲା, ଉପଖଣ୍ଡ କିମ୍ବା ବ୍ଲକରେ ସେ ସମୟରେ ଅବସ୍ଥାପିତ ଥିଲେ। ସେହି ସ୍ଥାନ ମାନଙ୍କରେ ମଧ୍ୟ 

5-ଟି କାମ ହୋଇଛି। ତେଣୁ ଏବେ ନିଜ ଭାଇଚାରା ବଞ୍ଚାଇବେ ନା ନିଜ ନିଜ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବୀ କରିବେ। ଏବେ ଏହା ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଦେଖିବାକୁ ରହିଲା ବର୍ତ୍ତମାନ ର ସରକାର ତ ଏଭଳି ଏକ ସ୍ପର୍ଶକାତର ଘଟଣାକୁ ନେଇ ତତ୍ପରତା ଦେଖାଉଛନ୍ତି। ସେହିଭଳି ପ୍ରଶାସନିକ ଅଧିକାରୀ ମାନଙ୍କ ସ୍ତରରେ ତାହା ଲାଗୁ ହେବ ନା ନାହିଁ, ତାହା ଦେଖିବାକୁ ବାକି ରହିଲା। 
ଏପଟେ କିନ୍ତୁ ବହୁ ପୁରୁଣା କୋଠା କୁ ଜାଣି ଶୁଣି କାହା ସ୍ବାର୍ଥରେ କାହାକୁ ଫାଇଦା ପହଞ୍ଚାଇବା ପାଇଁ ସେ ସମୟର ଯନ୍ତ୍ରୀ , ଅଫିସର ଏତେ ବଡ଼ ରିସ୍କ ଉଠାଇଥିଲେ ତାହା କେହି ପାଟି ଫିଟାଇବାକୁ ଏବେ ରାଜି ନୁହଁନ୍ତି । ଶୁଣିବାକୁ ମିଳିଛି ପାବାର କରିଡ଼ର ମଧ୍ୟରେ ରହିଥିବା ଜଣେ ଠିକାଦାରଙ୍କୁ ଏହି ୫ ଟି ସ୍କୁଲ କାମ କରିବାପାଇଁ କାଲେ ସେ ସମୟର ଯନ୍ତ୍ରୀ ଓ ଅଫିସର ଟେକିଦେଇ ଥିଲେ । ଏଇଥିପାଇଁ ତ ସ୍କୁଲରେ ପାଠ ପଢୁଥିବା ପ୍ରାୟ ୪ ଶହ ଛାତ୍ରଛାତ୍ରୀ ଙ୍କ ଜୀବନ କୁ ବାଜି ଲଗାଇଦେବା ଭଲି  ସ୍ପର୍ଶକାତର ଘଟଣା ଦେଖିବାକୁ ମିଳିଛି। ତେବେ ଉଚ୍ଚ ସ୍ତରୀୟ ତଦନ୍ତ ହେଲେ ଖୋଲ ଭିତରେ ଥିବା ମୂଷା ଧରାପଡିଯିବା ଭୟରେ ଇତସ୍ତତଃ ଏପଟେ ସେପଟେ ହୋଇ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଇଆଡୁ ସେଆଡୁ କହି ବୁଲୁଥିବା ଦେଖାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like