-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ଜିଲ୍ଲା

ବସ ଦୁର୍ଘଟଣା, ଭାରସାମ୍ୟ ହରାଇ ପିକ୍ ଅପ ଭେନ କୁ ପିଟିଲା ସରକାରୀ ବସ୍, ଅଳ୍ପକେ ରକ୍ଷା ପାଇଲେ ଯାତ୍ରୀ

19-Sep-2024



ହରଭଙ୍ଗା: ୫୭ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଅନ୍ତର୍ଗତ ମତ୍ସ୍ୟ ବିଭାଗ କାର୍ଯାଳୟ ସମ୍ମୁଖରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ପାର୍କିଙ୍ଗରେ ଥିବା ଦୁଇଟି ପିକଅପ କୁ ଧକା ଦେଲା ଯାତ୍ରୀବାହୀ ସରକାରୀ ବସ । ଅଳ୍ପକେ ବର୍ତିଲେ ୪୦ଯାତ୍ରୀ ।  ସୂଚନା ଅନୁଯାୟୀ  ଭୁବନେଶ୍ୱରରୁ ଟିଟିଲାଗଡ଼ ଯାଉଥିବା ଏକ ସରକାରୀ ବସ ବିଳମ୍ବିତ ରାତିରେ ବୌଦ୍ଧ ମତ୍ସ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୁର୍ଘଟଣା ଗସ୍ତ ହୋଇଛି । ବସଟି ଭାରସାମ୍ୟ ହରାଇ ଦୁଇଟି ପିକଅପ ଭ୍ୟାନକୁ ପିଟିବା ସହ

ରାସ୍ତା କଡ଼ରେ ରହିଥିଲା । ଫଳରେ ବସରେ ଥିବା ୪୦ ଜଣ ଯାତ୍ରୀଙ୍କ ମଧ୍ୟରୁ ୨ ଜଣ ସାମାନ୍ୟ ଆହତ ହୋଇଥିବା ବେଳେ ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଆହତଙ୍କୁ ବୌଦ୍ଧ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଇଥିବା ବେଳେ ସମସ୍ତ ଯାତ୍ରୀ ଅନ୍ୟ ଏକ ବସ ଯୋଗେ ନିଜର ଗନ୍ତବ୍ୟ ସ୍ଥଳକୁ ଯାଇଥିବା ଜଣାପଡିଛି । ସେପଟେ ପୋଲିସ ଘଟଣା ସ୍ଥଳରେ ପହଁଚି ନଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like