-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଡିଗ୍ରୀ କଲେଜରେ ପ୍ରଥମ ବର୍ଷ ଛାତ୍ରୀ ଛାତ୍ରଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

19-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକ ସ୍ଥିତ ପଞ୍ଚାୟତ ଡିଗ୍ରୀ କଲେଜରେ ପୁରାତନ ଛାତ୍ରଛାତ୍ରୀମାନେ ନବାଗତ ପ୍ରଥମ ବର୍ଷର ଭାଇ ଭଉଣୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ସମାରୋହ କଲେଜ ସଭାଗୃହରେ ଅନୁଷ୍ଠିତ

ହୋଇଯାଇଛି। ଛାତ୍ରୀ ପ୍ରିୟଙ୍କା ସାହୁଙ୍କ ସଭାପତିତ୍ଵରେ ଅନୁଷ୍ଠିତ ସ୍ଵାଗତ ସଭାରେ ମୂଖ୍ୟ ଶିକ୍ଷା ବିଭାଗୀୟ ଅଧ୍ୟାପକ ରବିନ୍ଦ୍ର କୁମାର ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ନବାଗତ ଛାତ୍ର ଛାତ୍ରୀଙ୍କୁ ଉଦବୋଧନ ଦେଇଥିଲେ। କହିଥିଲେ ବର୍ତ୍ତମାନ ଯୁଗରେ ଶିକ୍ଷାର ଗୁରୁତ୍ଵ ଏବଂ ସଦଉପଯୋଗ ଉପରେ ବକ୍ତବ୍ଯ ରଖିଥିଲେ ଏବଂ ସମସ୍ତେ ଶୃଙ୍ଖଳିତ ରହି ଶିକ୍ଷା କରିବାକୁ ପରାମର୍ଶ ଦେଇଥିଲେ। ସେହିପରି ସମ୍ମାନୀତ ଅତିଥି ଭାବେ ଅଧ୍ୟାପକ ସୁନିଲ ପୁଟା, ନିଳମଣୀ ମଳିକ ଓ ଅଧ୍ୟାପିକା ମମତା ପଣ୍ଡା ଉପସ୍ଥିତ ରହି ନବାଗତଙ୍କୁ ଦିଗ ଦର୍ଶନ ଦେଇଥିଲେ। ନବାଗତ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବା ପାଇଁ ତର୍କ, ସଙ୍ଗୀତ ଓ ନୃତ୍ୟ ପ୍ରତିଯୋଗୀତା କରାଯାଇଥିଲା,କୃତି ପ୍ରତିଯୋଗୀଙ୍କ ମଧ୍ୟରୁ ନବାଗତା ରଶ୍ମିତା ନାଏକ ଏବଂ ଭାଗ୍ୟବାନ ରଣାଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। କାର୍ଯ୍ୟକ୍ରମରେ ଛାତ୍ରୀ ବିଷ୍ଣୁପ୍ରିୟା ପଟ୍ଟନାୟକ ଅତିଥି ପରିଚୟ ଓ ମଞ୍ଚ ସଂଯୋଜନା କରିଥିବା ସ୍ଥଳେ ଅଧ୍ୟାପକ ସୁନିଲ ପୁଟା ଧନ୍ୟବାଦ ଦେଇଥିଲେ। ପୁରାତନ ଛାତ୍ରଛାତ୍ରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026

You Might Also Like