-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

କଣ୍ଟାମାଳ ହାଇସ୍କୁଲରେ ବ୍ଲକସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଅନୁଷ୍ଠିତ

19-Sep-2024



କଣ୍ଟାମାଳ(ଜୟ କୁମାର ମହାରଣା) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର କଣ୍ଟାମାଳ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ  ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ପ୍ରକାଶ କୁମାର ପ୍ରଧାନଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କଣ୍ଟାମାଳ ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁର୍ଗାଚରଣ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉଦ୍ଧବ ମହାଲିକ ଯୋଗଦେଇ କାର୍ଯ୍ୟକ୍ରମର

ଶୁଭାରମ୍ଭ କରିଥିଲେ । ସର୍ବପ୍ରଥମେ ବିଦ୍ୟାଳୟର ଜୁନିଅର ରେଡ଼କ୍ରସ୍ ସ୍ଵେଚ୍ଛାସେବୀଙ୍କ ଦ୍ବାରା ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କୁ ଫୁଲ ଓ ଚନ୍ଦନ ଦେଇ ସ୍ବାଗତ କରାଯାଇଥିଲା।ପରେ ସମସ୍ତ ଅତିଥି ପ୍ରକଳ୍ପବୁଲି ଦେଖିଥିଲେ। କାର୍ଯ୍ୟକ୍ରମରେ ବିଚାରକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଗୋଛାପଡ଼ାର ବିଜ୍ଞାନ ଶିକ୍ଷକ ପ୍ରଶାନ୍ତ କୁମାର ପ୍ରଧାନ ଓ ସରକାରୀ ଉଚ୍ଚ ବିଦ୍ୟାଳୟ ଦହ୍ୟାର ବିଜ୍ଞାନ ଶିକ୍ଷକ ସଞ୍ଜୟ କୁମାର ବିଶ୍ବାଳ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ଉପସ୍ଥାପନ କରାଯାଉଥିବା ବିଜ୍ଞାନ ତଥ୍ୟକୁ ସଠିକ୍ ଭାବରେ ବିଚାର

କରିଥିଲେ।ଏହି  କଣ୍ଟାମାଳ ବ୍ଲକ ଅନ୍ତର୍ଗତ ୨୨ ଟି ଉଚ୍ଚ ବିଦ୍ୟାଳୟ ଓ ୬ଟି ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର  ବରିଷ୍ଠ ଶିକ୍ଷକ ମନୋରଂଜନ ପ୍ରଧାନ ପରିଚାଳନା କରିଥିବା ବେଳେ, ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ। କାପରିଶେଷରେ ବିଜ୍ଞାନ ଶିକ୍ଷୟିତ୍ରୀ ହେମବନ୍ତି ବାଘ ଧନ୍ୟବାଦ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like