-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

  ଲରିଆବାହାଲ ଗ୍ରାମର ସେମେଲ ପୋଖରୀ ଦୁିର୍ନିତି ପଦାରେ ପଡିଲା, ଭୁସୁଡି ଗଲା ୨୩ଲକ୍ଷ ଟଙ୍କା ପୋଖରୀ ହୁଡା, ଦୁର୍ନୀତିି ହୋଇଥିବା ଗ୍ରାମବାସୀ ଅଭିଯୋଗ କରି ଆସୁଥିଲେ   ପ୍ରଶାସନ ନିଦାବିଷ୍ଣୁ, 

19-Sep-2024



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)-ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବୈଦୁପାଲି ପଞ୍ଚାୟତ ଅନ୍ତର୍ଗତ ଲରିଆବାହାଲ ସେମେଲ ପୋଖରୀ । ଗତ ବର୍ଷ ୨୩ ଲକ୍ଷ ଟଙ୍କାରେ ଉକ୍ତ ପୋଖରୀର ମାଟି କାମ ହୋଇଥିବା ସୂଚନା ଫଳକରୁ ଜଣାଯାଏ । ପୋଖରୀରୁ ମାଟି କାମ ହୋଇ ହୁଡାରେ ପକାଇଯାଇଥିବା ପ୍ରଶାସନ ପକ୍ଷରୁ ସଫେଇ ଦେଇ ଆସୁଥିବା ବେଳେ ଏହି ପୋଖରୀ କାମରେ  ପ୍ରାୟ ୭ ଲକ୍ଷ ଟଙ୍କାର ଦୁର୍ନୀତି ହୋଇଥିବା ଗ୍ରାମବାସୀ, ୱାର୍ଡ ସଭ୍ୟମାନେ  ଅଭିଯୋଗ କରିଆସୁଛନ୍ତି । ଏହାର ତଦନ୍ତ କରାଯିବା ଦୂରେଥାଉ ଦୁର୍ନୀତିକୁ ଚପାଇବାକୁ ବିଭିନ୍ନ ମହଲରେ ଅଭିଯୋଗକାରୀମାନଙ୍କ ଉପରେ ଚାପ ସୃଷ୍ଟି କରିବା ସହ କାମ ଠିକ୍ ହୋଇଥିବା  ଦାୟିତ୍ୱରେ ଥିବା ଅଧିକାରୀମାନେ ବାହାସ୍ପୋଟ ମାରିଆସୁଛନ୍ତି । ପୋଖରୀ ସାରା ବିଭିନ୍ନ ଲକଟାବୁଦାରେ ଭର୍ତ୍ତି ହୋଇଥିବା ବେଳେ ଅଧିକା ପାଣି ଯିବାକୁ ବ୍ୟବସ୍ଥା ମଧ୍ୟ କରାଯାଇ ନାହିଁ । ଗତ ବର୍ଷ କାମ ଚାଲିଥିବା ବେଳେ ଜୁନ ମାସ ଆସିଯିବାରୁ ତରବରରେ କାମ ସଂପୂର୍ଣ୍ଣ ହୋଇଥିବା କହି ବର୍ଷା ସମୟରେ ପୋଖରୀର ପାଣି ଭର୍ତ୍ତି କରି ଦେଳେ ।  କାମ କେତେ ହୋଇଛି ଏହାର ପ୍ରମାଣ ନଷ୍ଟ କରାଯାଇ ବିଭିନ୍ନ  କିସ୍ତିରେ ୨୩ ଲକ୍ଷ ଟଙ୍କା ମଧ୍ୟ ଉଠାଯାଇଛି । ଏହାକୁ ମିଳିମିଶି ଭାଗବଣ୍ଟା କରି ପୋଖରୀକୁ ଖୋଲ କରି ଗ୍ରାମବାସୀଙ୍କୁ ଲଲିପପ୍ ଧରାଇ ଦେଲେ ।  ଯିଏ ବିରୋଧ କରି ଅଭିଯୋଗ କଲା ସେମାନଙ୍କୁ ବିଭିନ୍ନ ପ୍ରକାର ଧମକ ମଧ୍ୟ ଦିଆଯିବା ସହ ସରକାରୀ ଯୋଜନା ବନ୍ଦ କରାଯିବ ବୋଲି ମଧ୍ୟ ଧମକ ଦିଆଯାଇଛି । କାହାକୁ ଟାଉଟର କହିବା ବେଳେ କାହାକୁ ଉଦ୍ଦେଶ୍ୟ ବୋଲି ଅଭିଯୋଗକୁ ଭିତ୍ତିହୀନ କହି ତଦନ୍ତ କରାଗଲା ନାହିଁ । କିନ୍ତୁ ଆଜି ସମସ୍ତ ସତ ଜଣା ପଡିଛି ।ନିମ୍ନ ମାନର କାମ ଯୋଗୁଁ ରାତିରେ  ପୋଖରୀ  ହୁଡା ଭାଙ୍ଗି ଯାଇଛି ।  ପାଣି ଚାଲିଯିବା ବେଳେ ଲଟା ବୁଦା ରହିଛି ।  ଏତେ ଟଙ୍କାର ଅନୁଦାନରେ ଏକ ସୁନ୍ଦର ପୋଖରୀ ହେବା କଥା । କିନ୍ତୁ  ନିମ୍ନମାନର କାମ ଯୋଗୁଁ  ଆଜି ପୋଖରୀର ଅବସ୍ଥା ଏପରି ।  ବର୍ତ୍ତମାନ ବଡ ଖାଇ ସୃଷ୍ଟି ହୋଇଥିବାରୁ ଏହାର ମରାମତି କିଏ କରିବ ? ଉକ୍ତ ଘାଇ ଯୋଗୁଁ ଗ୍ରାମବାସୀ ବିପଦ ସଂକୁଳ ଅବସ୍ଥାରେ ଯିବା ଆସିବା କରୁଛନ୍ତି । ଏହାର ତଦନ୍ତ କରାଯିବାକୁ ଗ୍ରାମର ବିକାଶ ହାତୀ, ନିଳମଣୀ ସାହୁଙ୍କ ସମେତ ୱାର୍ଡସଭ୍ୟମାନେ  ଅଭିଯୋଗ କରିଛନ୍ତି ।  ନଚେତ ଆଗାମୀ ଦିନରେ  ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ ବୋଲି ଜଣାଇଛନ୍ତି । 

 


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like