-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଲରକି ପାଲି ର କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ

19-Sep-2024



ବଲାଙ୍ଗିର,ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କନ୍ଧପାଲି ପଡ଼ା, ବଲାଙ୍ଗୀର ଯାହା (ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ) ତରଫରୁ ଏକ ଅଣ ସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ଲରକି ପାଲି ର କଲ୍ୟାଣ ମଣ୍ଡପ ଠାରେ ଆଜି ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ଆଶା ,ମହିଳା ସ୍ବାସ୍ଥ୍ୟ କର୍ମୀ ଓ ମହିଳା ଆରୋଗ୍ୟ ସମିତି ର ସମସ୍ତ ସଦସ୍ୟ ମାନେ ମିଶି ସମସ୍ତ କର୍ମଚାରୀ ଙ୍କୁ ସ୍ଵାଗତ କରିଥିଲେ ଓ ସହଯୋଗ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିର ର ମୂଳ ଉଦ୍ଦେଶ୍ୟ ଅଣସଂକ୍ରମକ ରୋଗ ର ଚିହ୍ନଟ ସହ , ମାଗଣା ରକ୍ତ ପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ।ଏହି ସ୍ବାସ୍ଥ୍ୟ ଶିବିର ରେ ୧୫୦ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । ଉକ୍ତ ସ୍ବାସ୍ଥ୍ୟ ଶିବିରର ନିରୀକ୍ଷଣ ଡିପିଏଚଓ ଡାକ୍ତର ଦିବ୍ୟ କିଶୋର ପତି କରିଥିଲେ। ଏ ପି ଏମ ରାମାନୁଜ ପଣ୍ଡା, ୟୁ ଡି ଏମ ଅନିଲ ମହାକୁର ଯୋଗଦାନ ଦେଇ ସମସ୍ତଙ୍କୁ ଉତ୍ସାହିତ କରିବା ସହ ଏହି ଶିବିରର ତଦାରଖ କରିଥିଲେ ।

ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢି ଓ ଭୀମ ଭୋଇ ମେଡିକାଲ କଲେଜ୍ ର ଡାକ୍ତର ମାନଙ୍କ ସମେତ ଷ୍ଟାଫ ନର୍ସ ସନ୍ତୋଷିନି କରନ, ରାଧାକାନ୍ତ ନାଏକ, ଫାର୍ମାସିଷ୍ଟ ଶାନ୍ତନୁ କୁମାର ସାହୁ, ଲେଵ ଟେକନିଶିଆନ ପ୍ରମୋଦ ଥନପତି, ଡାଟା ଆସିଷ୍ଟାଣ୍ଟ ସୁମନ ଭାଟି, ସଗୀର ମହମ୍ମଦ, ମାନସ ହୋତା, ଫିଜିଓ ଥେରପିଷ୍ଟ ସତ୍ୟବ୍ରତ ସାହୁ ଓ ନ୍ୟୁଟ୍ରି ସନିଷ୍ଟ ମଧୁମିତା ଲେଙ୍କା, ଶ୍ୱର୍ଜିତ୍ ଶତପଥୀ,ସୁଜ୍ଞାନ ବନ୍ତ ମିଶ୍ର ସହଯୋଗ କରିଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଦାନ୍ତ ଓ ମୁଖ ବିଶେଷଜ୍ଞ ଡାକ୍ତର ଶ୍ରେୟାସ୍ ପାଣିଗ୍ରାହୀ ଦାନ୍ତ ଓ ମୁଖ ର ସ୍ବାସ୍ଥ୍ୟ ସେବା ଦେବା ସହ ଉପଯୁକ୍ତ ପରମର୍ଷ ଦେଇଥିଲେ। ଉକ୍ତ ସ୍ବାସ୍ଥ୍ୟ ଶିବିରର ଆୟୋଜନ ଓ ପରିଚାଳନାକୁ ଜାଗ୍ରତ ପାଣିଗ୍ରାହୀ ସୁନ୍ଦର ଭାବେ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like