-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ବ୍ଲକ ସ୍ତରୀୟ "ସୁଭଦ୍ରା" ଚିତ୍ରକଳା ପ୍ରତିଯୋଗୀତା ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ

19-Sep-2024



ବରଗଡ଼:(ପ୍ରେରଣା)-ମହିଳା ମାନଙ୍କୁ ସଶକ୍ତି କରଣ ସକାଶେ ଓଡ଼ିଶା ସରକାରଙ୍କ "ସୁଭଦ୍ରା"  ଯୋଜନାକୁ ସଫଳ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ପକ୍ଷରୁ ନବମ ଶ୍ରେଣୀରୁ ଦ୍ଵାଦଶ ଶ୍ରେଣୀ ଛାତ୍ରୀ ମାନଙ୍କ ମଧ୍ୟରେ ବ୍ଲକ ସ୍ତରୀୟ "ଚିତ୍ରକଳା ପ୍ରତିଯୋଗୀତା" ବରଗଡ଼ ଜିଲ୍ଲା ଅନ୍ତର୍ଗତ ଯମୁନା କନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ,ପାଇକମାଲ ଠାରେ ଅନୁଷ୍ଠିତ ହୋଇଯାଇଛି।ପାଇକମାଲ ବ୍ଲକର ବିଭିନ୍ନ ବିଦ୍ୟାଳୟରୁ ୨୪ ଜଣ ଛାତ୍ରୀ ପ୍ରତିଯୋଗୀତାରେ ଭାଗ ନେଇଥିଲେ। ସମସ୍ତ ଛାତ୍ରୀ ମାନଙ୍କୁ ଶିକ୍ଷା ବିଭାଗ ପକ୍ଷରୁ ସାଟିଫିକେଟ ଓ ଟ୍ରଫି ପ୍ରଦାନ କରାଯାଇଥିଲା। ସବୁଠୁ ଭଳ ପ୍ରଦର୍ଶନ କରିଥିବା ପାଞ୍ଚ ଜଣ ଛାତ୍ରୀ ମାନଙ୍କ ମଧ୍ୟରେ ସ୍ନେହା ଦ୍ୱାରି, ମୁସ୍କାନ ତ୍ରିପାଠୀ , ( ଆଦର୍ଶ ବିଦ୍ୟାଳୟ ) ପ୍ରିନ୍ସି ଗୋଚ୍ଛି, ଡୋଲି ଭୋଇ ( ଯମୁନା କାନ୍ଧୁଣୀ ବାଳିକା ଉଚ୍ଚ ବିଦ୍ୟାଳୟ ) ମିନତୀ ଗିଙ୍ଗରା, ବିନ୍ଧ୍ୟବାସିନୀ +୨ ମହାବିଦ୍ୟାଳୟଙ୍କୁ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତାରେ ଭାଗ ନେବା ପାଇଁ ଚୟନ କରାଯାଇଛି । ସୁଭଦ୍ରା ଚିତ୍ରକଳା ପ୍ରତିଯୋଗୀତା ପରେ ଏକ ଉଦଯାପନୀ ସଭା ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ସଭାପତିତ୍ବରେ ଅନୁଷ୍ଠତ ହୋଇଥିଲା । ମୁଖ୍ୟ ଅତିଥି ଭାବେ ପାଇକମାଲ ଗ୍ରାମ ପଞ୍ଚାୟତ ସରପଞ୍ଚ ତୁଲାବତୀ ତାଣ୍ଡି ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସହ ଶିକ୍ଷା ଅଧିକାରୀ  ରାଧେଶ୍ୟାମ ମେହେର, ଢ଼ଲେନ୍ଦ୍ର ବାରିକ, ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ ପଣ୍ଡା ମଞ୍ଚାସିନ ଥିଲେ । ଶେଷରେ ଶିକ୍ଷୟତ୍ରୀ ଅନୀମା ରାଉତ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like