-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ମହାବିଦ୍ୟାଳୟରେ ବିଜ୍ଞାନ ବିଭାଗର ସ୍ବାଗତ ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ

19-Sep-2024



ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ମହାବିଦ୍ୟାଳୟ ରେ ବିଜ୍ଞାନ ବିଭାଗର ସ୍ବାଗତ ଓ ବିଦାୟ କାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଅଧ୍ୟକ୍ଷ ଡ. ହିମାଂଶୁ ଶେଖର ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ପରିଚାଳନା ସମିତିର ସଭାପତି ସ୍ବୟମ୍ଭୁନାଥ ଖଣ୍ଡଗିରୀ ମୁଖ୍ୟ ଅତିଥିଭାବରେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଇଂରାଜୀ ବିଭାଗର ମୁଖ୍ୟ ଗୀତାଞ୍ଜଳି ପୂଝାରୀ, ପ୍ରାଣୀ ବିଜ୍ଞାନ ମୁଖ୍ୟ ସଞ୍ଜିତ୍ କୁମାର ନାୟକ, ରସାୟନ ବିଜ୍ଞାନ ଅଧ୍ୟାପକ ବିରଞ୍ଚିନାରାୟଣ ମିଶ୍ର, ପଦାର୍ଥ ବିଜ୍ଞାନର ଡେମନଷ୍ଟେଟର ବଳରାମ ଶତପଥୀ ପ୍ରମୁଖ ଯୋଗଦେଇଥିଲେ । ଅଶି ଦଶକରେ ଆମଦେଶ ଆମେରିକାର ଗହମକୁ ଭରସାକରି ଚଳୁଥିଲା । ସେଠାରୁ ଗହମ ଆସିଲେ ଆମ ପିଲାମାନେ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଉଥିଲେ । କିନ୍ତୁ ଆଜି ଭାରତ ବିଶ୍ବର ଏକ ପ୍ରମୁଖ ଅସ୍ତ୍ର ରପ୍ତାନୀକାରୀ ରାଷ୍ଟ୍ର ହେବାକୁ ଯାଉଛି । ଆମ ଦେଶର ବୈଜ୍ଞାନିକ ମାନଙ୍କ କଠୋର ପରିଶ୍ରମ ଯୋଗୁଁ ଏହା ସମ୍ଭବ ହୋଇଛି । ଏକାଗ୍ର ମନରେ କଠୋର ପରିଶ୍ରମ କଲେ ଛାତ୍ରଛାତ୍ରୀମାନେ ସଫଳତାର ଶୀର୍ଷରେ ପହଞ୍ଚି ପାରିବେ ବୋଲି ନିମନ୍ତ୍ରିତ ଅତିଥିମାନେ ମତବ୍ୟକ୍ତ କରିଛନ୍ତି ।

ସେହିପରି ବିଜ୍ଞାନ ବିଭାଗର ଅଧ୍ୟାପକ, ଅଧ୍ୟାପିକା ମାନଙ୍କ ମଧ୍ୟରୁ ଜିତେନ୍ଦ୍ର କୁମାର ସାହୁ, ଦୀପକ ଟପୋ, ବିଦ୍ୟୁତପ୍ରଭା ରଥ, ସିଦ୍ଧେଶ୍ବର ତ୍ରିପାଠୀ, ମାଧବ ପଧାନ, ସୁନୀଲ କୁମାର ତ୍ରୀପାଠୀ ପ୍ରମୁଖ ବକ୍ତବ୍ୟ ରଖି ଛାତ୍ରଛାତ୍ରୀ ମାନଙ୍କୁ ଭଲମଣିଷ ହେବାପାଇଁ ପରାମର୍ଶ ଦେଇଥିଲେ । ଛାତ୍ରୀଛାତ୍ରୀଙ୍କ ମଧ୍ୟରୁ ଶ୍ରୀୟା ମଞ୍ଜରୀ ସାହୁ ଓ ପ୍ରିତିଷ ସାହୁ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ସ୍ବାଗତ ବାର୍ତ୍ତା ପ୍ରଦାନ କରିଥିଲେ । ଏହି ଅବସରରେ ଗତ ଶିକ୍ଷାବର୍ଷରେ ଯୁକ୍ତ ତିନି ରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ବିଦାୟୀ ସମ୍ବର୍ନ୍ଧନା ଦିଆଯାଇଥିଲା । ଛାତ୍ରୀ ସ୍ବାଗତିକା ରଥ ଓ ସୁପ୍ରିତା ମେଣ୍ଡିଳି ସଭା ସଂଯୋଜନା କରିଥିବା ବେଳେ ସୁପ୍ରିୟା ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026

You Might Also Like