-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ବିଗୁଲ୍ ଟିଭି ର ନୂଆଁ ଖାଇ ଭେଟ ଘାଟ ପାଇଁ ସୋନପୁର ରେ ସାମ୍ୱାଦିକ ସମ୍ମିଳନୀ

19-Sep-2024



ସୋନପୁର( ମନୋରଞ୍ଜନ ତ୍ରିପାଠୀ) ବିଗୁଲ ଟିଭି ର ନୂଆଁ ଖାଇ ଭେଟ ଘାଟ ୨୦୨୪ ପାଳନ ପାଇଁ ପ୍ରସ୍ତୁତି ଜୋର୍ ଦାର ଚାଲିଥିବା ବେଳେ ଆଜି ସୁବର୍ଣ୍ଣପୁର ର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ପଏଁରୀ ସଭା ଗୃହ ଠାରେ ଏ ଉତ୍ସବ ନେଇ ଏକ ସାମ୍ବାଦିକ ସମ୍ମିଳନୀ ର ଆୟୋଜନ କରାଯାଇଛି l ବୀଗୁଲ୍ ଟିଭି ର ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ଏହି ସମ୍ମିଳନୀରେ ଚେନେଲ୍ ର ଉପଦେଷ୍ଟା ଅଭିମନ୍ୟୁ କୁଶଳ , ଉପ ସଭାପତି ବଣ୍ଟୁ ଅଗ୍ରୱାଲା, ପ୍ରୋଗ୍ରାମ ଡାଇରେକ୍ଟର ଚୌଧୁରୀ ବିଭାର  ମଞ୍ଚlସିନ ରହି ସାଧାରଣ ଜନତା ଙ୍କ ସମସ୍ୟା ଙ୍କୁ ଜିଲ୍ଲା ତଥା ରାଜ୍ୟ ସରକାର ଙ୍କ ଠାରେ ଉପସ୍ଥାପନା କରି ଖୁବ୍ କମ୍ ବର୍ଷ ରେ ଲକ୍ଷାଧିକ ଦର୍ଶକ ଙ୍କ ମଧ୍ୟରେ ଆଦୃତ ଲାଭ କରି ଥିବା ଏହି ଚେନେଲ ର ଆହୁରି ସଫଳତା କାମନା କରୁଛୁ ବୋଲି ମତ ପ୍ରକାଶ କରି ଏହି ଉତ୍ସବ ର ଆହୁରି ସଫଳ କାମନା କରିଥିଲେ l ବରିଷ୍ଠ ସାମ୍ବାଦିକ ମନୋରଞ୍ଜନ ତ୍ରୀପାଠୀ ଓ ସମାଜସେବୀ ଲଡ଼ୁ କିଶୋର ମଲ୍ଲିକ ଙ୍କ ସମେତ ଉପସ୍ଥିତ ଚେନେଲ୍ ବୋର୍ଡ ର ବରିଷ୍ଠ ସଦସ୍ୟ  ଆନନ୍ଦ ପାତ୍ର, ଶାନ୍ତନୁ ବାଗ, ସରୋଜ ପଧାନ, ଦେବାଶିଷ ପଟ୍ଟ ନାୟକ  ଉତ୍ସବ ର ସଫଳତା ପାଇଁ ଓ ସମସ୍ତ ସହଯୋଗ ପାଇଁ ବିଭିନ୍ନ ମତ ରଖି  ଥିଲେ l ଆସନ୍ତା ୨୨ ତାରିଖ ରବିବାର ଦିନ ଏହି ଵିଗୁଲ ଟିଭି ର ଉତ୍ସବ ରେ ଜିଲ୍ଲା ତଥା ରାଜ୍ୟ ର ବହୁ ପ୍ରଶାସକ ଓ ନେତା ଯୋଗ ଦେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଅପରାହ୍ନ ୩ ଟା ରୁ ରାତି ୧୦  ଟା ଯାଏଁ ସମ୍ବଲପୁରୀ ନାଚ ଗୀତ ଓ ଫେସନ୍ ଶୋ  କାର୍ଯ୍ୟକ୍ରମ ସହିତ ବିଭିନ୍ନ ପ୍ରତିଭା ଙ୍କୁ ସମ୍ବର୍ଧିତ କାର୍ଯକ୍ରମ ରହିଥିବା ବିଷୟ ଚେନେଲ୍ ହେଡ୍ ଶ୍ରୀ ମିଶ୍ର ଓ କଲ୍ଚରାଲ ଡାଇରେକ୍ଟର ଶ୍ରୀ ଚୌଧୁରୀ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like