-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିକାଶ ମେଳା କାର୍ଯ୍ୟକ୍ରମ -

19-Sep-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ବିକାଶ ମେଳାର ଆୟୋଜନ ପରିପ୍ରେକ୍ଷୀରେ  ଜିଲ୍ଲାପାଳ ଅନ୍ୟା ଦାସଙ୍କ ଅଧ୍ୟକ୍ଷତାରେ ଆଜି  ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଛି I ଆସନ୍ତା 20 ରୁ 22  ତାରିଖ ପର୍ଯ୍ୟନ୍ତ   ସୋନପୁର ସହରର ରୟାଲ ପଡ଼ିଆଠାରେ ଏହି ଜିଲ୍ଲାସ୍ତରୀୟ ବିକାଶ ମେଳା  ଆୟୋଜିତ ହେବ। ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ବିଭିନ୍ନ ଉନ୍ନୟନମୂଳକ ଫଳପ୍ରସୂ ଯୋଜନା ଗୁଡିକୁ ଜନସାଧାରଙ୍କୁ ଅବଗତ ଓ ସଚେତନ କରିବା ପାଇଁ ଏହି ବିକାଶ ମେଳା ଆୟୋଜିତ କରାଯାଉଛି I ଓଡିଶା ସରକାରଙ୍କ ପଞ୍ଚାୟତି ରାଜ ଓ ପାନୀୟ ଜଳ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ପୂର୍ତ୍ତ, ମିଶନ ଶକ୍ତି, ସୂଚନା ଓ ଲୋକସମ୍ପର୍କ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, କୃଷି, ଉଦ୍ୟାନ କୃଷି, ପର୍ଯ୍ୟଟନ, ଶିକ୍ଷା, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ଓ ଅନ୍ୟାନ୍ୟ ସମସ୍ତ ବିଭାଗର ସମନ୍ବିତ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜନ କରିବା ପାଇଁ ସ୍ଥିର ହୋଇଛି I ୩ ଦିନ ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଲୋକକଳା ଏବଂ ଅନ୍ୟାନ୍ୟ ସାଂସ୍କୃତିକ ଦଳ ମାଧ୍ୟମରେ ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯିବ I 30 ଷ୍ଟଲ ବିଶିଷ୍ଟ ଜିଲ୍ଲାସ୍ତରୀୟ ପ୍ରଦର୍ଶନୀର ଆୟୋଜନ କରାଯିବ I  ପ୍ରତି ଦିନ 5 ରୁ 6  ହଜାର ଜନସାଧାରଣଙ୍କ ସମାଗନ ହେବ ଏହି କାର୍ଯ୍ୟକ୍ରମ ମୁଖ୍ୟତଃ ଜନସାମାବେଶ, ଉନ୍ନୟନ ପ୍ରଦର୍ଶନୀ, ସୁଭଦ୍ରା ଯୋଜନାର ହିତାଧିକାରୀ ସମେତ ଅନ୍ୟାନ୍ୟ ବିଭିନ୍ନ ବିଭାଗର ହିତାଧିକାରୀଙ୍କୁ ଅତିଥିଙ୍କ ଦ୍ୱାରା ସହାୟତା ବଣ୍ଟନ କରାଯିବ l ଏହାପରେ ସ୍ଥାନୀୟ ଲୋକକଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l ଆସନ୍ତା କାଲି 20  ତାରିଖରେ ହେବାକୁ ଥିବା ଉଦ୍ଘାଟନ ସମାରୋହରେ ମାନ୍ୟବର ମନ୍ତ୍ରୀ ଇଲେକ୍ଟ୍ରୋନିକ୍ସ ଓ ପ୍ରଯୁକ୍ତି ବିଦ୍ୟା,ସ୍ବାସ୍ଥ୍ୟ ପରିବାର କଲ୍ୟାଣ ,ସଂସଦ ବ୍ୟାପାର ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ  ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବିକାଶ ମେଳାକୁ ଉଦ୍‌ଘାଟନ କରିବେ।ସମ୍ମାନନୀୟା ସାଂସଦ  ବଲାଙ୍ଗୀର ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ମାନ୍ୟବର ସୋନପୁର ବିଧାୟକ ନିରଞ୍ଜନ ପୂଜାରୀ,ବିରମହାରାଜପୁର ବିଧାୟକ ରଘୁନାଥ ଜଗଦଲା, ଜିଲ୍ଲାପରିଷଦ ଅଧ୍ୟକ୍ଷା ସୁପରା ଠେଲା , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ୟଶ ପ୍ରତାପ ଶ୍ରୀମଲ, ବିଶିଷ୍ଟ ବ୍ୟକ୍ତି ପ୍ରମୁଖ ସମ୍ମାନୀତ ଅତିଥିଭାବରେ ଯୋଗଦେବ ବୋଲି ଜିଲ୍ଲାପାଳ ଅନ୍ୟା ଦାସ ସାମ୍ବାଦିକ ସମ୍ମଳନୀରେ ସୂଚନା ଦେଇଛନ୍ତି  । ଏହି ସାମ୍ବାଦିକ ସମ୍ମଳନୀରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ, ଜ଼ିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଶ୍ୱିନୀ ମେହେର , ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ଅଶ୍ବିନୀ ଭୋଇ, ଅନ୍ୟାନ୍ୟ ସମ୍ପୃକ୍ତ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୂଖ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like