-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||     

HOME   ଜିଲ୍ଲା

ସ୍ବଚ୍ଛତା ପ୍ରତି ଆମର କର୍ତ୍ତବ୍ୟର ମାର୍ଗ ଦେଖାଇଲା " ସ୍ବଚ୍ଛତା ହିଁ ସେବା" ଅଭିଯାନ

20-Sep-2024



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ  ଓ ବରଗଡ଼  ଆଞ୍ଚଳିକ ପରିବହନ  କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ଆଜି  ଅତାବିରାରେ ସଫେଇ  ମାଧ୍ୟମରେ "ସ୍ବଚ୍ଛତା ହିଁ  ସେବା" ସଚେତନତା ଅଭିଯାନ  କରାଯାଇଥିଲା । ଏହି ଅଭିଯାନ   ଏନ୍ ଏ ସି କାର୍ଯ୍ୟାଳୟରୁ ଆରମ୍ଭ  କରାଯାଇ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚିଥିଲା। ସଫେଇ ମାଧ୍ୟମରେ  ଅଞ୍ଚଳର ଜନସାଧାରଣଙ୍କୁ 

ପରିବେଶକୁ ସ୍ୱଚ୍ଛ ଓ ସୁନ୍ଦର୍ ରଖିବା ପାଇଁ   ଆହ୍ବାନ ଦିଆଯିବ ସହ ପରିବେଶକୁ ସ୍ୱଚ୍ଛ ରଖିବା ପାଇଁ  ସମସ୍ତଙ୍କ ସହଯୋଗର ଆବଶ୍ୟକ  ବୋଲି ଏକ ବାର୍ତ୍ତା ଦିଆଯାଇଥିଲା ।
ଏହି କାର୍ଯ୍ୟକ୍ରମରେ ବରଗଡ଼  ଆଞ୍ଚଳିକ ପରିବହନ ଅଧିକାରୀ  ସାଗୁଆ ମାଝୀ, ଅତିରିକ୍ତ  ଆଞ୍ଚଳିକ ପରିବହନ ଅଧିକାରୀ

ଅଶୋକ କୁମାର ପାଣିଗ୍ରାହୀ,  ଟ୍ରାଫିକ ଅଧିକାରୀ ପ୍ରଦୀପ କୁମାର ପଟ୍ଟନାୟକ, କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୂର୍ଯ୍ୟ କୁମାର ନାୟକ, ଯେ.ଏସ. ଇ ଦୀନବନ୍ଧୁ ପ୍ରଧାନ, ଏସ ଏଇ ଦିଲୀପ କୁମାର ବିଶ୍ବାଳ, ପ୍ରଦୀପ କୁମାର ପ୍ରଧାନ, ରଜ କୁନାର ସେଠ୍, ସ୍ୱଚ୍ଛ ସୂପରଭାଇଜର   ସ୍ୱଚ୍ଛସାଥୀ,  ସ୍ୱଚ୍ଛକର୍ମୀ ତଥା ପରିଷଦ ଅନ୍ତର୍ଗତ ବିଭିନ୍ନ ଅନୁଷ୍ଠାନର  କର୍ମକର୍ତ୍ତା ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026

You Might Also Like