-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||     

HOME   ଜିଲ୍ଲା

ପଶ୍ଚିମ ଓଡିଶା ଐତିହାସିକ ଅନନ୍ତ ପୂଜା: ସମୟରେ ଖାଦ୍ୟର ମାନ ଯାଞ୍ଚ ପାଇଁ ଚଢ଼ାଉ

20-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ସହରରେ ପଶ୍ଚିମ ଓଡ଼ିଶାର ଐତିହାସିକ ଅନନ୍ତ ପୂଜା ମହୋତ୍ସବ ସମୟରେ ଅନେକ ଭିଡ଼ ଜମିବା ଦେଖିବାକୁ ମିଳିଥାଏ। ଚଳିତ ବର୍ଷ ପାଠ ଅନୁକୂଳ ହେତୁ ପ୍ରବଳ ଭିଡ଼କୁ ଆଖି ଆଗରେ ରଖି ବିଭିନ୍ନ ସ୍ଥାନ ମାନଙ୍କରୁ ଆସିଥିବା ଉଠା ଦୋକାନୀ, ଗୁପଚୁପ ଦୋକାନ,ଚାର୍ଟ ମସଲା ଦୋକାନ ଆଦି ମାନଙ୍କର ଖାଦ୍ୟର ମାନ ପରଖିବା ପାଇଁ ହଠାତ ବରଗଡ଼ ଜିଲ୍ଲା ଦାୟିତ୍ୱରେ ଥିବା ଖାଦ୍ୟ ସୁରକ୍ଷା ଅଧିକାରୀ ପରମେଶ୍ବର ନାଏକ ସଦଳବଳେ ଦିର୍ଘ ଦୁଇଦିନ ଧରି ପ୍ରାୟ ୫୦ ଗୋଟି ଦୋକାନକୁ ଯାଇ ଖାଦ୍ୟର ମାନ ଯାଞ୍ଚ କରିବା ସହିତ ପାନୀୟ ଜଳର ସ୍ୱଚ୍ଛତା ଉପରେ ତଦାରଖ କରିଥିଲେ। ସ୍ଥାନୀୟ ବିଜେପୁର ଥାନା ଅଧିକାରୀ ଧିରେନ୍ଦ୍ର କୁମାର ସ୍ୱାଇଁଙ୍କ ସହାୟତାରେ ଏହି ଯାଞ୍ଚ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଥିବାବେଳେ,ଏହି ଯାଞ୍ଚ ପ୍ରକ୍ରିୟା ଟିମରେ ସେନିଟାରୀ ଇନିସପେକ୍ଟର ତେଜ ଭାନୁ ସାହୁ,ଏମ.ଟି.ଏସ ଭୁବନେଶ୍ବର ଦାସଙ୍କ ସମେତ ସ୍ଥାନୀୟ ପୋଲିସ ଏକତ୍ରିତ ସାମିଲ ହୋଇ ହଠାତ ଚଢ଼ାଉ କରିବା ଦେଖାଯାଇଥିଲା‌


News Comment




Photo in News

Advertisment
Lastest News
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026

You Might Also Like