-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ସାବିତ୍ରୀ ବାଇ ଫୁଲେଙ୍କ ଜୟନ୍ତୀ ପାଳିତ- ଭାରତ ବର୍ଷରେ ନାରୀ ଶିକ୍ଷାର ଆଦ୍ୟ ମୂଳଦୁଆ ପକାଇଥିଲେ,  ସସ୍ମିତା ମାଝିଙ୍କୁ ସାବିତ୍ରୀ ବାଇ ଫୁଲେ ସମ୍ମାନ

03-Jan-2021



ବଲାଙ୍ଗୀର,(ସନ୍ତୋଷ କୁମାର ଠାକୁର)- ଭାରତ ବର୍ଷରେ ନାରୀ ଶିକ୍ଷାର ଆଦ୍ୟ ମୂଳଦୁଆ ପକାଇଥିଲେ ସାବିତ୍ରୀ ବାଇ ଫୁଲେ । ଶିକ୍ଷା ରୂପକ ଜ୍ଞାନର ଆଲୋକରେ ନିଜେ ଆଲୋକିତ ହେବା ସଙ୍ଗେ ସଙ୍ଗେ ଅନ୍ୟମାନଙ୍କୁ ମଧ୍ୟ ଆଲୋକିତ କରି ପାରିଥିଲେ ବୋଲି ସ୍ଥାନୀୟ ସାଂବାଦିକ ଭବନ ଠାରେ ଗଣ୍ଡାବଜା ସାପ୍ତାହିକ ପତ୍ରିକା ତରଫରୁ ଆୟୋଜିତ ହୋଇଥିବା ସାବିତ୍ରୀ ବାଇ ଫୁଲେଙ୍କ ଜୟନ୍ତୀ ଅବସରରେ ଯୋଗ ଦେଇଥିବା ଅତିଥିମାନେ ମତବ୍ୟକ୍ତ କରିଛନ୍ତି । ଗଣ୍ଡାବଜା ପତ୍ରିକାର ସମ୍ପାଦକ ତ୍ରିଲୋଚନ ନନ୍ଦଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲାପାଳ ସୁଧାକର ନାଏକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଅଧ୍ୟାପିକା ଜୟଶ୍ରୀ ସାହୁ , ଅନ୍ୟତମ ବକ୍ତା ଭାବରେ ଅଧ୍ୟାପକ ଜିତ୍ରେନ୍ଦ୍ର ସୁନା , ସମ୍ମାନୀତ ଅତିଥି ଭାବେ ଗବେଷକ ଜୟଦୀପ , ଗୋଁଣ୍ଡ ସମାଜର ଅଖିଳ ଭାରତୀୟ କମିଟିର ସଭ୍ୟ ଗଣେଷ ମାଝି ଓ ସମାଜସେବୀ ସୁଷମା ବଏ ପ୍ରମୁଖ ଯୋଗ ଦେଇଥିଲେ । କୁନା ବାଗ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ସାବିତ୍ରୀ ବାଇ କେବଳ ନାରୀଶିକ୍ଷା ପାଇଁ କାମ କରିନଥିଲେ ବରଂ ସମାଜରେ ଥିବା କୁସଂସ୍କାର ବିରୁଦ୍ଧରେ ମଧ୍ୟ ପ୍ରଭାବୀ ଲଢେଇ କରିଥିଲେ । ତତ୍କାଳୀନ ସମୟରେ ତାଙ୍କ ଉପରେ ହୋଇଥିବା ଅକଥନୀୟ ଅତ୍ୟାଚାରକୁ ସେ ଖାତିର ନ କରି ବରଂ ଏହା ଏକ ସମ୍ମାନ ବୋଲି ଗ୍ରହଣ କରି ସାମଜ ହିତରେ କାମ କରି ଚାଲିଥିଲେ । ତାଙ୍କର ପ୍ରାସଙ୍ଗିକତା ଅତୀତରେ ମଧ୍ୟ ଥିଲା, ଆଜି ମଧ୍ୟ ରହିଛି ଓ ଭବିଷ୍ୟତରେ ମଧ୍ୟ ରହିବ ବୋଲି ମୁଖ୍ୟ ଅତିଥି କହିଥିଲେ । ମାତ୍ର ୯ ବର୍ଷ ବୟସରେ ବିବାହ କରିଥିବା ସାବିତ୍ରୀ ବାଇ ପରବର୍ତ୍ତି ସମୟରେ ନିଜେ ପାଠ ପଢିବା ସହିତ ପାଠ ପଢାଇବା ପାଇଁ ତାଲିମ ନେଇଥିଲେ ଓ ନିଜେ ଏକ ବିଦ୍ୟାଳୟ ପ୍ରତିଷ୍ଠା କରି ଶୁଦ୍ର ତଥା ବାଳିକାମାନଙ୍କୁ ଶିକ୍ଷା ଦେବାର ଆରମ୍ଭ କରିଥିଲେ ବୋଲି ମୁଖ୍ୟବକ୍ତା ଶ୍ରୀମତୀ ସାହୁ କହିଥିଲେ । ଶିକ୍ଷାକୁ ସାର୍ବଜନୀନ କରିବା ତଥା ଶିକ୍ଷାକୁ ମୌଳିକ ଅଧିକାରରେ ଅନ୍ତର୍ଭୁକ୍ତ କରିବା ପାଇଁ ବାସ୍ତବରେ ପ୍ରଥମ ଲଢେଇ ଆରମ୍ଭ କରିଥିଲେ ସାବିତ୍ରୀ ବାଇ । ମାନବିକ ଅଧିକାରର ସୁରକ୍ଷା ପାଇଁ ମଧ୍ୟ ସେ ପ୍ରଥମେ ଲଢେଇ କରିଥିଲେ ବୋଲି ଅନ୍ୟତମ ବକ୍ତା ଶ୍ରୀ ସୁନା କହିଥିଲେ । ତାଙ୍କର ଆଦର୍ଶରେ ଅନୁପ୍ରାଣିତ ହୋଇ ସମାଜରେ ପରିବର୍ତ୍ତନ ଆଣି ପାରିଲେ ସାବିତ୍ରୀ ବାଇଙ୍କ ପ୍ରତି ଉଚିତ ଶ୍ରଦ୍ଧାଞ୍ଜଳି ହେବ ବୋଲି ଅନ୍ୟତମ ଅତିଥି ଜୟଦୀପ , ଶ୍ରୀ ମାଝି ଓ ସୁଷମା ବଏ ପ୍ରମୁଖ କହିଥିଲେ । ଏହି ଅବସରରେ ବଲାଙ୍ଗୀର ଜିଲ୍ଲା ଗୋଁଣ୍ଡ ସମାଜର ପ୍ରଥମ ଡାକ୍ତର ସସ୍ମିତା ମାଝିଙ୍କୁ ସାବିତ୍ରୀ ବାଇ ଫୁଲେ ସମ୍ମାନରେ ସମ୍ମାନୀତ କରାଯାଇଥିବା ବେଳେ ମେଧାବୀ ଛାତ୍ରୀ ସଲୋନୀ ଛତ୍ରିଆ , ମନୀଷା ସୁରୁଜାଲ , ଶିକ୍ଷୟିତ୍ରୀ କୁମୁଦିନୀ ସା ଓ କବି ଅଶ୍ୱିନୀ ବାଗଙ୍କୁ ସମ୍ମାନୀତ କରାଯାଇଥିଲା ।   ଶେଷରେ ହେମ ସୁନ୍ଦର ନାଗ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର