-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ଶଙ୍ଖ ଭବନରେ ଅନୁଷ୍ଠିତ ବରଗଡ ଜିଲ୍ଲାର ସମୀକ୍ଷା ବୈଠକରେ ସଂଗଠନ ବିଷୟରେ ଵିଜୁ ଜନତା ଦଳର ସୁପ୍ରିମୋ ଙ୍କ ସହିତ ଆଲୋଚନା

20-Sep-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଶଙ୍ଖ ଭବନରେ ଅନୁଷ୍ଠିତ ବରଗଡ ଜିଲ୍ଲାର ସମୀକ୍ଷା ବୈଠକରେ ସଂଗଠନ ବିଷୟରେ ନିଜ ନିଜ ମତ ପ୍ରକାଶ କରି ଆତ୍ମ ସମୀକ୍ଷା ମାନେ କରାଯାଇଥିଲା ଉକ୍ତ ସମୟରେ ମାନ୍ୟବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ବରଗଡ଼ ଜିଲ୍ଲାର ଅନେକ ତୁଙ୍ଗ ନେତା ଏବଂ କର୍ମୀ ମାନଙ୍କ ମତାମତ ଲୋଡିଥିଲେ। ମତାମତ ସମୟରେ ବିଜୁ ଯୁବ ଜନତା ଦଳ ବରଗଡ ଜିଲ୍ଲା ସଭାପତି ଶ୍ରୀ ପ୍ରଦ୍ୟୁମ୍ନ କୁମାର ତ୍ରିପାଠୀ ସମସ୍ତଙ୍କ ସମ୍ମୁଖରେ ସାରା ଓଡ଼ିଶାରେ ବର୍ତ୍ତମାନ ଦେଖାଯାଉଥିବା ରକ୍ତର ଅଭାବକୁ ଦୂର କରିବା ଏବଂ ରୋଗୀ ତଥା ତାଙ୍କ ପରିଜନ ରକ୍ତ ଟିକକ ପାଇଁ ନାହିଁନ ଥିବାର ସାମନା ହେବା ପାଇଁ ପଡ଼ୁଛି ଏହାର ସମାଧାନ ପାଇଁ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଜରିଆରେ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ କରିବା ପାଇଁ ଅନୁରୋଧ କରିଥିଲେ। ଏହାକୁ ବିଶେଷ ଭାବେ ଗୁରୁତ୍ୱ ଦେଇ ସୁପ୍ରିମୋ ଶ୍ରୀ ପଟ୍ଟନାୟକ ନିଶ୍ଚୟ ଆରମ୍ଭ କରିବା ବୋଲି ପ୍ରତିଶ୍ରୁତି ଦେଇଥିଲେ। ବର୍ତ୍ତମାନ ନବୀନ ସରକାର ୧୦୦ ଦିନ ହେବ ସରକାରରେ ନାହାନ୍ତି ହେଲେ ଆଗରୁ ପ୍ରତ୍ୟେକ ବ୍ଲକ ଜିଲ୍ଲା ସଦର ମହକୁମାରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଜରିଆରେ ଦୀର୍ଘ ବର୍ଷ ହେବ ବିଜୁ ଜନତା ଦଳର କର୍ମୀ ମାନଙ୍କ ଦ୍ଵାରା ସ୍ବେଚ୍ଛାକୃତ ରକ୍ତଦାନ ଅନୁଷ୍ଠିତ ହୋଇଥିଲା କିନ୍ତୁ ମୋହନ ସରକାର ଆସିବା ପରେ ରକ୍ତ ର ଘୋର ଅଭାବ ରକ୍ତ ଭଣ୍ଡାର ମାନଙ୍କୁ ପରିଲକ୍ଷିତ ହୋଇଛି ତେଣୁ ଆଗାମୀ ଦିନରେ ପୁଣି ପ୍ରଦ୍ୟୁମ୍ନଙ୍କ ନିବେଦନ କ୍ରମେ ଏବଂ ତାଙ୍କ ଆବେଦନକୁ ନବୀନ ପଟ୍ଟନାୟକ କେତେ ଶୀଘ୍ର ଏବଂ କେଉଁ ପ୍ରଣାଳୀରେ ପୁଣି ରକ୍ତଦାନ ଆରମ୍ଭ କରି ରକ୍ତ ଭଣ୍ଡାରରେ ରୋଗୀ ଅସହାୟ ରୋଗୀ ମାନଙ୍କୁ ରକ୍ତ  ଯୋଗେଇବେ ତାହା ଦେଖିବାକୁ ବାକି ରହିଲା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like