-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ସ୍ବାଗତ ସମାରୋହ

20-Sep-2024



 ନାକଟିଦେଉଳ(କନ୍ଦର୍ପ ବେହେରା): ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟ ରେ ଗୁରୁବାର ଦିନ ସ୍ବାଗତ ସମାରୋହ ଅନୁଷ୍ଠିତ ହୋଇଥିଲା ା ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ୧ମ ବର୍ଷ ର ଛାତ୍ର ଛାତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ ା ଅନୁଷ୍ଠାନ ର ଅଧ୍ୟକ୍ଷ ସୁଧୀର କୁମାର ସାହୁ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସ୍ବାଗତ ସଭାରେ ଅଧ୍ୟାପକ ଦେବେଶ୍ ବିଶ୍ବାଳ, ଶେଷଦେବ ବିଶ୍ବାଳ, ବିନୋଦ ବିହାରୀ ପ୍ରଧାନ, ଭଜମୋହନ ପ୍ରଧାନ, ବିଭୁତି ଭୁଷଣ ସାହୁ, ଜୟନ୍ତୀ ସାହୁ, ହିମାଂଶୁ ବାରିକ୍ ଓ ସୁଦାମ ସାହୁ ଅନୁଶାସନ, ଶ୍ରୁଙ୍ଖଳା, ସଞ୍ଜମତା 
ସମୟାନୁବର୍ତ୍ତିତା ସମ୍ପର୍କ ରେ ଆଲୋକପାତ କରିଥିଲେ ା ୧ମ ବର୍ଷ ର ଛାତ୍ର ଛାତ୍ରୀ ମାନେ ପରିଚୟ ପ୍ରଦାନ କରିଥିବାବେଳେ ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ଅନୁଷ୍ଠାନ ରେ ଭାଇ ଭଉଣୀ ସମ୍ପର୍କ ର ଆବଶ୍ୟକତା ବିଷୟ ରେ ବକ୍ତବ୍ୟ ରଖିଥିଲେ ା ଅଧ୍ୟାପିକା ଡକ୍ଟର୍ ପୁଷ୍ପାଞ୍ଜଳି ରବନା ଙ୍କ ପରିଚାଳନା ରେ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ା ସୁମିତ୍ରା ବେହେରା, ବର୍ଷାରାଣୀ ସାହୁ ଓ ସିକି ପ୍ରଧାନ ସ୍ବାଗତ ନ୍ରୁତ୍ୟ ପରିବେଷଣ କରିଥିବାବେଳେ ଶିବାନୀ ସମ୍ବଲପୁରୀ ନ୍ରୁତ୍ୟ ପ୍ରଦର୍ଶନ କରିଥିଲେ ା


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like