-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଅପରାଧ

ରାଜ୍ୟ ସରକାର ଙ୍କ ୧୦୦ ଦିନ ପୂର୍ତ୍ତି ଉତ୍ସବ ଫୁଲବାଣୀ ରେ ଚାରିଦିନ ବ୍ୟାପି ପାଳନ କରାଯିବ

20-Sep-2024



ଫୁଲବାଣୀ(କ୍ଷୀରୋଦ କୁମାର ସାହାଣୀଙ୍କ ରିପୋର୍ଟ ) ଓଡ଼ିଶା ସରକାରଙ୍କର ୧୦୦ ଦିନ ପୂର୍ତ୍ତି ଉପଲକ୍ଷେ ସାରା ରାଜ୍ୟରେ ୧୯ ସେପ୍ଟେମ୍ବର ରୁ ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ପ୍ରଗତିର ନୂତନ ସୂର୍ଯ୍ୟୋଦୟ କାର୍ଯ୍ୟକ୍ରମ, ବିକାଶ ମେଳା ଆୟୋଜନ କରାଯାଉଛି। ଏହି କାର୍ଯ୍ୟକ୍ରମ ଅବସରରେ କନ୍ଧମାଳ ଜିଲ୍ଲାରେ ୨୨ ସେପ୍ଟେମ୍ବର ରୁ ୨୪ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ବିକାଶ ମେଳା ପ୍ରଦର୍ଶନୀ ଆୟୋଜନ କରାଯିବ ବୋଲି ମୁଖ୍ୟ ଉନ୍ନୟନ ଅଧିକାରୀ -ତଥା-କାର୍ଯ୍ୟନିର୍ବାହୀ ଅଧିକାର, ଶ୍ରୀ ରତ୍ନାକର ସାହୁ ସୂଚନା ଦେଇଛନ୍ତି ।  ୨୨ ତାରିଖ ପୁର୍ବାହ୍ନ ୧୧ ଘଟିକା ସମୟରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ଏବଂ ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ରାଷ୍ଟ୍ରମନ୍ତ୍ରୀ(ସ୍ଵାଧୀନ) ଗୋକୁଳାନନ୍ଦ ମଲ୍ଲିକ ପ୍ରଦର୍ଶନକୁ ଉଦ୍‌ଘାଟନ କରିବେ ଏବଂ ସ୍ଥାନୀୟ କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ସମେତ ଫୁଲବାଣୀ ନିର୍ବାଚନ ମଣ୍ଡଳୀର ବିଧାୟକ ଉମଚରଣ ମଳିକ ମଧ୍ୟ୍ୟ ସନମାନୀତ ଅତିଥିଭାବେ ଯୋଗଦାନ କରିବା ଜଣାପଡିଛି | ଏହି ଉଦ୍‌ଘାଟନୀ ଉତ୍ସବରେ ସୁଭଦ୍ରା ଯୋଜନାର ହିତାଧୁକାରୀମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ଵାରା ସହାୟତା ରାଶି  ମଧ୍ୟ୍ୟ ପ୍ରଦାନ କରାଯିବ । ସରକାରଙ୍କ ପ୍ରଣୀତ ପ୍ରମୁଖ ଯୋଜନା ସମ୍ବଦ୍ଧରେ ସୂଚନା-ଶିକ୍ଷାସଜ୍ଜାର ଭିତ୍ତିକ ଦୃଶ୍ୟ-ଶ୍ରାବ୍ୟ ଚିତ୍ର ପ୍ରଦର୍ଶନ ସହିତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ, ବିକାଶ ମେଳା ପ୍ରଦର୍ଶନୀ ମାଧ୍ୟମରେ ରାଜ୍ୟ ସରକାରଙ୍କ ଦ୍ୱାରା ଫଳପ୍ରସୂ ପଦକ୍ଷେପ ଏବଂ ପ୍ରଣୀତ ବିବିଧ ଯୋଜନା ଗୁଡ଼ିକର ଉଦ୍ଦେଶ୍ୟ ଓ କାର୍ଯ୍ୟାନ୍ଵୟନ ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ବହୁବିଧ କଲ୍ୟାଣକାରୀ ଦିଗ ଗୁଡ଼ିକ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ଓ ରାଜ୍ୟ ସରକାରଙ୍କୁ ଲୋକଙ୍କର ନିକଟତର କରାଯିବ। ବିଭିନ୍ନ ସରକାରୀ ଯୋଜନା ଏବଂ ଗୋଷ୍ଠୀ ଭିଭିକ ଅନୁଷ୍ଠାନ ଦ୍ବାରା ଗ୍ରାମୀଣ ଉତ୍ପାଦ ବିକ୍ରି ଓ ପ୍ରଦର୍ଶନ ପାଇଁ ପ୍ରାୟ ୪୫ରୁ ଅଧ‌ିକ ଷ୍ଟଲ୍ ନିର୍ମାଣ କରାଯିବ। ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସଚେତନତା କରାଯିବ ପ୍ରତିଦିନ ସନ୍ଧ୍ୟା ୬ ଘଟିକାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଶ୍ରୀ ସାହୁ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like