-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ରାମପୁର ହାଇସ୍କୁଲ ରେ ବ୍ଲକସ୍ତରୀୟ ଲୋକନୃତ୍ୟ ପ୍ରତିଯୋଗିତା

20-Sep-2024



ଏସ.ରାମପୁର, ତା ୨୦(ପ୍ରେରଣା ଖବର): ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ରାମପୁର ଉଚ୍ଚ ବିଦ୍ୟାଳୟ ରେ ବ୍ଲକ ସ୍ତରୀୟ ଲୋକ ନୃତ୍ୟ ପ୍ରତିଯୋଗିତା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରାଣବନ୍ଧୁ ହୋତ।ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଗଞ୍ଜଳୁ ମିର୍ଦ୍ଧା ଓ ଅନ୍ୟତମ ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଜଗତ ମଲ୍ଲିକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଲୋକକଳା ଆମର ଜୀବନ ସହ ଯୋଡ଼ି ହଇଯାଇଛି ବୋଲି ମତବ୍ୟକ୍ତ କରିଥିଲେ। ଏହି ପ୍ରତିଯୋଗିତାରେ ବ୍ଲକ ର ୭ ଗୋଟି ବିଦ୍ୟାଳୟର ନୃତ୍ୟ ଦଳ ଭାଗ ନେଇଥିଲେ ଯେଉଁଥିରୁ  ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମାୟା ବର୍ହା ପ୍ରଥମ, ନୋଡାଲ ଉଚ୍ଚ ବିଦ୍ୟାଳୟ ରାମପୁର ଦ୍ଵିତୀୟ ଓ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଚନ୍ଦଳି ତୃତୀୟ ସ୍ଥାନ ଅଧିକାର କରିଥିଲେ ଓ ଏଥିରେ ପ୍ରଥମ ଓ ଦ୍ବିତୀୟ ସ୍ଥାନ ଅଧିକାର କରିଥିବା ଦଳ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା ରେ ଭାଗ ନେବା ପାଇଁ ମନୋନିତ ହୋଇଥିଲେ। ବିଚାରକ ଭାବରେ ଡୁଙ୍ଗୁରିପାଲି ବାଳିକା ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଅନୁପ୍ରିୟ। ମିଶ୍ର, ଇଚ୍ଛାପୁର ପ୍ରାଥମିକ ବିଦ୍ୟାଳୟ ର ଶିକ୍ଷକ ରାଘବ ଭୋଇ ଓ କପାଶିରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର  ସହକାରୀ ଶିକ୍ଷକ ହରିବୋଲ ବରିହା ବିଚାରକ ଦାୟିତ୍ଵ ନିର୍ବାହ କରିଥିଲେ।

ମାୟାବର୍ହା ହାଇସ୍କୁଲ ର ବରିଷ୍ଠ ଶିକ୍ଷକ ଦିନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ସମ୍ପଦ ଖମାରୀ, ବିଦ୍ୟୁତ୍ ପ୍ରଭା ପୂଜାରୀ, ବିଶ୍ଵନାଥ ମେହେର, ବିଶ୍ଵସମ୍ରଟ ଭୋଇ,ବଳଦେବ ସାହୁ,ସ୍ଵାଧୀନ ବିଶ୍ଵାଳ, ବିଶ୍ଵାମିତ୍ର ଭୋଇ, ସୂର୍ଯ୍ୟ ନାରାୟଣ ପଟ୍ଟନାୟକ, ମନବୋଧ ମୁଖି ପ୍ରମୁଖ ସହଯୋଗ କରିଥିଲେ।ଶେଷରେ ଶିକ୍ଷୟିତ୍ରୀ ନିତୁ ପ୍ରଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like