-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ "କେସ୍ ମ୍ୟାନେଜମେଣ୍ଟ ଓ ମାନସିକ ସ୍ୱାସ୍ଥ୍ୟ" ସମ୍ପର୍କିତ କର୍ମଶାଳା

20-Sep-2024



ନବରଙ୍ଗପୁର(ପ୍ରେରଣା ଖବର): ଶିଶୁ ମାନଙ୍କର ଉନ୍ନତି ଓ ମାନସିକ ସ୍ୱାସ୍ଥ୍ୟ ଜାଗୃକତା ବୃଦ୍ଧି ପାଇଁ ଅରୁଣା ଏବଂ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ(ଡିସିପିଏ)ର ମିଳିତ ଅଭିନବ ପ୍ରୟାସରେ "କେସ୍ ମ୍ୟାନେଜମେଣ୍ଟ ଓ ମାନସିକ ସ୍ୱାସ୍ଥ୍ୟ" ବିଷୟରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମ ମିଶନ ଶକ୍ତି ଜିଲ୍ଲା କନଫରେନ୍ସ ହଲରେ ଆୟୋଜିତ ହୋଇଥିଲା ଏବଂ ଏଥିରେ ଶିଶୁ କଳ୍ୟାଣ ସମିତି(CWC) ଅଧକ୍ଷ ଏବଂ ସଭ୍ୟମାନେ,ଶିଶୁ ଯତ୍ନ ସଂସ୍ଥା(CCI)ର ସଦସ୍ୟ, ଷ୍ଟେଟ ସପୋର୍ଟ ସେଣ୍ଟର କର୍ମକର୍ତା,ସାମାଜିକ କାର୍ଯ୍ୟକର୍ତ୍ତା ଏବଂ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗର(ଡିସିପିଏ) ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ଏହି କାର୍ଯକ୍ରମକୁ "ଅରୁଣା"ର ଜିଲ୍ଲା ସଂଯୋଜିକା ପ୍ରଭାସିନୀ ପଟ୍ଟନାୟକ ପ୍ରଥମେ ସମସ୍ତଙ୍କୁ ସ୍ୱାଗତ କରିବା ସହ ଟ୍ରେନିଂର ଆଭିମୁଖ୍ୟ ବିଷୟରେ ସୂଚନା ଦେଇଥିଲେ। ଏହା ପରେ, ଜିଲ୍ଲା ସୁରକ୍ଷା ଅଧିକାରୀ ବିଷୟବସ୍ତୁ ଉପରେ ସମ୍ୟକ୍ ଧାରଣା ଦେଇଥିଲେ। ଏହି କାର୍ଯକ୍ରମକୁ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ କୁମାର ପଟନାୟକ ଆନୁଷ୍ଠାନିକ ଭାବେ ପରିଚାଳନା କରିବା ସହ କାର୍ଯ୍ୟକ୍ରମର ଲକ୍ଷ ଏବଂ ଉଦେଶ୍ୟ ବିଷୟରେ ସୂଚାଇ ଦେଇଥିଲେ।ଏହାପରେ ଜିଲ୍ଲା ଶିଶୁ ମଙ୍ଗଳ କମିଟି ର ଅଧକ୍ଷ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ, ଜୁବେନାଇଲ ଜସ୍ଟିସ(JJ) ଆଇନର ଉପାଦେୟତା ଉପରେ ଦିଗଦର୍ଶନ ଦେଇଥିଲେ।କେସ୍ ମ୍ୟାନେଜମେଣ୍ଟ ଓ ମାନସିକ ସ୍ୱାସ୍ଥ୍ୟ ସମ୍ବଳିତ ସୁରକ୍ଷା ଯୋଜନା ଗଠନ କରିବା ଉପରେ ଆଲୋକପାତ କରିଥିଲେ। CWC ଏବଂ CCI ମାଧ୍ୟମରେ ସମୁଦାୟ ଦାୟିତ୍ଵ ଏବଂ ସୁରକ୍ଷା ସମ୍ବଳିତ ସେବା ଯୋଗାଇବା ପାଇଁ ଏକ ଯୁଗ୍ମ ପ୍ରୟାସର ଆବଶ୍ୟକତା ରହିଥିବା ଉଲ୍ଲେଖ କରାଯାଇଥିଲା। ଏହାପରେ ଜିଲ୍ଲା ସଂଯୋଜିକା କେଶ ମ୍ୟାନେଜମେଣ୍ଟର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ।ପରେ ଡି.ସି.ପି.ୟୁ ର କିଷାନ ପଟନାୟକ, ମିଶନ ବତ୍ସାଳୟର ଶିଶୁ ସୁଚନ ଉପରେ ଆଲୋଚନା କରିଥିଲେ ।
ପରେ ପ୍ରଶ୍ନୋତ୍ତର ଅଧିବେଶନ ଏବଂ ଆଗାମୀ ଦିନରେ ଏହାର ସୁଦୃଢ଼ତା ପାଇଁ ଅଧିକ କ୍ଷମତା ବୃଦ୍ଧି ବିଷୟରେ ଆଲୋଚନା ହୋଇଥିଲା। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଶିଶୁ ମଙ୍ଗଳ କମିଟିର ସଦସ୍ୟ ସନ୍ତୋଷ କୁମାର ଷଡ଼ଙ୍ଗୀ, ରବୀନ୍ଦ୍ର ପ୍ରଧାନ, ଅନିତା ହୋତା, ବିଜୟଲକ୍ଷ୍ମୀ ସାହୁ, ଡି.ସି.ପି.ୟୁ ର ସମରେନ୍ଦ୍ର ପରିଡା, ସ୍ଵାତିଶ୍ରୀ ପଟନାୟକ ପ୍ରମୁଖ ସଦସ୍ୟ ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like