-+91-9937148622 |

prerana_bgr@rediffmail.com |

  Saturday 22nd August 2026 |

| | | |

R.N.I. Regd No. ODIODI/2010/46693

Breaking News

ଖବର ଆଜିର   (22-Aug-2026)       ||      *ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   (22-Aug-2026)       ||      ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ    (21-Aug-2026)       ||      ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   (21-Aug-2026)       ||      କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ    (21-Aug-2026)       ||      ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ    (21-Aug-2026)       ||      ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   (21-Aug-2026)       ||      ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   (21-Aug-2026)       ||      କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   (21-Aug-2026)       ||      ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   (21-Aug-2026)       ||      ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   (21-Aug-2026)       ||      ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   (21-Aug-2026)       ||      ଡିଏନ୍‌ଏ କଲେଜରେ ପରିବେଶ ସଚେତନତା କାର୍ଯ୍ୟକ୍ରମ   (21-Aug-2026)       ||      ରେଙ୍ଗାଲି ପୁଲିସର ବଡ଼ ସଫଳତା: ୧୩ ଚୋରି ବାଇକ୍ ଉଦ୍ଧାର, ୫ ଅଭିଯୁକ୍ତ ଗିରଫ   (20-Aug-2026)       ||      ପାର୍ବତୀ ଗିରି ଡିଗ୍ରୀ ମହାବିଦ୍ୟାଳୟରେ ନିଶାମୁକ୍ତ ଯୁବା ,ବିକଶିତ ଭାରତ କାର୍ଯ୍ୟକ୍ରମ    (20-Aug-2026)       ||      ସ୍ୱାସ୍ଥ୍ୟସେବାରୁ ସ୍ୱାସ୍ଥ୍ୟ ନ୍ୟାୟ : ସ୍ୱାସ୍ଥ୍ୟ ଅଧିକାରର ନୂତନ ପରିକଳ୍ପନା ଶୀର୍ଷକ ଆଲୋଚନା ସମାନ ଓ ଗୁଣାତ୍ମକ ସ୍ୱାସ୍ଥ୍ୟସେବାକୁ ମାନବାଧିକାରର ଅବିଚ୍ଛିନ୍ନ ଅଂଶ କରିବାକୁ ଆହ୍ୱାନ ସୁସ୍ଥ ପରିବେଶ ଓ ସାମାଜିକ ସୁରକ୍ଷା ଭଳି ବିଷୟ ସ୍ୱାସ୍ଥ୍ୟ ସହ ଗଭୀର ଭାବେ ଜଡ଼ିତ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ସ୍ୱାସ୍ଥ୍ୟ ଅଧିକାର ହେଲେ ଏହା ନ୍ୟାୟରେ ପରିଣତ ହେବ    (20-Aug-2026)       ||      ଅତ୍ୟାବଶ୍ଯକ ସାମଗ୍ରୀର ଦର ବୃଦ୍ଧି ର ପ୍ରତିବାଦ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ।   (20-Aug-2026)       ||      ବିଶିପାଲି ରେ କୋଶଲି ନାଟ୍ୟ ମହର୍ଷି ଭଗବାନ ସାହୁଙ୍କ ଜୟନ୍ତୀ ପାଳିତ   (20-Aug-2026)       ||      ଆଶ୍ରା ବୃଦ୍ଧାଶ୍ରମର ପ୍ରଥମ ବାର୍ଷିକୋତ୍ସବ ପାଳିତ   (20-Aug-2026)       ||      ମୁଖ୍ୟମନ୍ତ୍ରୀ ସଡକ ଯୋଜନାର ରାସ୍ତା କାମ ନିମ୍ନମାନ, ମାସ ନପୁରୁଣୁ ପିଚୁ ଉଠିଲା   (20-Aug-2026)       ||     

HOME   ଜିଲ୍ଲା

ସାବିତ୍ରୀ ବାଇ ଫୁଲେ ଜୟନ୍ତୀ ପାଳିତ

03-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର): ଜିଲ୍ଲା ଦଳିତ ଶିକ୍ଷକ ସଂଘ ବଲାଙ୍ଗିର ଆନୁକୁଲ୍ୟରେ ସ୍ଥାନୀୟ ଯାଦବ ଭବନ ଠାରେ ମାତା ସାବିତ୍ରୀବାଇ ଫୁଲେଙ୍କ ୧୯୧ତମ ଜନ୍ମ ଜୟନ୍ତୀ ସମାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବରେ ଉପ-ଜିଲ୍ଲାପାଳ ସୁଧାକର ନାୟକ, ମୁଖ୍ୟବକ୍ତା ଭାବରେ ଖପ୍ରାଖୋଲ ଗୋଷ୍ଠି ଉନ୍ନୟନ ଅଧିକାରୀ ତରଣୀସେନ ସୁନା, ସମ୍ମାନିତ ଅତିଥି ଭାବରେ ବରିଷ୍ଠ ଇଂରାଜି ଅଧ୍ୟାପିକା ଆୟେସା ବାନୋ, ବଂଶିଧର ଦୀପ, ସମାଜସେବୀ କଳ୍ପନା ବିହାରୀ ବାରିକ, ସମିତି ସଭ୍ୟା ଲଳିତା ଦୀପ, ପୁଇଁନ୍ତଲା ଶିକ୍ଷାଧିକାରୀ ନେପାଲ ଚନ୍ଦ୍ର ବାଗ, ବଲାଙ୍ଗିର ସଦର ଶିକ୍ଷାଧିକାରୀ ସନ୍ଧ୍ୟାରାଣୀ ଧରୁଆ, ଶିକ୍ଷକନେତା ରତିନ୍ଦ୍ର ରାୟ ପ୍ରମୁଖ ଯୋଗଦାନ କରି ମାତା ସାବିତ୍ରୀ ବାଇ ଫୁଲେଙ୍କ ସଂଘର୍ଷମୟ ଜୀବନ ଏବଂ ଶିକ୍ଷାଦର୍ଶନ ଉପରେ ଆଲୋଚନା କରିଥିଲେ । ଜିଲ୍ଲା ଦଳିତ ଶିକ୍ଷକ ସଂଘ ସଭାପତି ବାସୁଦେବ ମୁଗ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅବସରପ୍ରାପ୍ତ ସମାଜସେବୀ ଶିକ୍ଷକ ଆଗଲପୁର ବ୍ଲକ ପାଇଁ ନିର୍ଜଳା ସାଗର, ଲୋସିଂହା ବ୍ଲକ ପାଇଁ ଗୋବିନ୍ଦ ତାଣ୍ଡି (ମରଣୋତ୍ତର), ପୁଇଁନ୍ତଲା ବ୍ଲକ ପାଇଁ ସଚିନାଥ ନାଗ (ମରଣୋତ୍ତର), ସମାଜସେବା ପାଇଁ ଦିନେଶ ବିଶ୍ୱାଲ, ହିମାଂଶୁ ଭୁଏ, ବିଜ୍ଞାନ ପାଇଁ ପ୍ରଭୁଦତ୍ତ ସାହୁ, ଦେଓଗାଁ ବ୍ଲକ ପାଇଁ ଅବସ୍ଥା ମହାନନ୍ଦ, ଗୁଡଭେଳା ବ୍ଲକ ପାଇଁ ବଦନ ମୁନା, ସଇଁନ୍ତଲା ପାଇଁ ତପିଧର କୁମ୍ଭାର, ପାଟଣାଗଡ ପାଇଁ ଚୈତନ୍ୟ କୁମ୍ଭାର, ବେଲପଡା ପାଇଁ କୃଷ୍ଣଚନ୍ଦ୍ର ବାରିକ, ବଲାଙ୍ଗିର ବ୍ଲକ ପାଇଁ ବିନୋଦ କୁମ୍ଭାର, ବିଦ୍ୟୁତଲତା ମୁଗ୍ରୀ, ତୁରେକେଲା ପାଇଁ ବୃନ୍ଦାବନ ନାଗ, ରସିଆ ରାୟ, ଶିକ୍ଷକ ତଥା ବରିଷ୍ଠ ଅଧ୍ୟାପିକା ଆୟସା ବାନୋ ପ୍ରମୁଖଙ୍କୁ ପ୍ରଶଂସାପତ୍ର ଓ ଉପଢୈାକନ ଦେଇ ସମ୍ମାନିତ କରାଯାଇଥିଲା । ଶିକ୍ଷକ ଗଜମଣି ବାଗ ମଞ୍ଚ ପରିଚାଳନା କରିଥିବା ବେଳେ ବାଳକୃଷ୍ଣ ମହାନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ସୂର୍ଯ୍ୟମଣି ସୁନା, ବୃନ୍ଦାବନ ନାଗ, ବିଜୟ ଚନ୍ଦ୍ର ବାରିକ, କିଶୋର କୁମ୍ଭାର, ନିଳକଣ୍ଠ ସୁନା, ଅକୃର ସୁନା, ମୁଦ୍ରା ଛତ୍ରିଆ, ମଗସିର ମୁଗ୍ରୀ, ଚନ୍ଦ୍ରମଣି ଛତ୍ରିଆ, ଯୁବରାଜ ବିଭାର, ସୁରେନ୍ଦ୍ର ମହାନନ୍ଦ, ରୀନା ନାଗ, ମୀନା ନାଗ, ଲୋଚନ ଛତ୍ରିଆ, ମାଗୁଣି ଛତ୍ରିଆ, ସୁଜାତା ତାଣ୍ଡି, କାନ୍ତିଲାଲ ମୁଗ୍ରୀ, ରିଙ୍କି ମୁନା, ମଦନା ସୁନା, ଭୁବନ ନାଗ, ମୈତ୍ରୀ କୁମ୍ଭାର, ଜଗା କୁମ୍ଭାର, ଦଣ୍ଡୁଆ କୁମ୍ଭାର, କାର୍ତ୍ତିକ ନାଗ, କୁନା ବାଗ, ଦ୍ରୋଣ କୁମ୍ଭାର, ଲୋକନାଥ ସୁନା, ସୁରେଶ ଦେବ ଛୁରା, ରଘୁନାଥ ମୁଗ୍ରୀ ସମେତ ଜିଲ୍ଲାର ବିଭିନ୍ନ ବ୍ଲକର ଶତାଧିକ ଶିକ୍ଷକ ଶିକ୍ଷକୟତ୍ରୀ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଖବର ଆଜିର   22-Aug-2026
  ଜିଲ୍ଲା  
*ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜେଡିର ତୀବ୍ର ପ୍ରତିବାଦ*   22-Aug-2026
  ଜିଲ୍ଲା  
ଫୋଟୋ ପ୍ରଦର୍ଶନୀ ରେ ଫଟୋ ଉପରେ କବିଙ୍କ କବିତା ପାଠ   21-Aug-2026
  ଜିଲ୍ଲା  
ଫୋଟୋଗ୍ରାଫି ପ୍ରଦର୍ଶନୀ ଉଦଯାପିତ ll ଫୋଟଗ୍ରାଫର ମାନଙ୍କୁ ସମ୍ବର୍ଦ୍ଧିତ କଲା ଜିଲ୍ଲା ସାମ୍ବାଦିକ ସଂଘ ll   21-Aug-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ସମ୍ବିଧାନ ପ୍ରଣେତାଙ୍କୁ ଅସମ୍ମାନ ଅଭିଯୋଗ♦️ ଆମ୍ବେଦକର ଜୟନ୍ତୀ ମହୋତ୍ସବ କମିଟି ପକ୍ଷରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଙ୍କୁ ୪ ଦଫା ଦାବିପତ୍ର ପ୍ରଦାନ   21-Aug-2026
  ଜିଲ୍ଲା  
ଦୁର୍ଘଟଣା ସ୍ପଟ ପାଳଟିଛି ଏଫସିଆଇ ଛକ, ଟ୍ରକ୍ ଧକ୍କାରେ ଶ୍ରମିକର ମୃତ୍ୟୁ   21-Aug-2026
  ଜିଲ୍ଲା  
ଚରଦାରେ ଜିଲ୍ଲା ସ୍ତରୀୟ ସିନିଅର ଫୁଟବଲ ପ୍ରତିଯୋଗିତା କଦଳିପାଲୀ ଓ ଖୁର୍ଡିଆବାହଲ ଫାଇନାଲକୁ ଉନ୍ନୀତ।   21-Aug-2026
  ଜିଲ୍ଲା  
ସତଲମା ଜନଆରୋଗ୍ୟ କେନ୍ଦ୍ରର ସାଧାରଣ ବୈଠକ ଅନୁଷ୍ଠିତ   21-Aug-2026
  ଜିଲ୍ଲା  
କୁତୁର୍ଲା ସରକାରୀ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀଗୃହ ନିର୍ମାଣରେ ବିଳମ୍ବ   21-Aug-2026
  ଜିଲ୍ଲା  
ନାବାର୍ଡର ପ୍ରତିଷ୍ଠା ଦିବସ♦️  କୁମାରୀ ପ୍ରଧାନଙ୍କୁ ସାର୍ଟିଫିକେଟ୍ ଅଫ୍ ଏକ୍ସଲେନ୍ସ ସମ୍ମାନ ପ୍ରଦାନ   21-Aug-2026
  ଜିଲ୍ଲା  
ବିଜେପୁରରେ ଚାଞ୍ଚଲ୍ୟ ଘଟଣା : ବାଇକ୍‌ରେ ଆସି ସୁନା ଲୁଟ୍‌, ଭୁଜାଲିରେ ଆକ୍ରମଣ ଅଭିଯୋଗ   21-Aug-2026
  ଜିଲ୍ଲା  
ରିଜିଓନାଲ କରାଟେ ପ୍ରତିଯୋଗିତାରେ ଅଭିଳାଶାଙ୍କୁ ସ୍ୱର୍ଣ୍ଣ ପଦକ ସିଆଇଏସ୍‌ସିଇ ନେସନାଲ ଯିବେ ଅଭିଳାଶା   21-Aug-2026

You Might Also Like

  ଜିଲ୍ଲା  

ଖବର ଆଜିର