-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   (10-Jun-2026)       ||      ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   (10-Jun-2026)       ||      ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ    (09-Jun-2026)       ||      ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ    (09-Jun-2026)       ||      *ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   (09-Jun-2026)       ||      OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   (09-Jun-2026)       ||      ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   (09-Jun-2026)       ||      ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   (09-Jun-2026)       ||      ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   (09-Jun-2026)       ||      *ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   (09-Jun-2026)       ||      ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   (09-Jun-2026)       ||      ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   (09-Jun-2026)       ||      ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ   (09-Jun-2026)       ||      ଟ୍ରକ ଚକା ତଳେ ଜୀବନ ଗଲା ♦️ସ୍କୁଟି ରେ ଯାଉଥିବା ମା ଝିଅ ଟ୍ରକ ଚକା ତଳେ ଚାପି ହୋଇ ମୃତ, ଘଟଣାସ୍ଥଳ ରେ ଶୋକାକୁଳ ପରିବେଶ    (09-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା - ବରଗଡ଼ ଏସ.ପିଙ୍କ ଅଧ୍ୟକ୍ଷତା ରେ ବୈଠକ ।   (09-Jun-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୨୭ଟି ଦରଖାସ୍ତ ଗ୍ରହଣ   (09-Jun-2026)       ||      ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ    (09-Jun-2026)       ||      ଏସ ଆଇ ଏଚ ଏମ୍ ରେ ନାମ ଲେଖାଇଲେ ୩ ଜଣ ଛାତ୍ରଛାତ୍ରୀ।   (08-Jun-2026)       ||      ଦୁର୍ଘଟଣାରେ ଆହତଙ୍କୁ ଡାକ୍ତରଖାନା ପଠାଇଲେ ରେଡକ୍ରସ ସ୍ବେଛାସେବୀ ସତ୍ୟନାରାୟଣ    (08-Jun-2026)       ||      ବଡ଼ଚଣା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (08-Jun-2026)       ||     

HOME   ରାଜ୍ୟ

ରହସ୍ୟଘେରରେ ସମ୍ବଲପୁରୀ ଗାୟିକା ରୁକସାନା ବାନୋ ଙ୍କ ମୃତ୍ଯୁ, ହତ୍ୟା ଅଭିଯୋଗ

20-Sep-2024



କଳାହାଣ୍ଡି(ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାର ଲୋକପ୍ରିୟ ସମ୍ବଲପୁରୀ ଗାୟିକା ରୁକସାନା ବାନୋ ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ଯୁ ହେବା ପରେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି । ରୁକସାନା ସମଗ୍ର ଓଡ଼ିଶାରେ ସମ୍ବଲପୁରୀ ଆଲବମ ଗାୟିକା ଭାବରେ ଏକପ୍ରକାର ପ୍ରସିଦ୍ଧି ଲାଭ କରିଥିଲେ । ସମ୍ବଲପୁରୀ ଗାୟକ ରୁକୁ ସୁନା ଙ୍କ ସହିତ ଆଗରୁ ଅନେକ ଆଲବମ ଗୀତ ରେକର୍ଡିଂ କରିଥିବା ବେଳେ ଗତ କିଛି ଦିନ ତଳେ ରେକର୍ଡିଂ ପାଇଁ ଡ଼ାକରା ପାଇ ରୁକସାନା ବଲାଙ୍ଗୀର ଯାଇଥିଲେ । ସେଠାରେ ତାଙ୍କ ଦେହ ଖରାଫ ହେବା ପରେ ସେଠାରୁ ପରିବାର ଲୋକେ ଭୀମଭୋଇ ମେଡ଼ିକାଲ ଓ ପରେ ଭବାନୀପାଟଣା ଡାକ୍ତରଖାନା ରେ ଚିକିତ୍ସା କରି ଭଲ ନ ହେବାରୁ ବରଗଡ଼ ଓ ସେଠାରୁ ଭୁବନେଶ୍ଵର ସ୍ଥିତ ଏକ ଘରୋଇ ନର୍ସିଂ ହୋମ ରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ । ସେଠାରେ ରୁକସାନା ବାନୋ ଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ଯୁ ହେବା ପରେ ତାଙ୍କର ମୃତ୍ଯୁ କ୍ରମଶଃ ରହସ୍ୟ ଜନକ ହେବାରେ ଲାଗିଛି । ପରିବାର ଲୋକେ ସିଧା ସଳଖ ରୁକୁ ସୁନା ଓ ତାଙ୍କର ସହଯୋଗୀଙ୍କୁ  ରୁକସାନା ବାନୋ ଙ୍କ ମୃତ୍ଯୁ ପାଇଁ ସମ୍ପୂର୍ଣ୍ଣ ଦାୟୀ ବୋଲି ଅଭିଯୋଗ କରୁଛନ୍ତି । 
ଏପରିକି ରୁକସାନା ବାନୋ ନିଜର ଭାଇ ଭଳି ରୁକୁ ସୁନା କୁ ସମ୍ମାନ ଦେଉଥିବା ସହିତ ରାକ୍ଷୀ ବାନ୍ଧୁଥିବା ବେଳେ ରୁକୁ ସୁନା କିନ୍ତୁ ଭିନ୍ନ ନଜର ରେ ଦେଖୁଥିଲେ ବୋଲି ଅଭିଯୋଗ ହେଉଛି ।  ରୁକସାନା ବାନୋ ରାକ୍ଷୀ ବାନ୍ଧିବା ପରେ ସେଥିରେ ରାଗିଯାଇ ରୁକୁ ସୁନା ଚକ୍ରାନ୍ତ କରି ଆଲବମ ସୁଟିଂ ଓ ରେକର୍ଡିଂ ବାହାନା  କରି ରୁକସାନାକୁ ବଲାଙ୍ଗୀର ଡାକି ସେଠାରେ ଜୁଷ ରେ ବିଶ ମିଶାଇ ପିଆଇ ଦେଇଥିବା ପରିବାର ଲୋକେ ଅଭିଯୋଗ କରୁଥିବା ଜଣାପଡିଛି । ପରିବାର ଲୋକେ ଏ ନେଇ ପୋଲିସ ରେ କେଶ ଦେଇ ଉଚିତ ତଦନ୍ତ କରିବାକୁ ଦାବୀ କରିବେ ବୋଲି କହିଛନ୍ତି । ବିଭିନ୍ନ ଘଟଣା  ରେ ରୁକୁ ସୁନା ଚର୍ଚିତ ରହୁଥିବା ବେଳେ ଏବେ ସୁପରିକଳ୍ପିତ ହତ୍ୟା କାଣ୍ଡ କରି ପୁନର୍ବାର ଚର୍ଚା ରେ ରହୁଥିବା ଆଲୋଚନା ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଥିବା ଅସ୍ଥାୟୀ ବସଷ୍ଟାଣ୍ଡ କୁ ଅଚାନକ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ   10-Jun-2026
  ଜିଲ୍ଲା  
ନୂଆପଡ଼ାରେ ମିଶନ ଶକ୍ତି ଓ ଓଡ଼ିଶା ଜୀବିକା ମିଶନ ସମୀକ୍ଷା ବୈଠକ: ୫ ବ୍ଲକରେ ୧୦୦ ମହା ଲକ୍ଷପତି ଦିଦି ସୃଷ୍ଟି ପାଇଁ ଜିଲ୍ଲାପାଳଙ୍କ ଆହ୍ୱାନ   10-Jun-2026
  ଜିଲ୍ଲା  
ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬, ଘରେ ଘରେ ପହଞ୍ଚୁଛନ୍ତି ବି. ଏଲ. ଓ   09-Jun-2026
  ରାଜ୍ୟ  
ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ   09-Jun-2026
  ଜିଲ୍ଲା  
*ଶିକ୍ଷା ସମ୍ମାନରେ ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ସିଦ୍ଧାର୍ଥ ମହାବିଦ୍ୟାଳୟର ଛାତ୍ର ସତ୍ୟନାରାୟଣ ଭୁଏ*   09-Jun-2026
  ଜିଲ୍ଲା  
OPSC ପରୀକ୍ଷାରେ କପି ଅଭିଯୋଗର ଖୋଳତାଡ଼   09-Jun-2026
  ଜିଲ୍ଲା  
ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ   09-Jun-2026
  ଜିଲ୍ଲା  
ଜାତୀୟରାଜପଥ-୨୬ରେ ଟ୍ରକଚାପାରେ ମାଆଝିଅ ମୃତ,ସହରରେ ଶୋକରଛାୟା   09-Jun-2026
  ଜିଲ୍ଲା  
ଆଲୁମିନିୟମ ତାର ଚୋରୀ ଅଭିଯୋଗରେ ୬ ଜଣ ଗିରଫ ପରେ କୋର୍ଟ ଚାଲାଣ   09-Jun-2026
  ଜିଲ୍ଲା  
*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-   09-Jun-2026
  ଜିଲ୍ଲା  
ଓଜେଇଇ-୨୦୨୬ ପରୀକ୍ଷାରେ ଯୁବୋଦୟ କଲେଜର ଅଭୂତପୂର୍ବ ସଫଳତା   09-Jun-2026
  ଜିଲ୍ଲା  
ଯୁବ ସମାବେଶ ନେଇ ଆମପାଣି ମଣ୍ଡଳ ବିଜେପି ଯୁବ ମୋର୍ଚ୍ଚା ପକ୍ଷରୁ ପ୍ରସ୍ତୁତି ବୈଠକ   09-Jun-2026

You Might Also Like