-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ରାଜ୍ୟ

ରାୟଗଡାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଉଦଘାଟିତ

21-Sep-2024



ରାୟଗଡା(ସୁପ୍ରିୟା ଷଡଙ୍ଗୀ):ରାୟଗଡା ରେଳବାଇ ଖେଳ ପଡିଆ ଠାରେ ତିନି ଦିନିଆ ଜିଲ୍ଲା ସ୍ତରୀୟ ବିକାଶ ମେଳା ଉଦଘାଟିତ ହୋଇଯାଇଛି। ଓଡିଶା ସରକାରଙ୍କ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ରାଷ୍ଟ୍ର ମନ୍ତ୍ରୀ (ସ୍ଵାଧୀନ) ଶ୍ରୀଯୁକ୍ତ ଗଣେଶ ରାମ ସିଂ ଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ। ରାୟଗଡା ଜିଲ୍ଲାପାଳ ପାରୁଲ

ପଟାୱରି ସଭାପତିତ୍ଵ କରିଥିଲେ। ସମ୍ମାନିତ ଅତିଥି ରୂପେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ହରିଶା ବି ସି  ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ନିହାର ରଂଜନ କହ୍ନର, ଗୁଣପୁର ଉପଜିଲ୍ଲାପାଳ କିରଣ ଦୀପ କୌର ସାହାଟେ ଓ ରାୟଗଡା ଉପଜିଲ୍ଲାପାଳ କଲ୍ଯାଣୀ ସଂଘମିତ୍ରା ଦେବୀ ମଞ୍ଚାସୀନ ଥିଲେ।
      ଓଡିଶାରେ ସରକାରଙ୍କ ଶହେଦିନ ପୂର୍ତ୍ତି ଉପଲକ୍ଷେ ସମସ୍ତ ଜିଲ୍ଲାବାସୀଙ୍କୁ ଶୁଭ କାମନା ଜଣାଇ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ଖୁଣ୍ଟିଆ ଓଡ଼ିଶାରେ ପ୍ରଗତିର ନୂତନ ସୂର୍ଯ୍ୟୋଦୟ ଆରମ୍ଭ ହୋଇପାରିଛି ବୋଲି ଜଣାଇଥିଲେ। ରାଜ୍ୟରୁ ଗରିବୀ ହଟିବ, ଯୁବଶକ୍ତିର ଅଭ୍ୟୁଦୟ ହେବ, କୃଷିକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ସହ ମହିଳା ମାନେ ଆତ୍ମ ନିର୍ଭରଶୀଳ ଓ ସଶକ୍ତ ହେବେ। ଓଡିଶା ଏକ ଅଗ୍ରଣୀ ରାଜ୍ୟରେ ପରିଗଣିତ ହେବ। ଦାଦନ ଖଟିବାକୁ ଲୋକେ ବାହାର ରାଜ୍ୟକୁ ଯିବେନାହିଁ,  ବିକଶିତ ଓଡିଶା ଗଠନ ହେବ ବୋଲି କହିଥିଲେ। ଗତ ଶହେ ଦିନ ମଧ୍ୟରେ ସରକାର ଲକ୍ଷ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ ସହ, ଶ୍ରୀଜଗନ୍ନାଥ ମନ୍ଦିର ର ଚାରି ଦ୍ଵାର ଖୋଲିବା, ଶିକ୍ଷା ପୁରସ୍କାର ପ୍ରଦାନ ଆଦି ଅନେକ କାର୍ଯ୍ୟକ୍ରମ ଘୋଷଣା କରିଥିବା ସ୍ଵାଧୀନ କହିଥିଲେ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଆୟୁଷ୍ମାନ ଯୋଜନା, ପିଏମ କିଶାନ ଯୋଜନା, ନିର୍ମାଣ ଶ୍ରମିକ ଯୋଜନା, ଅଣସଙ୍ଗଠିତ ଶ୍ରମିକ ଯୋଜନା, ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ ସରକାରୀ ଯୋଜନା ଲୋକଙ୍କ ପାଇଁ  ଅପହଞ୍ଚ ରହିଛି, ସେଗୁଡିକର ଉତ୍ତମ କାର୍ଯ୍ୟକାରୀ ହେଲେ ଗରିବୀ ହଟିବ ଓ ବିକଶିତ ଓଡ଼ିଶା ଗଠନ ସମ୍ଭବ ବୋଲି କହିଥିଲେ। ସମସ୍ତ ଗ୍ରାମକୁ ରାସ୍ତା ଓ ବିଜୁଳି,ପାନୀୟ ଜଳ ନିଶ୍ଚିତ ପହଁଞ୍ଚିବ, ଗରିବ ପେଟପୁରା ଖାଦ୍ୟ ପାଇବେ , ୨୦୩୬ ସୁଦ୍ଧା ବିକଶିତ ଓଡିଶା ସଂକଳ୍ପ ପୂରଣ ହେବ  । ପରିବେଶ ଯତ୍ନ ନିମନ୍ତେ ଅଧିକ ବୃକ୍ଷରୋପଣ, ନିଜ ଗାଁ ଓ ପରିବେଶ କୁ ସ୍ଵଚ୍ଛ ରଖିବା ନିମନ୍ତେ ଆହ୍ଵାନ ଦେବା ସହ ସରକାରଙ୍କ ହାତମୁଠାକୁ ଦୃଢ଼ କରିବା ନିମନ୍ତେ ଅନୁରୋଧ କରିଥିଲେ। 
ପ୍ରାୟ ଛଅ ହଜାରରରୁ ଉର୍ଦ୍ଧ ମହିଳା ଓ ଦୁଇ ହଜାରରରୁ ଉର୍ଦ୍ଧ ପୁରୁଷ ଯୋଗାଇଦେଇଥିବାରୁ ମୁଖ୍ୟ ଅତିଥି ସମସ୍ତ ଙ୍କୁ ଧନ୍ୟବାଦ ଜ୍ଞାପନ କରିଥିଲେ। 
      ଜିଲ୍ଲାପାଳ ଶ୍ରୀମତୀ ପାରୁଲ ସ୍ଵାଗତ ଭାଷଣରେ  ରାୟଗଡା ଜିଲ୍ଲାରେ ବର୍ତ୍ତମାନ ମଧ୍ଯ ଅନେକ ବିକାଶ ବାକି ରହିଥିବା  କହିଥିଲେ  । ସବୁଦିନିଆ ରାସ୍ତା,  ବିଜୁଳି,  ସୁଦ୍ଧ ପାନୀୟ ଜଳ,  କୁଶଳୀଙ୍କ ନିମନ୍ତେ  ସ୍ଥାୟୀ ରୋଜଗାର ସ୍ଵାସ୍ଥ୍ୟ ସେବା ଆଦିର ଉଦାହରଣ ଦେଇ ଆମକୁ ଅନେକ ଦୂର ଯିବାର ଅଛି ,  ସରକାରଙ୍କ ସମସ୍ତ ଯୋଜନା  ଲୋକଙ୍କ ନିକଟରେ ପହଞ୍ଚାଇବାକୁ ଅଛି  ସର୍ବୋପରି,  ଗରିବ ମୁହଁରେ ହସ ଫୁଟେଇବାର ଅଛି  ଏଣୁ  ସରକାରୀ କଳ ଲୋକାଭିମୁଖୀ ହେବା ନିମନ୍ତେ ଆହ୍ଵାନ ଦେଇଥିଲେ  ।
 
ପ୍ରାରମ୍ଭରେ ମୁଖ୍ୟ ଅତିଥି ଜିଲ୍ଲାର ବିଭିନ୍ନ ବିଭାଗ ତରଫରୁ  ଅଠର ଗୋଟି ସଚେତନତା ଷ୍ଟଲ୍ ପରିଦର୍ଶନ କରିଥିଲେ। ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି ନିମନ୍ତେ ପ୍ରଦର୍ଶନ କରାଯାଇଥିଲା। 
       ଏହି ଅବସରେ ଦଶ ଜଣ ମହିଳାଙ୍କୁ ସୁଭଦ୍ରା କିସ୍ତି  ମିଶନ ଶକ୍ତି ତରଫରୁ ବଡ ରାଇସିଂ ଗ୍ରାମର ସାଇ ଏସ୍ ଏଚ୍ ଜିକୁ ଛଅ  ଲକ୍ଷ ଟଙ୍କା,  ରାୟଗଡା ପୌରାଞ୍ଚଳର ବଦ୍ରୀନାଥ ଏସ୍ ଏଚ୍ ଜି ଙ୍କୁ ଚାରି ଲକ୍ଷ ଟଙ୍କା ଓ ପ୍ରଗତି ଏସ୍ ଏଚ୍ ଜି ଙ୍କୁ  ଦୁଇ ଲକ୍ଷ ଟଙ୍କାର ବ୍ୟାଙ୍କ ରୁଣ ସହାୟତା ପ୍ରଦାନ କରାଯାଇଛି ।  ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ମୃତ୍ୟୁ କାଳୀନ, ବିବାହ,  ପ୍ରସୂତୀ କାଳୀନ ଓ ଉଚ୍ଚ ଶିକ୍ଷା ନିମନ୍ତେ ସହାୟତା  ଓ ନିର୍ମାଣ ଶ୍ରମିକ ପଞ୍ଜୀକରଣ ପ୍ରମାଣପତ୍ର ମୁଖ୍ୟ ଅତିଥି ଙ୍କ କରକମଳରେ ପ୍ରଦାନ କରାଯାଇଥିଲା। 
      ଶ୍ରୀ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ପ୍ରଦୀପ ପ୍ରଜ୍ବଳନ ଓ ପୁଷ୍ପମାଲ୍ଯ ପ୍ରଦାନ ପୂର୍ବକ କାର୍ଯ୍ୟକ୍ରମର ପ୍ରାରମ୍ଭ କରାଯାଇଥିଲା ଓ ପରେ ଓଡିଶୀ , ଡ଼ଙ୍ଗରିଆ କନ୍ଧ  ଲାଞ୍ଜିଆ ସଉରା ଆଦି  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ

କରାଯାଇଥିଲା  
 ଜିଲ୍ଲାର ସମସ୍ତ ବିଭାଗୀୟ ଅଧିକାରୀ ଏଥିରେ ସହଯୋଗ କରିଥିଲେ। ଶେଷରେ ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ମେଳା ତିନିଦିନ ଧରି ଚାଲିବ ବୋଲି  ଶ୍ରୀଯୁକ୍ତ ପ୍ରଧାନ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like